Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
Today’s Highlight
ସେମିଫାଇନାଲ ପୂର୍ବରୁ ପାକ୍ର ବଢିଲା ଚିନ୍ତା
ଟି ୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିସାରିଛି ନ୍ୟୁଜିଲାଣ୍ଡ। ଆଜି ଦ୍ୱିତୀୟ ସେମିଫାଇନାଲରେ ପାକିସ୍ତାନ ଓ ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ। ଏହି ମହାମୁକାବିଲା ପୂର୍ବରୁ ପାକିସ୍ତାନର ବଢିଛି ଚିନ୍ତା। ଫର୍ମରେ ଥିବା ସୋଏବ ମଲ୍ଲିକ ଓ ମହମ୍ମଦ ରିଜୱାନ ଫ୍ଲୁରେ ଆକ୍ରାନ୍ତ ହୋଇଛନ୍ତି।!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଖାଇଲେ ମିଠା ଦହି..
ମିଠା ଦହି ଖାଇଲେ ମୁଖ୍ୟମନ୍ତ୍ରୀ । କଟକ ଅରିଲୋଠାରେ ଅତ୍ୟାଧୁନିକ ଓମଫେଡ ଡାଏରୀ ପ୍ଲାଣ୍ଟ ର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାର୍ପଣ ପରେ ନବୀନ ବ୍ୟାଟେରୀ ଗାଡିରେ ପୁରା ପ୍ଲାଣ୍ଟ ବୁଲିକି ଦେଖିଥିଲେ । ଏହା ପରେ ନବୀନ ବ୍ୟାଟେରୀ ଗାଡିରେ ବସିଥିବା ସମୟରେ ପ୍ଲାଣ୍ଟ!-->…
Read More...
Read More...
ଆତଙ୍କବାଦୀଙ୍କୁ ଖୋଜି ଖୋଜି ମାରିବେ..
ଆଉ ବରଦାସ୍ତ କରାଯିବନି । ଏବେ ଖୋଜି ଖୋଜି ଆତଙ୍କବାଦୀଙ୍କୁ ନିପାତ କରିବେ ସେନା । ଜମ୍ମୁ କାଶ୍ମୀରରେ ସାଧାରଣ ଲୋକଙ୍କୁ ଆତଙ୍କବାଦୀ ବାରମ୍ବାର ଟାର୍ଗେଟ କରି ହତ୍ୟା କରିବା ପରେ ଏବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି । ଗୃହମନ୍ତ୍ରାଳୟ ଜମ୍ମୁ କାଶ୍ମୀରକୁ ସିଆରପିଏଫର ୫!-->…
Read More...
Read More...
ଟଙ୍କା ଗଣିବାକୁ ଲାଗିଲା ୨୪ ଘଣ୍ଟା
କୋଟିପତି ସରକାରୀ ବାବୁଙ୍କ ଘରେ ମଙ୍ଗଳବାରଠୁ ଚଢାଉ ଆରମ୍ଭ କରିଥିବା ଭିଜିଲାନ୍ସର ସରିଛି ରେଡ୍ । ଭିଜିଲାନ୍ସ ଚଢାଉ ପରେ ସରକାରୀ ବାବୁଙ୍କର ସମ୍ପତ୍ତି ର ଆକଳନ ଚାଲିଥିଲା । ଆଜି ସମ୍ପତ୍ତି ମୂଲ୍ୟାୟନ ସରିଛି । କୋଟି କୋଟି ଟଙ୍କାର ସମ୍ପତ୍ତି ଜବତ କରିବା ପରେ ଓଡିଶା ପୁଲିସ ହାଉସିଂ!-->…
Read More...
Read More...
ଭାରତର କରୋନା ଟିକାକୁ ୯୬ଟି ରାଷ୍ଟ୍ରର ମାନ୍ୟତା
ନୂଆଦିଲ୍ଲୀ: ଭାରତର କରୋନା ଭ୍ୟାକ୍ସିନ କୋଭାକ୍ସିନ ଓ କୋଭିସିଲ୍ଡକୁ ୯୬ଟି ରାଷ୍ଟ୍ରର ମାନ୍ୟତା ମିଳିଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ କହିଛନ୍ତି ଯେ, ୯୬ଟି ଦେଶ ଭାରତ ସହିତ କୋଭିଡ ଟିକାକରଣ ପ୍ରମାଣପତ୍ରକୁ ପାରସ୍ପରିକ ସ୍ୱୀକୃତି ଦେବାକୁ ରାଜି ହୋଇଛନ୍ତି। ବିଶ୍ୱ!-->…
Read More...
Read More...
ଏକାଠି ହେବେ ୭ ଦେଶର ଏନଏସଏ
ଆଜି ଦିଲ୍ଲୀରେ ଏକାଠି ହେବେ ୭ଟି ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା । ଭାରତର ଆମନ୍ତ୍ରଣ ପରେ ସମସ୍ତେ ଦିଲ୍ଲୀରେ ପହଂଚିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ବୈଠକରେ ଆଫଗାନିସ୍ତାନର ସ୍ଥିତି ସହିତ ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ପାକିସ୍ତାନର ଭୂମିକାକୁ ନେଇ ମଧ୍ୟ ଆଲୋଚନା ହେବ!-->…
Read More...
Read More...
ବିବାହ କଲେ ମଲାଲା…
ନୋବେଲ ଶାନ୍ତି ପୁରସ୍କାର ବିଜେତା ମଲାଲା ୟୁସୁଫଜାଇ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଏନେଇ ମଲାଲା ୟୁସୁଫଜାଇ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ବର୍ମିଂହୋମ ସ୍ଥିତ ଘରେ ବିବାହ ଅବସରରେ ଏକ ଛୋଟ ସମାରୋହର ଆୟୋଜନ କରାଯାଇଥିଲା । ମଲାଲା ଟୁଇଟ କରି ଲେଖିଛନ୍ତି ଯେ,!-->…
Read More...
Read More...
ଉଠିଲା କୋଟିଆ ପ୍ରସଙ୍ଗ..ମିଶିକି କରିବେ ସମାଧାନ
ଲୋକସେବା ଭବନରେ ଓଡିଶା ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଜାରି କରାଯାଇଛି ମିଳିତ ବିବୃତ୍ତି । ନବୀନ ଓ ଜଗନଙ୍କ ବୈଠକରେ ଦୁଇ ରାଜ୍ୟ ମଧ୍ୟରେ ଥିବା ସୀମା ବିବାଦ, ଜଳ ବିବାଦ, ଶକ୍ତ ଓ ନକ୍ସଲ ପ୍ରସଙ୍ଗରେ ଆଲୋଚନା କରାଯାଇଛି । କିଭଳି ଦୁଇ ରାଜ୍ୟ ମଧ୍ୟରେ ଥିବା ବିବାଦର!-->…
Read More...
Read More...
ଏଥର ବି ବାଲିଯାତ୍ରା ବନ୍ଦ
ଚଳିତ ବର୍ଷ ବି ହେବନି କଟକର ଏ୍ୟୖତିହାସିକ ବାଲିଯାତ୍ରା । କୋଭିଡକୁ ଦୃଷ୍ଟିରେ ରଖି ବାଲିଯାତ୍ରା ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । କୋଭିଡ ସଂକ୍ରମଣ କମିଥିଲେ ମଧ୍ୟ ଅଧିକ ଜନସମାଗମ ଦୃଷ୍ଟିରୁ ଯାତ୍ରା କରିବା ସମ୍ଭବ ନୁହେଁ । କଟକ ଜିଲ୍ଲାପାଳ ଭବାନୀଶଙ୍କର ଚଇନି ଏନେଇ!-->…
Read More...
Read More...
ବାବୁ ଫିଙ୍ଗିଦେଲେ ବିଡ଼ାବିଡ଼ା ଟଙ୍କା!
ମଙ୍ଗଳବାର ଜଣେ ସରକାରୀ ବାବୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଯାହାଙ୍କର ସମ୍ପତ୍ତି ଦେଖିଲେ ଆପଣଙ୍କ ହୋସ ଉଡିଯିବ । କୁବେର ସରକାରୀ ବାବୁଙ୍କର ରହିଛି କୋଟି କୋଟି ସମ୍ପତ୍ତି । ଏପରିକି ଭିଜିଲାନ୍ସ ଭୟରେ ଚଢାଉ ବେଳେ ବାବୁ ଜଣକ ଛାତ ଉପରକୁ ଯାଇ ବିଡା ବିଡା ଟଙ୍କା ଫୋପାଡିଦେଇଥିଲେ ।!-->…
Read More...
Read More...