ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି
Browsing Category

Today’s Highlight

ଥାନାରେ ନାବାଳିକା ଫିନାଇଲ୍ ପିଇବା ଘଟଣା

ଗୋପାଳପୁର: ଗୋପାଳପୁର ଥାନାରେ ନାବାଳିକା ଫିନାଇଲ ପିଇବା ଘଟଣାରେ ପୁରୁଷ ବନ୍ଧୁ ଗିରଫ। ଗିରଫ କଲା ଗୋପାଳପୁର ପୋଲିସ । ନାବାଳିକାକୁ ଅପହରଣ ଅଭିଯୋଗରେ ପୁରୁଷ ବନ୍ଧୁ ଗିରଫ। ନାବାଳିକାଙ୍କ ବାପା ମାଆଙ୍କ ଅଭିଯୋଗରେ ବାନ୍ଧିଲା ପୋଲିସ। ପୀଡ଼ିତାଙ୍କ ମା ଥାନାରେ ଅଭିଯୋଗ କରିବା ପରେ ଏହି
Read More...

ଚୋରି ହୋଇଥିବା ୯୦୦ ଗ୍ରାମ ସୁନା ସହ ୨ କେଜି ରୂପା ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ଜଂକିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ବର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ଗତ ୨୪ ତାରିଖ ଦିନ ଦ୍ୱିପହରେ ହୋଇଥିବା ବଡ଼ ଲୁଟ୍‌ ଘଟଣାର ପୋଲିସ ମଙ୍ଗଳବାର ପର୍ଦ୍ଦାଫାଶ କରିଛି। ଗତ ୨୪ ତାରିଖ ଦିନ ଦ୍ୱିପହରେ ୧୦ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ,
Read More...

୪ କୋଟି ଟଙ୍କା ହେରଫେର୍‌ ମାମଲାରେ ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ଗିରଫ

ମୟୁରଭଞ୍ଜ: ମୟୁରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ମଙ୍ଗଳବାର ଗିରଫ ହୋଇଛନ୍ତି। ୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବେଲପାହାଡ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ବେଳେ ସେ ଟଙ୍କା ହେରଫେର୍‌ କରିଥିବା ଅଭିଯୋଗ ହୋଇଥିଲା ।
Read More...

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଆର୍‌ଏସ୍‌ରୁ କେ.କବିତା ସସ୍‌ପେଣ୍ଡ

ତେଲେଙ୍ଗାନା: ଝିଅ କେ. କବିତାଙ୍କୁ ବିଆରଏସରୁ ସସପେଣ୍ଡ କଲେ ସୁପ୍ରିମୋ କେ. ଚନ୍ଦ୍ରଶେଖର ରାଓ। କବିତାଙ୍କ ବାପା ତଥା ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଏହି ନିଷ୍ପତ୍ତିକୁ ନେଇ ଏବେ ସବୁଠି ଚର୍ଚ୍ଚା। ଦଳ ବିରୋଧରେ କହି ବୁଲିବା କାରଣରୁ କବିତାଙ୍କୁ ସସପେଣ୍ଡ କରାଯାଇଥିବା
Read More...

ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳା ଉଦ୍ଧାର

କଟକ: କଟକରେ ଏକ ଅଭାବନୀୟ ଘଟଣା ଘଟିଛି। କଟକ ଜିଲା କଂକ୍ରେଇଲୋ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହିଳାଙ୍କ ଦେହରେ କିପରି
Read More...

ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ସୋଆ ଫ୍ୟାକଲ୍ଟି ମନୋନୀତ

ଭୁବନେଶ୍ୱର, ସେପ୍ଟେମ୍ବର ୨: ଶିକ୍ଷା, ଗବେଷଣା ଓ ସାମାଜିକ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆସୋସିଏଟ୍ ପ୍ରଫେସର ଡକ୍ଟର ସ୍ୱୟଂପ୍ରଭା ଶତପଥୀଙ୍କୁ ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ମନୋନୀତ କରାଯାଇଛି। ଭାରତର ସର୍ବ ବୃହତ ଘରୋଇ
Read More...

ଦୁଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ଛତିଶଗଡ଼: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲ୍ଲା ସିରସଟି ଗାଁରେ ମାଓବାଦୀଙ୍କ ବର୍ବର କାଣ୍ଡ। ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଯୁବକଙ୍କୁ ନିର୍ମମ ହତ୍ୟା କରିଛନ୍ତି ଲାଲବାହିନୀ। ମୃତକମାନେ ହେଲେ ପଦାମ ପୋଜ୍ଜା ଏବଂ ପଦାମ ଦେବେନ୍ଦ୍ର।
Read More...

ସୁଦାନରେ ଭୂସ୍ଖଳନ; ୧୦୦୦ ଲୋକଙ୍କ ମୃତ୍ୟୁ

ସୁଦାନ: ସୁଦାନର ପଶ୍ଚିମ କ୍ଷେତ୍ର ଅନ୍ତର୍ଗତ ଦାରଫୁରରେ ଭୂସ୍ଖଳନ କାରଣରୁ ପ୍ରାୟ ୧୦୦୦ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି। ପ୍ରକୃତି ବିଶ୍ୱରେ ତା’ର ଭୟଙ୍କର ରୂପ ଦେଖାଉଛି।ସୁଦାନରେ ଭୂସ୍ଖଳନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସୋମବାର, ସୁଡାନ ଲିବରେସନ
Read More...

‘ସେମିକନ୍‌ ଇଣ୍ଡିଆ ୨୦୨୫’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ରାଜଧାନୀ ଦିଲ୍ଲୀରେ ଆୟୋଜିତ ତିନି ଦିନିଆ 'ସେମିକନ୍‌ ୨୦୨୫' ସମ୍ମିଳନୀକୁ ମଙ୍ଗଳବାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମୋଦିଙ୍କୁ ଭାରତରେ ନିର୍ମିତି ପ୍ରଥମ
Read More...

ରାଜ୍ୟରେ ହେବ ୩ ଅର୍ଥନୈତିକ ଜୋନ: ଉଷା ପାଢ଼ୀ

ଭୁବନେଶ୍ବର;ପରିବହନ ସଚିବ ଉଷା ପାଢ଼ୀ ସୋମବାର ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ୩ ଅର୍ଥନୈତିକ ଜୋନ୍ ହେବ କହିଲେ ପରିବହନ ସଚିବ ଉଷା ପାଢ଼ୀ। ଭୁବନେଶ୍ବର, ପୁରୀ, କଟକ, ଓ ପାରାଦୀପକୁ ମିଶାଇ ହେବ ଗୋଟିଏ ଜୋନ୍‌। କ୍ବାଡ୍ ସିଟି ପ୍ରୋଗ୍ରାମ ଜରିଆରେ ସରକାର ଏହି ପ୍ଲାନ୍
Read More...