Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍ରେ ଆଧାର ଆପ୍ ପ୍ରି-ଇନଷ୍ଟଲେସନ୍ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି
Browsing Category
Today’s Highlight
ସମସ୍ତଙ୍କୁ ଏକାଠି ହୋଇ ଆତଙ୍କବାଦ ବିରୋଧରେ ଲଢ଼ିବାକୁ ହେବ : ପ୍ରଧାନମନ୍ତ୍ରୀ
ନ୍ୟୁଜ୍ ବ୍ୟୁରୋ: ଚାଇନାର ତିଆଞ୍ଜିନ୍ରେ ହୋଇଥିବା SCO ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଆତଙ୍କବାଦ ଉପରେ କଡା ପ୍ରତିକ୍ରିୟା ରଖିବା ସହ ଭାରତର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି । ଶାନ୍ତି ପ୍ରତିଷ୍ଠା ଦିଗରେ ଆତଙ୍କବାଦ ସବୁଠୁ ବଡ଼ ପ୍ରତିବନ୍ଧକ ବୋଲି କହିଛନ୍ତି ମୋଦି। ସୁରକ୍ଷା, ଶାନ୍ତି ଓ!-->…
Read More...
Read More...
୨୪ ଘଣ୍ଟାରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପକ୍ଷେତ୍ର
ନ୍ୟୁଜ୍ ବ୍ୟୁରୋ: ଉତ୍ତର ପୂର୍ବ ବଙ୍ଗୋପସାଗର ତଥା ମିଆଁମାର ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ସଦୃଶ ଲଘୁଚାପରେ!-->…
Read More...
Read More...
ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ଅବଧି ବୃଦ୍ଧି
ନ୍ୟୁଜ୍ ବ୍ୟୁରୋ: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା। ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ!-->…
Read More...
Read More...
ଦୁର୍ଗାପୂଜା ଭସାଣ କଟକଣା:ବାଜିବନି ଡିଜେ, ଲେଜର ଲାଇଟ୍ ଓ ବାଣ
ଭୁବନେଶ୍ୱର: ଆଗକୁ ଦୁର୍ଗାପୂଜା। ଏନେଇ ବିଭିନ୍ନ କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମିଶନରେଟ୍ ପୋଲିସ ଏବଂ ଦୁର୍ଗା ପୂଜା କମିଟି ପକ୍ଷରୁ ସୋମବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଚଳିତ ବର୍ଷ ଦୁର୍ଗା ପୂଜା ଭସାଣରେ ଡିଜେ ବାଜିବନି।!-->!-->!-->…
Read More...
Read More...
ସରଣ୍ଡା ଜଙ୍ଗଲରୁ ୨ ହାର୍ଡକୋର୍ ମାଓବାଦୀ ଗିରଫ
ଝାଡ଼ଖଣ୍ଡ: ଦୁଇ ହାର୍ଡକୋର୍ ମାଓବାଦୀ ଗିରଫ। ସୁରକ୍ଷାବାହିନୀକୁ ମିଳିଛି ବଡ଼ ସଫଳତା। ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରୁ ରବିବାର ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ମାଓବାଦୀମାନେ ହେଲେ ସବ ଜୋନାଲ କମିଟିର ସଦସ୍ୟ ସନ୍ଦୀପ ଓରଫ ହିଡିମା ପାଡେୟାମ ଓ ଏରିଆ କମିଟି ସଦସ୍ୟ!-->…
Read More...
Read More...
ଗଣେଶ ଭଷାଣି ବେଳେ ହାତାହାତି
ଜଣେ ମୃତ, ୧୦ ଆହତ
ନୟାଗଡ଼: ଗଣେଣ ମୂର୍ତ୍ତି ଭସାଣିକୁ ନେଇ ନୟାଗଡ଼ରେ ଅଭାବନୀୟ ଘଟଣା ଘଟିଛି। ଗଣେଣ ମୂର୍ତ୍ତି ଭସାଣି ବେଳେ ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତର କରଡ଼ାପଲ୍ଲୀ ଏବଂ ପାଥପୁର ଗ୍ରାମରେ ଦୁଇ ଗ୍ରାମର ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ!-->!-->!-->…
Read More...
Read More...
ଆଫଗାନିସ୍ତାନରେ ଭୂକମ୍ପ
ମୃତ୍ୟୁ ସଂଖ୍ୟା ୮୦୦ ଟପିଲା, ୧୩୦୦ ଆହତ
ଆଫଗାନିସ୍ତାନ: ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ସୀମା ନିକଟ ପୂର୍ବ ଆଫଗାନିସ୍ତାନରେ ୬.୩ ତୀବ୍ରତାର ଭୂମିକମ୍ପ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮୦୦ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩୦୦ରୁ ଅଧିକ ଆହତ ହୋଇଛନ୍ତି। ଆମେରିକାର!-->!-->!-->…
Read More...
Read More...
୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ସଂଧ୍ୟାରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି!-->…
Read More...
Read More...
୭ ନୂଆ ମ୍ୟୁନିସିପାଲିଟି ଓ ୧୬ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ୭ ନୂଆ ମ୍ୟୁନିସିପାଲିଟି ୧୬ଟି ନୂଆ ଏନ୍ଏସି ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଘୋଷଣା ହୋଇଥିବା ୭ ନୂଆ ମ୍ୟୁନିସପାଲିଟି ହେଲା, କରଞ୍ଜିଆ, ବୌଦ୍ଧ, ଭଞ୍ଜନଗର, ଆସିକା,!-->!-->!-->…
Read More...
Read More...
ଖଣି ମାଲିକଙ୍କ ଘରେ ଇଡି ରେଡ
୧୦ ଦାମୀ କାର ସହ କୋଟିଏ ଟଙ୍କାର ସୁନା ଗହଣା ଜବତ
ନ୍ୟୁଜ୍ ବ୍ୟୁରୋ: ଖଣି ମାଲିକ ରଞ୍ଜନ ଦେଶଙ୍କ ଘର ସମେତ ଅଫିସ ଠିକଣାରେ ଇଡି ପକ୍ଷରୁ ଚଢ଼ଉ ଜାରି ରହିଛି। ଶକ୍ତିଙ୍କ ନୟାପଲ୍ଲୀ ସ୍ଥିତ ଘରେ ହିମାଚଳ ପ୍ରଦେଶ ଇଡି ଟିମ୍ ଚଢ଼ାଉ କରିଛି। ହିମାଚଳ ପ୍ରଦେଶ ପୋଲିସ ସିଆଇଡି ନିକଟରେ ମାମଲା!-->!-->!-->…
Read More...
Read More...