Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍ରେ ଆଧାର ଆପ୍ ପ୍ରି-ଇନଷ୍ଟଲେସନ୍ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି
Browsing Category
Today’s Highlight
ସହରିଆଙ୍କ ପାଇଁ ଆସିଗଲା ‘ସହର ସାଥୀ’
ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସହରବାସୀଙ୍କ ପାଇଁ ଖୁସି ଖବର। ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସହର ସାଥୀ’ ସୁବିଧାର ଲୋକାର୍ପଣ କରିଛନ୍ତି। ଏହା ନାଗରିକମାନଙ୍କୁ ସଶକ୍ତ, ଦ୍ରୁତ ଏବଂ କ୍ରିୟାଶୀଳ ସେବା ପ୍ରଦାନ ସୁନିଶ୍ଚିତ!-->!-->!-->…
Read More...
Read More...
ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୪ ମୃତ
ନ୍ୟୁଜ୍ ବ୍ୟୁରୋ: ଏକ ବାଣ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ ଘଟିଛି। ଦମକଳ ଗାଡ଼ି ଆସି ନିଆଁକୁ ଆୟତ୍ତ କରିଛି। ବିସ୍ଫୋରଣରେ ନିକଟସ୍ଥ ଘରଗୁଡ଼ିକ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ରହିଛି। ବିସ୍ଫୋରଣର କାରଣ!-->…
Read More...
Read More...
ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ
କଟକ: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ ହୋଇ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଏହା ସଙ୍ଗୀତ ପ୍ରେମୀଙ୍କୁ ଚିନ୍ତିତ କରିଛି। ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିଲା । ଲିଭର ଜନିତ!-->…
Read More...
Read More...
ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ
୫୩୪ଟି ଅଧିକ ଗ୍ୟାସ ଟାଙ୍କି ଜବତ
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀ ଏଣ୍ଟରପ୍ରାଇଜେସ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରାଯାଇଛି। ବିଭିନ୍ନ ଅଭିଯୋଗ ଓ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବରକୁ ଭିତ୍ତିକରି ଖୋର୍ଦ୍ଧା ଯୋଗାଣ ଅଧିକାରୀ!-->!-->!-->…
Read More...
Read More...
ରେଳ ଧାରଣାରୁ ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର: ଭୁବନେଶ୍ୱରର ପଳାସପାଲି ଅଞ୍ଚଳରେ ରବିବାର ଦିନ ଜଣେ ଲୋକପ୍ରିୟ ବାଇକର ତଥା ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଛି। ମୃତ ବ୍ଲଗର ଜଣକ ହେଲେ ସନ୍ଦୀପ କୁମାର ଦାସ।
ସକାଳେ ଲିଙ୍ଗରାଜ ରେଳ ଷ୍ଟେସନ ନିକଟ ପଳାସପାଲି ଅଞ୍ଚଳରେ ସ୍ଥାନୀୟ ଲୋକମାନେ ତାଙ୍କ ବିକୃତ!-->!-->!-->…
Read More...
Read More...
ଶ୍ରୀମନ୍ଦିରରେ ଅନ୍ଲାଇନ ପୂଜା ନାଁରେ ଠକେଇ
ପୁରୀ: ଅନ୍ଲାଇନରେ ଶ୍ରୀମନ୍ଦିରରେ ପୂଜା କରିବା ଆଳରେ ଜଗନ୍ନାଥ ପ୍ରେମୀଙ୍କୁ ଠକା ଯାଉଛି। ‘ପୂଜା ପରିସେବା ଡଟ୍ କମ’ ନାମକ ଏକ ଅନଲାଇନ ଆପ୍ଲିକେସନ ମାଧ୍ୟମରେ ଅନ୍ଲାଇନରେ ମହାପ୍ରଭୁଙ୍କ ସେବାକରିବା ସହ ମହାପ୍ରଭୁଙ୍କ ପୂଜା ସହ ନିର୍ମାଲ୍ୟ ମିଳିବ ବୋଲି ବିଜ୍ଞାପନରେ ଦର୍ଶାଯାଇଛି।
ଏହି!-->!-->!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତି ଓ ଏନ୍ଆଇଟି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ
ଭୁବନେଶ୍ୱର, ୩୦ ଅଗଷ୍ଟ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୋଆ ମୁଖ୍ୟ କାର୍ଯ୍ୟାଳୟରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ନ୍ୟାସ୍ନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲଜି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକ ପ୍ରଫେସର!-->…
Read More...
Read More...
ସୋଆ ପକ୍ଷରୁ ଦୁଇ ଦିନିଆ ଜାତୀୟ କ୍ରୀଡ଼ା ଦିବସ ଉଦ୍ଯାପିତ
ଭୁବନେଶ୍ୱର: କିମ୍ବଦନ୍ତୀ ହକି ଖେଳାଳୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇ ଦିନିଆ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଶନିବାର ଉଦ୍ଯାପିତ ହୋଇଯାଇଛି।
!-->!-->!-->…
Read More...
Read More...
ବଢ଼ିଲା ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା
ଭୁବନେଶ୍ବର: ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତାରେ ବୃଦ୍ଧି ହୋଇଛି। ଏଣିକି ସେମାନେ ଏସସି/ଏସଟି ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା ଦାଖଲ ମଧ୍ୟ କରିପାରିବେ। ଏହା ପୂର୍ବରୁ ଡିଏସପି ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିବାବେଳେ, ଏବେ ସରକାର!-->…
Read More...
Read More...
ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ
ନୂଆଦିଲ୍ଲୀ: ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ। ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସଂସଦୀୟ କମିଟି ଏ ନେଇ ପ୍ରସ୍ତାବ ଦେଇଛି। କମିଟିର ପ୍ରସ୍ତାବରେ ବାଚସ୍ପତି ସମ୍ମତି ଜଣାଇଛନ୍ତି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।!-->…
Read More...
Read More...