ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର
Browsing Category

Today’s Highlight

ଲ୍ୟାଣ୍ଡିଂ ବେଳେ ବିମାନ ଦୁର୍ଘଟଣା

କାଜାଖସ୍ତାନ: ବଡ଼ ଦିନରେ ବଡ଼ ଅଘଟଣ। ଅବତରଣ ପୂର୍ବରୁ କ୍ରାସ ହୋଇଗଲା ଯାତ୍ରୀବାହୀ ବିମାନ। କାଜାଖସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ବିମାନରେ ପ୍ରାୟ ୭୨ ଯାତ୍ରୀ ଥିଲେ। ଅକତାଉ ବିମାନବନ୍ଦର ନିକଟରେ ଜରୁରୀ ଅବତରଣ ପୂର୍ବରୁ ବିମାନଟି କ୍ରାସ୍‌ ହୋଇଛି। ଦୁର୍ଘଟଣାଗ୍ରସ୍ତ
Read More...

ହରିବାବୁ କମ୍ଭମପତିିି ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ବର: ଡକ୍ଟର ହରିବାବୁ କମ୍ଭମପତିିି ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ। ରଘୁବର ଦାସଙ୍କ ଇସ୍ତଫା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛି। ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିିିଙ୍କୁ ନିଯୁକ୍ତି ମିଳିଛି। ମିଜୋରାମ ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତିିି। ରଘୁବର
Read More...

ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ରଘୁବର ଦାସ

ଭୁବନେଶ୍ବର: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି ଦୌପଦୀ ମୂର୍ମୁଙ୍କ ପାଖକୁ ପାଖକୁ ପଠାଇଛନ୍ତି। ତେବେ ରଘୁବରଙ୍କ ଇସ୍ତଫା ପରେ ଓଡ଼ିଶା ରାଜନୀତି
Read More...

ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି

ଭୁବନେଶ୍ବର; ‘ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି। ଥରେ ନୁହେଁ ଦୁଇ ଦୁଇ ଥର ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି।’ ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଚିଟଫଣ୍ଡ୍‌ ଠକେଇର ଶିକାର ହୋଇଥିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
Read More...

ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର :ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଏହାରି ମଧ୍ୟରେ କୃଷକଙ୍କ ଲାଗି ଖୁସି ଖବର ଦେଇଛନ୍ତି ସରକାର। ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ ବର୍ଷାରେ ଧାନର ବିଲରେ ଗଜା ହୋଇଗଲାଣି। ଅନେକ ସ୍ଥାନରେ
Read More...

ରାଜ୍ୟରେ ଚାଲିବ ହାଇଡ୍ରୋଜେନ ଚାଳିତ ବସ୍‌

ଭୁବନେଶ୍ବର: ରାଜ୍ୟରେ ଗଡିବ ହାଇଡ୍ରୋଜେନ୍ ଚାଳିତ ବସ୍। ପରିବେଶ ଅନୁକୂଳମୁଖୀ କାର୍ଯ୍ୟକୁ ଆଗକୁ ବଢାଇବାକୁ ଯାଇ କିଛି ଏମିତି ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ରାଜ୍ୟରେ ସବୁଜ ହାଇଡ୍ରୋଜେନ୍ ଚାଳିତ ବସ୍ ଆରମ୍ଭ କରିବା ନେଇ ଗ୍ରୀଡକୋ, ଏନଟିପିସି ଏବଂ କ୍ରୁଟ ସହ ଏକ
Read More...

ଧାରଣାରେ ନରାଜ ଓମଫେଡ୍ ଠିକା ଡ୍ରାଇଭର

କଟକ: ମିଳୁନି ଓମଫେଡ୍ କ୍ଷୀର। ନରାଜ ଓମଫେଡ୍ ଠିକା ଡ୍ରାଇଭରଙ୍କ ଧାରଣା। ଏହା ଯୋଗୁଁ ଭୁବନେଶ୍ୱର, କଟକରେ କ୍ଷୀର ଯୋଗାଣ ବାଧାପ୍ରାପ୍ତ। ଓମ୍‌ଫେଡ୍‌ର ଜଣେ ଠିକା ଡ୍ରାଇଭରଙ୍କୁ ଅଟକ ପ୍ରତିବାଦରେ ଧାରଣା। ନରାଜ ଓମଫେଡ୍‌ ଫ୍ୟାକ୍ଟ୍ରି ଆଗରେ ଗାଡ଼ି ରଖି ଧାରଣାରେ ବସିଛନ୍ତି ଡ୍ରାଇଭର। ଓମଫେଡ
Read More...

ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଚିକଡପଲ୍ଲୀ ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ସମନ ପରେ ଅଲ୍ଲୁ ମଙ୍ଗଳବାର ହାଇଦ୍ରାବାଦ
Read More...

ରାଜଧାନୀରୁ ହଟିବେ ସମସ୍ତ ଉଠା ଦୋକାନୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ରୁ ହଟିବେ ସମସ୍ତ ଉଠା ଦୋକାନୀ। ୫୫ଟି ରାସ୍ତାରୁ ସ୍ଥାୟୀ ଭାବେ ଉଠା ଦୋକାନୀକୁ ହଟାଯିବ। ସମୂହ ସଫେଇ କାର୍ଯ୍ୟକ୍ରମ ବେଳେ ଏମିତି କିଛି ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର ସୁଲୋଚନା ଦାସ। ଉଠା ଦୋକାନୀଙ୍କୁ ହଟାଯାଇ ସ୍ଥାୟୀ ଭେଣ୍ଡିଂ ଜୋନ ଦିଆଯିବ।
Read More...

କଟକରେ ସ୍ଥାପନ ହେଲା ଅଟଳବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ: କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି। ଏଥିରେ ସମ୍ମାନିତ
Read More...