Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
Today’s Highlight
ଭବିଷ୍ୟତରେ ଯନ୍ତ୍ର ଅଧିକ କାର୍ଯ୍ୟକ୍ଷମ ଓ ଚତୁର ଭାବେ ଉଭା ହେବ: ପ୍ରଫେସର (ଡକ୍ଟର) ପେନ୍
ଭୁବନେଶ୍ୱର, ମାର୍ଚ୍ଚ, ୦୨: ଆର୍ଟିଫିସିଆଲ୍ ଇନ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତା ଏବେ ସବୁଠି ଚର୍ଚ୍ଚାରେ ରହିଥିବା ବେଳେ ଏହି ସମ୍ପର୍କିତ ଜଣେ ଆନ୍ତର୍ଜାତିକ ବିଶେଷଜ୍ଞ କହିଛନ୍ତି ଯେ ଭବିଷ୍ୟତରେ ମେସିନ୍ ଅଧିକ କାର୍ଯ୍ୟକ୍ଷମ ଓ ଚତୁର ହେବା ସହ ମଣିଷର ବୁଦ୍ଧିମତାକୁ ପଛରେ!-->…
Read More...
Read More...
ଅଲି ଖାମେନିଙ୍କ ପତ୍ନୀ ମନସୁରେହ ଖୋଜାସ୍ତେହ ମୃତ
ଇରାନ: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନିଙ୍କ ପତ୍ନୀ ମନସୁରେହ ଖୋଜାସ୍ତେହ ବାଘେରଜାଦେହଙ୍କ ଦେହାବସାନ ଘଟିଥିବା ସୂଚନା ମିଳିଛି। ଇରାନର ସରକାରୀ ଗଣମାଧ୍ୟମ ଅନୁସାରେ, ସେ ଦୁଇ ଦିନ ପୂର୍ବରୁ ଆମେରିକା ଓ ଇସ୍ରାଏଲଙ୍କ ଆକ୍ରମଣରେ ଆହତ ହୋଇଥିଲେ ଏବଂ ଚିକିତ୍ସାଧୀନ ଅବସ୍ଥାରେ!-->…
Read More...
Read More...
ଯୁଦ୍ଧ ପାଇଁ ଭୁବନେଶ୍ବର-ଦୁବାଇ ବିମାନ ସେବା ବାତିଲ
ଭୁବନେଶ୍ବର: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଭୁବନେଶ୍ବର-ଦୁବାଇ ବିମାନ ଚଳାଚଳ ବାତିଲ୍। ଏହି କାରଣରୁ ଭାରତରେ ଅନେକ ଘରୋଇ ବିମାନ ଉଡାଣକୁ ରଦ୍ଦ କରାଯାଇଛି। ସେଥିମଧ୍ୟରେ ଭୁବନେଶ୍ବର-ଦୁବାଇ ବିମାନ ବାତିଲ୍ କରାଯାଇଛି। ତେବେ ବୁଧବାର ଦୁବାଇକୁ ବିମାନ ଉଡ଼ିବ କି ନାହିଁ, କାଲିର ସ୍ଥିତି ଦେଖି!-->…
Read More...
Read More...
ସମ୍ବଲପୁର କୋର୍ଟକୁ ବୋମା ଧମକ
ପୁଣି କୋର୍ଟକୁ ବୋମା ଧମକ ମିଳିଛି। ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ବୋମା ଧମକ ମିଳିଥିବା ଖବର ରହିଛି। ବୋମା ଧମକ ମିଳିବା ପରେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି ପୋଲିସ। ଏହାସହ ବମ୍ ସ୍କ୍ବାଡର୍ ମଧ୍ୟ ପହଞ୍ଚି ବିଭିନ୍ନ ସ୍ଥାନରେ ଯାଞ୍ଚ କରିଛନ୍ତି। ତେବେ କିଏ ଧମକ ଦେଇଛି!-->…
Read More...
Read More...
ବିଜେପି କିଣିଲା ୧୬ ସେଟ୍ ଫର୍ମ
ରାଜ୍ୟସଭା ରଣକ୍ଷେତ୍ରରେ ବିଜେପିର ସକ୍ରିୟତା; ୧୬ ସେଟ୍ ଫର୍ମ କିଣାରେ ରାଜନୀତି ଗରମଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ତାରିଖ ଯେତିକି ପାଖଉଛି ସେତିକି ରାଜ୍ୟରେ ରାଜନୀତିକ ଉଷ୍ମତା ବଢ଼ିଚାଲିଛି। ବିଜେପି ୧୬ସେଟ୍ ଫର୍ମ କିଣିବା ପରେ ରାଜନୀତିକ ମହଲରେ ବଡ ହଲଚଲ ଦେଖିବାକୁ ମିଳିଛି।!-->…
Read More...
Read More...
୬ଟି ରାଜ୍ୟରେ ଝଡ଼ବର୍ଷା ସତର୍କତା; ଗରମ ବଢ଼ିବା ନେଇ ପୂର୍ବାନୁମାନ
ନ୍ୟୁଜ୍ ବ୍ୟୁରୋ: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୬ଟି ରାଜ୍ୟରେ ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବନା ନେଇ ସତର୍କତା ଜାରି କରାଯାଇଛି। ଉତ୍ତର–ପଶ୍ଚିମ ଭାରତରେ ଗ୍ରୀଷ୍ମ ଆରମ୍ଭ ହୋଇଥିବା ବେଳେ ଦିନକୁ ତାପମାତ୍ରା ବଢ଼ୁଛି। ଘଣ୍ଟା ପ୍ରତି ୩୦ରୁ ୩୫ କିଲୋମିଟର ବେଗରେ ଗରମ ପବନ ବହିପାରେ ବୋଲି!-->…
Read More...
Read More...
ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ କଲା ସିବିଏସଇ
ନ୍ୟୁଜ୍ ବ୍ୟୁରୋ: ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ କଲା ସିବିଏସଇ। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଜାରି ରହିଛି। ଇସ୍ରାଏଲ୍ ଓ ଆମେରିକା ଇରାନ ଉପରେ ଯେତେକି ଆକ୍ରମଣ କରୁଛନ୍ତି ଇରାନ ବି ଆମେରିକାକୁ ଟାର୍ଗେଟ୍ କରି ଏହାର ସାମରିକ ଘାଟି ଉପରେ ଆକ୍ରମଣ ଜାରି ରଖିଛି। ଫଳରେ ଇରାନ ସହିତ!-->…
Read More...
Read More...
ନାଗପୁରରେ ବିସ୍ଫୋରକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ୧୫ ମୃତ, ଅନେକ ଆହତ
ନାଗପୁର: ମହାରାଷ୍ଟ୍ରର ନାଗପୁର ଜିଲ୍ଲାର କାଟୋଲ ତାଲୁକାରେ ଥିବା ଏସ୍ବିଏଲ୍ କମ୍ପାନୀରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ କମରେ ୧୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି।
ସୂଚନାନୁସାରେ, କମ୍ପାନୀରେ ବିସ୍ଫୋରକ ଡେଟୋନେଟର ତିଆରି କରାଯାଉଥିଲା। କମ୍ପାନୀର!-->!-->!-->…
Read More...
Read More...
ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୨
କାଶ୍ମୀର: ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଛି। ରବିବାର ରାତି ୧ଟା ୨୫ ମିନିଟରେ ଏହି ଭୂମିକମ୍ପ ଘଟିଥିବା ସୂଚନା ମିଳିଛି। ଭୂମିକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ପ୍ରାୟ ୫ କିଲୋମିଟର ଗଭୀରତାରେ ଥିଲା ବୋଲି!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ପୁଡୁଚେରୀରେ ୨ହଜାର ୭୦୦ କୋଟିରୁ ଅଧିକ ବିକାଶ ପ୍ରକଳ୍ପ ଲୋକାର୍ପଣ
ପୁଡୁଚେରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଡୁଚେରୀରେ ୨ହଜାର ୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ସହ କେତେକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧ହଜାର ୧୪୨ କୋଟି ୨୩ ଲକ୍ଷ ଟଙ୍କା ମୂଲ୍ୟର ୧୯ଟି ପ୍ରକଳ୍ପ!-->…
Read More...
Read More...