Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category
Today’s Highlight
୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର
ଅଧିକ ଘନୀଭୂତ ହେବା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୨୦ ସେପ୍ଟେମ୍ବର ବେଳକୁ ଉତ୍ତର ଆଣ୍ଡମାନ ସାଗର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪-୫ ଦିନ ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର!-->!-->!-->…
Read More...
Read More...
ଗିନିଜ ରେକର୍ଡରେ ସ୍ଥାନ ପାଇଲା ଜିନ୍ଦଲ ଷ୍ଟିଲ
ବିଶ୍ୱର ଦୀର୍ଘତମ ଷ୍ଟିଲ ସ୍ଲାଗ ସଡ଼କ ନିର୍ମାଣକଲା ଜିନ୍ଦଲ ଷ୍ଟିଲ
ନୂଆଦିଲ୍ଲୀ: ଛତିଶଗଡ ରାୟଗଡରେ ଜିନ୍ଦଲ ଷ୍ଟିଲ୍, ଦେଶର ବୈଜ୍ଞାନିକମାନଙ୍କ ସହଯୋଗରେ ଏକ ନୂତନ କୀର୍ତ୍ତିମାନ ସ୍ଥାପନ କରିଛି। କମ୍ପାନୀ ପକ୍ଷରୁ କାରଖାନାରୁ ନିର୍ଗତ ହେଉଥିବା ଷ୍ଟିଲ୍ ସ୍ଲାଗ୍ର ଶତ ପ୍ରତିଶତ ଉପଯୋଗ!-->!-->!-->…
Read More...
Read More...
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ
ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ନୂଆ ଦିଲ୍ଲୀ: ପ୍ରମୁଖ ବିଶ୍ୱ ନେତାଙ୍କ ସମାଗମରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆରମ୍ଭ ହୋଇଛି ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ। ଦୁଇଦିନିଆ ଏହି ସମ୍ମିଳନୀରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ, ଇରାନ!-->!-->!-->…
Read More...
Read More...
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା
ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ନୂଆ ଦିଲ୍ଲୀ: ରାଜଧାନୀ ଦିଲ୍ଲୀର ନିର୍ମାଣ ଶ୍ରମିକ ଓ ସେମାନଙ୍କ ପରିବାର ପାଇଁ ଆସିଛି ବଡ଼ ଖୁସି ଖବର। ଉପରାଜ୍ୟପାଳ ତରନଜିତ ସିଂହ ସାନ୍ଧୁ ‘ଦିଲ୍ଲୀ ବିଲ୍ଡିଂ ୱର୍କର୍ସ ହେଲ୍ଥ୍ ସ୍କିମ୍’କୁ ଔପଚାରିକ ଭାବେ ମଞ୍ଜୁରି ଦେଇଛନ୍ତି। ଏହା!-->!-->!-->…
Read More...
Read More...
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଓଡ଼ିଶାର କୋରାପୁଟ କଫି ସ୍ଥାନ ପାଇଛି। ବିଭିନ୍ନ ଦେଶରୁ ଆସିଥିବା ପ୍ରତିନିଧିମାନଙ୍କୁ ଦିଆଯାଉଥିବା କିଟ୍ରେ କୋରାପୁଟର ‘ଟାଇଗର ବ୍ରାଇଟ୍’ ଆରାବିକା କଫି ସାମିଲ ହୋଇଛି। ଏହା ମାଧ୍ୟମରେ ଓଡ଼ିଶାର ଏହି ସ୍ଥାନୀୟ!-->…
Read More...
Read More...
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ନ୍ୟୁଜ ବ୍ୟୁରୋ: କ୍ରୁଡ୍ ତେଲ ଦର ବୃଦ୍ଧି ଓ ବ୍ୟାପକ ମୁଦ୍ରାସ୍ଫୀତି ଚାପ ମଧ୍ୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଆଗାମୀ ଅକ୍ଟୋବର ଓ ଡିସେମ୍ବରରେ ନୀତିଗତ ସୁଧ ହାରରେ ୨୫-୨୫ ବେସିସ୍ ପଏଣ୍ଟ ବୃଦ୍ଧି କରିପାରେ। ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ନୂଆ ‘ଇକୋରାପ୍’ ରିପୋର୍ଟରେ ଏଭଳି ଆକଳନ କରାଯାଇଛି।!-->…
Read More...
Read More...
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
ନୂଆ ଦିଲ୍ଲୀ: ଦେଶର ପ୍ରଥମ ମହିଳା ଆଇପିଏସ୍ ଅଧିକାରୀ ତଥା ପୁଡୁଚେରୀର ପୂର୍ବତନ ଉପରାଜ୍ୟପାଳ କିରଣ ବେଦୀ ଦିଲ୍ଲୀର ପ୍ରଶାସନିକ ବ୍ୟବସ୍ଥା ଓ ସମ୍ପତ୍ତି ପରିଚାଳନାକୁ ନେଇ ପୁଣିଥରେ ପ୍ରଶ୍ନ ଉଠାଇଛନ୍ତି। ସେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ଏକ ଖୋଲା ଅନଲାଇନ୍ ପ୍ରାର୍ଥନାପତ୍ର!-->…
Read More...
Read More...
ସୋଆରେ ଓଡ଼ିଶାର ଖାଦ୍ୟ ଐତିହ୍ୟ ଓ ପରଂପରାକୁ ନେଇ କୁଇଜ ପ୍ରତିଯୋଗିତା ‘କରି-ଓ-ସିଟି ୨.୦’ ଆୟୋଜିତ
ଭୁବନେଶ୍ୱର, ସେପେ୍ଟମ୍ବର ୧୨: ଓଡ଼ିଶାର ସମୃଦ୍ଧ ଖାଦ୍ୟ ପରଂପରା, ସଂସ୍କୃତି, ଐତିହ୍ୟ, ଆଂଚଳିକ ବ୍ୟଞ୍ଜନ ଓ ରନ୍ଧନ କୌଶଳକୁ ନେଇ କୁଇଜ୍ ପ୍ରତିଯୋଗିତା ‘କରି-ଓ-ସିଟି ୨.୦’ ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଶନିବାର ଆୟୋଜିତ ହୋଇଯାଇଛି । ସମ୍ ଡାଏଗ୍ନୋଷ୍ଟିକ୍ସ ଓ!-->…
Read More...
Read More...
ୟୁଏଇରେ ଓଡ଼ିଶା ପାଇଁ ନିବେଶ ଦ୍ୱାର ଖୋଲିଲା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ସମନ୍ୱିତ ଆଲୁମିନିୟମ ପ୍ରକଳ୍ପରେ ଅଗ୍ରଗତି ସହ ୧୪ଟି ନୂଆ ପ୍ରକଳ୍ପକୁ ନେଇ ବୁଝାମଣାପତ୍ର ସ୍ୱାକ୍ଷର ଏବଂ ବାଣିଜ୍ୟ!-->…
Read More...
Read More...
ସମ୍ ରେ ପଞ୍ଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
ଶୋକରୁ ଜୀବନର ଆଶା: ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଅଙ୍ଗଦାନର ମହାନ ନିଷ୍ପତିଭୁବନେଶ୍ୱର, ସେପ୍ଟେମ୍ବର ୯: ଗଭୀର ଶୋକ ଓ ଅସହ୍ୟ ଦୁଃଖର ମୁହୂର୍ତରେ ମଧ୍ୟ ମାନବିକତା ଓ ପରୋପକାରର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍)ରେ ଚିକିତ୍ସାଧୀନ ଜଣେ!-->…
Read More...
Read More...