Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍ ସହ ପଞ୍ଜାବ ପୁଲିସ୍ ଇନ୍ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
Browsing Category
Today’s Highlight
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ
ଗୁଜୁରାଟ: ଗୁଜରାଟକୁ ମିଳିଛି ବଡ଼ ଭେଟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଭଦୋଦରାରେ ଆୟୋଜିତ ‘ବିକଶିତ ଭାରତ ପାଇଁ ନମୋ’ କାର୍ଯ୍ୟକ୍ରମରେ ଯୋଗଦେଇ ୩୫,୦୦୦ କୋଟି ଟଙ୍କାର ବିଭିନ୍ନ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଏହି ମେଗା କାର୍ଯ୍ୟକ୍ରମରେ ପ୍ରାୟ ୬,୦୦୦!-->…
Read More...
Read More...
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ନ୍ୟୁଜ ବ୍ୟୁରୋ: ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ଆସିଛି ବଡ଼ ଖବର। ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ରହିଥିବା ଭିନ୍ନ ରିଫିଲ୍ ବୁକିଂ ନିୟମକୁ ହଟାଇ ଦେଇଛନ୍ତି କେନ୍ଦ୍ର ସରକାର। ଏଣିକି ଦେଶର ସମସ୍ତ ଘରୋଇ ଏଲପିଜି ଗ୍ରାହକ ୨୫ ଦିନ ବ୍ୟବଧାନରେ ନୂଆ ସିଲିଣ୍ଡର ବୁକ୍ କରିପାରିବେ। କେନ୍ଦ୍ର!-->…
Read More...
Read More...
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ଭୁବନେଶ୍ୱର: ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଚୟନ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ମାମଲାରେ ହସ୍ତକ୍ଷେପ କରିଛନ୍ତି ଜେଲ୍ ଡିଜି ସୁଶାନ୍ତ ନାଥ। ସେ ଏହି ମାମଲାରେ ହସ୍ତକ୍ଷେପକାରୀ ଭାବେ ପକ୍ଷଭୁକ୍ତ ହୋଇ ନିଜ ମତ ରଖିବାକୁ ଅନୁମତି ଲୋଡ଼ିଛନ୍ତି।!-->…
Read More...
Read More...
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ନ୍ୟୁଜ ବ୍ୟୁରୋ: ଦେଶର ୬ଟି ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ସହ ଗୋଟିଏ ଲୋକସଭା ଆସନରେ ଉପନିର୍ବାଚନ ହେବ। ଅକ୍ଟୋବର ୬, ୨୦୨୬ରେ ମତଦାନ ହେବାକୁ ଥିବାବେଳେ ଅକ୍ଟୋବର ୯ରେ ଭୋଟ ଗଣତି!-->…
Read More...
Read More...
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ବାଗପତରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରକ୍ ଓଲଟି ଭୟଙ୍କର ଦୁର୍ଘଟଣା। ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଆହତ ହୋଇଛନ୍ତି। ସୋମବାର ରାତି ପ୍ରାୟ ୧ଟାରେ ପୂର୍ବ ପେରିଫେରାଲ ଏକ୍ସପ୍ରେସୱେରେ ଏହି ଦୁର୍ଘଟଣା ଘଟିଛି। ଖେକ୍ରା କୋତୱାଲି ଅଞ୍ଚଳର!-->…
Read More...
Read More...
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ନ୍ୟୁଜ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଗୁଜରାଟ ଓ ମହାରାଷ୍ଟ୍ର ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ବହୁ ବୃହତ୍ ରେଳ, ସଡ଼କ ଓ ଅନ୍ୟାନ୍ୟ ଭିତ୍ତିଭୂମି ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ। ଏହାସହ ମୁମ୍ବାଇରେ ଆୟୋଜିତ ଗ୍ଲୋବାଲ ଫିନଟେକ୍ ଫେଷ୍ଟ-୨୦୨୬ରେ ମଧ୍ୟ!-->…
Read More...
Read More...
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ
୧୩୫୩ ମୃତଦେହ ଉଦ୍ଧାର
ନେପାଳ: ରାସୁୱା ଜିଲ୍ଲାର ଭୋଟେ କୋଶୀ ନଦୀରେ ଅଗଷ୍ଟ ୨୬ରେ ଆସିଥିବା ଭୟଙ୍କର ବନ୍ୟାରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ମାନରେ ସୋମବାର ନେପାଳରେ ଜାତୀୟ ଶୋକ ଦିବସ ପାଳନ କରାଯାଉଛି। ସେପ୍ଟେମ୍ବର ୩ରେ ଅନୁଷ୍ଠିତ ମନ୍ତ୍ରିମଣ୍ଡଳ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିଲା।!-->!-->!-->…
Read More...
Read More...
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
ନ୍ୟୁଜ ବ୍ୟୁରୋ: ଓଡ଼ିଶାରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପରିଚାଳନାରେ ଆସିବ ବଡ଼ ପରିବର୍ତ୍ତନ। ଦୁଇଟି ଅଲଗା ବୋର୍ଡ ବଦଳରେ ଏଣିକି ଦଶମ ଓ ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ ଗଠନ କରିବାକୁ ରାଜ୍ୟ ସରକାର ପଦକ୍ଷେପ ଆରମ୍ଭ କରିଛନ୍ତି। ଗଣଶିକ୍ଷା ସଚିବ ଏନ୍ ତିରୁମାଲା ନାୟକ ସୋମବାର ଏନେଇ!-->…
Read More...
Read More...
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
କେରଳ:କେରଳର ତ୍ରିଶୂର ଜିଲ୍ଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। କ୍ୟାପମଙ୍ଗଳମ ନିକଟ ପନମ୍ବିକୁନ୍ନୁ ଅଞ୍ଚଳରେ ଜାତୀୟ ରାଜପଥରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛରେ ଏକ କାର୍ ଧକ୍କା ଦେବାରୁ ୮ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି।
ପୋଲିସର!-->!-->!-->…
Read More...
Read More...
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ
ଭୁବନେଶ୍ବର: ଆସନ୍ତା ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା କିମ୍ବା ଏପ୍ରିଲ୍ ପ୍ରଥମ ସପ୍ତାହରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ସୂଚନା ଦେଇଛନ୍ତି। ନିର୍ବାଚନ ପାଇଁ କମିଶନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବା ସେ କହିଛନ୍ତି।!-->…
Read More...
Read More...