ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର
Browsing Category

Today’s Highlight

ନିଲମ୍ବିତ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଉଠାଇନେଲା ଭିଜିଲାନ୍ସ

ନବରଙ୍ଗପୁର: ଦୁଇଟି ପଞ୍ଚାୟତରୁ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ସମ୍ପୃକ୍ତ ନିଲମ୍ବିତ ପିଇଓଙ୍କୁ ଉଠାଇ ନେଲା ନବରଙ୍ଗପୁର ଭିଜିଲାନ୍ସ। କୋରାପୁଟ ଜିଲା ଜୟପୁରସ୍ଥିତ ଭିଜିଲାନ୍ସ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଅଟକ ରଖି ପଚରାଉଚରା ଚଳାଇଛି। ଆଗରୁ ରାଇଘର ବ୍ଲକ ୩ଟି
Read More...

କୁଏତର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି

କୁଏତ: କୁଏତ ଦେଶର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦି। ଗସ୍ତର ଅନ୍ତିମ ଦିନରେ ପ୍ରଧାନମନ୍ତ୍ରୀ ମୋଦୀ ରବିବାର କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ ଅଲ କବୀର’ରେ ସମ୍ମାନିତ ହୋଇଛନ୍ତି। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କୌଣସି ଦେଶ ଦ୍ଵାରା ପ୍ରଦାନ
Read More...

ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡିରେ ଜଗା ଦର୍ଶନ କରିବେ ଭକ୍ତ

ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା। ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ସରିଲାଣି ପ୍ରାୟ ସମସ୍ତ ପ୍ରସ୍ତୁତି। ନୂଆବର୍ଷ ପହିଲାରୁ ଧାଡିରେ ଶୃଙ୍ଖଳିତ ଭାବେ ଜଗା ଦର୍ଶନ କରିବେ ଶ୍ରଦ୍ଧାଳୁ। ଆସନ୍ତା ୨୮ ତାରିଖ ଭିତରେ ସମସ୍ତ
Read More...

ଜାନୁଆରୀ ୧୮ରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା

ହୀରାକୁଦ: ଜାନୁଆରୀ ୧୮ ତାରିଖରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା। ପ୍ରଥମେ ହୀରାକୁଦ ଡ୍ୟାମରୁ ଆରମ୍ଭ ହେବ ପକ୍ଷୀ ଗଣନା। ଚଳିତ ବର୍ଷ ଅକ୍ଟୋବର ମାସରୁ ବିଦେଶୀ ପକ୍ଷୀ ହୀରାକୁଦ ଡ୍ୟାମକୁ ଆସୁଛନ୍ତି। ଯେଉଁମାନଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରିଛି ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି
Read More...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ୨ମୃତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଚାଉଁରିଆଗୁଡ଼ା ନିକଟ ଗ୍ଲେଜ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା
Read More...

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ରବିବାର ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। କିନ୍ତୁ ହସ୍ପିଟାଲରେ
Read More...

ପୂର୍ବତନ କ୍ରିକେଟର୍‌ ରବିନ ଉଥପ୍ପାଙ୍କ ନାଁରେ ଆରେଷ୍ଟ ୱାରେଣ୍ଟ ଜାରି

ନ୍ୟୁଜ୍ ବ୍ୟୁରୋ: ଅଡୁଆରେ ଟିମ୍‌ ଇଣ୍ଡିଆରେ ପୂର୍ବତନ କ୍ରିକେଟର୍‌ ରବିନ୍‌ ଉଥାପ୍ପା। ଭାରତୀୟ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ ରବିନ ଉଥପ୍ପାଙ୍କ ବିରୋଧରେ ଗିରଫ ପରୱାନା ଜାରି କରାଯାଇଛି। ଉଥପ୍ପାଙ୍କ ଉପରେ ଇପିଏଫଓ ଟଙ୍କା ଘୋଟାଲା କରିଥିବା ଅଭିଯୋଗ ହୋଇଛି। ପୂର୍ବତନ ଭାରତୀୟ
Read More...

ଘାଟିରେ ଓଲଟିଲା ମିନି ଟ୍ରକ୍ : ୪ ମୃତ,୩୫ ଆହତ

ମାଲକାନଗିରି: ଭାରସାମ୍ୟ ହରାଇ ଓଲଟିଲା ମିନି ଟ୍ରକ। ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାର ଦରଭା ଘାଟିରେ ଓଲଟିଲା ମିନି ଟ୍ରକ୍। ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି। ଗୁରୁତର ଆହତ ମାନଙ୍କୁ ଜଗଦଲପୁର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।
Read More...

ଜନ୍ମ ମାଟିରେ ଶହୀଦ ଯବାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି

ବୈପାରିଗୁଡ଼ା: ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ଜନ୍ମ ମାଟିରେ ଶହୀଦ ଯବାନଙ୍କୁ ଦିଆଯାଇଛି ଶେଷ ଶ୍ରଦ୍ଧାଞ୍ଜଳି। ଜନସମୁଦ୍ର ପାଲଟିଥିଲା ଗାଁ ଶ୍ମଶାନ। ସମସ୍ତଙ୍କ ହାତରେ ଥିଲା ଜାତୀୟ ପତକା। ସମସ୍ତଙ୍କ ମୁହଁରେ ଶହୀଦ ଯବାନ ଅମର ରହେ, ଈଶ୍ୱର ଭାଇ
Read More...

୩ ମାସରେ ନୁହେଁ, ଏବେ ପ୍ରତି ମାସରେ ମିଳିବ ରାସନ

ଭୁବନେଶ୍ବର: ନୂଆ ବର୍ଷରୁ ନୂଆ ନିୟମ ଲାଗୁକରିବେ ଯୋଗାଣ ମନ୍ତ୍ରୀ। ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ମିଳିବ ରାସନ । ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ। ପୂର୍ବରୁ ଏକାସାଙ୍ଗରେ
Read More...