Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍ରେ ଆଧାର ଆପ୍ ପ୍ରି-ଇନଷ୍ଟଲେସନ୍ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି
Browsing Category
Today’s Highlight
ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ବର: ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ୪ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବୈଠକ ପରେ ଏହି ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ କ୍ୟାବିନେଟ ବୈଠକରେ ମୋଟ ୩ଟି ବିଭାଗର ୪ଟି ପ୍ରସ୍ତାବକୁ!-->…
Read More...
Read More...
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଭୁବନେଶ୍ବର: ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ଏହି ବର୍ଷର ମର୍ଯ୍ୟାଦାଜନକ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୫ ପ୍ରଦାନ କରାଯିବ। ଏନେଇ ସୋମବାର ଦିନ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି।
ଶିକ୍ଷକ ଦ୍ବୟ ହେଉଛନ୍ତି ବସନ୍ତ କୁମାର ରାଣା ଏବଂ ତରୁଣ କୁମାର ଦାଶ। ବସନ୍ତ ମାଲକାନଗିରି!-->!-->!-->…
Read More...
Read More...
ଖୁବ୍ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ଭୁବନେଶ୍ୱର: ଖୁବ୍ଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି।
ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭୁବନେଶ୍ୱର ବିମାନବନ୍ଦରରେ ତୃତୀୟ ଟର୍ମିନାଲ ହେବ।!-->!-->!-->…
Read More...
Read More...
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍ : ମନ୍ତ୍ରୀ
ଭୁବନେଶ୍ବର: ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍। ପୁରୀ-କୋଣାର୍କ, ପୁରୀ-ସାତପଡ଼ା ଏବଂ ପିପିଲି-କୋଣାର୍କ ରାଜପଥ ୪ ଲେନ୍ ବିଶିଷ୍ଟ କରାଯିବ। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।!-->…
Read More...
Read More...
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ବରଗଡ଼: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଣେ ପୁଲିସ୍ ଏସ୍ଆଇ। ବରଗଡ଼ ଜିଲ୍ଲା ବିଜେପୁର ଥାନାର ଜଗା ବରିହା ନାମକ ଜଣେ ପୁଲିସ୍ ଏସ୍ଆଇ ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଓଡ଼ିଶା ଭିଜିଲାନ୍ସ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ!-->…
Read More...
Read More...
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ
ଭୁବନେଶ୍ବର: ନବୀନ ନିବାସରେ ସୋମବାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି। ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ରାଜ୍ୟପାଳ ନବୀନ ନିବାସ ଯାଇଛନ୍ତି। ସେଠାରେ ନବୀନଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା!-->…
Read More...
Read More...
ବେଟିଂ ରାକେଟରେ ସଂପୃକ୍ତିି; କଂଗ୍ରେସ ବିଧାୟକ ଗିରଫ
କର୍ଣ୍ଣାଟକ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବେଆଇନ ବେଟିଂ ଏବଂ ଅନଲାଇନ୍ ଗେମିଂ ରାକେଟର ପର୍ଦ୍ଦାଫାସ କରିଛି। ଏହି ମାମଲାରେ, ଇଡି କର୍ଣ୍ଣାଟକର ଚିତ୍ରଦୁର୍ଗ ବିଧାୟକ କେସି ବୀରେନ୍ଦ୍ର ପପ୍ପିଙ୍କୁ ସିକିମରୁ ଗିରଫ କରିଛି। ତାଙ୍କଠାରୁ ୧୨ କୋଟି ନଗଦ ଟଙ୍କା ଜବତ କରାଯାଇଛି
ଏହା!-->!-->!-->…
Read More...
Read More...
ଗୃହବନ୍ଦୀ ହେଲେ ଚମ୍ପାଇ ସୋରେନ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କୁ ତାଙ୍କ ରାଞ୍ଚି ବାସଭବନରେ ଗୃହବନ୍ଦି କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ସଦର ଡିଏସପି ଦ୍ୱାରା ନିଆଯାଇଛି । ରାଞ୍ଚିର କାଙ୍କେରେ ପ୍ରସ୍ତାବିତ ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (RIMS-2) ପାଇଁ!-->…
Read More...
Read More...
ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ
କାମାକ୍ଷାନଗର: ଅନୁଗୁଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ କାନପୁରା ପଞ୍ଚାୟତର ଭାଲୁମୁଣ୍ଡାଠାରେ ଅଜଣା ଗାଡ଼ି ଧକ୍କାରେ ପୋଲିସ୍ ସହକାରୀ ଆରକ୍ଷୀ ନିରୀକ୍ଷକ (ଏଏସଆଇ)ଙ୍କର ମୃତ୍ୟୁ ହୋଇଛି। ସେ ଅନୁଗୁଳ ପୋଲିସରେ କାର୍ଯ୍ୟରତ ଥିଲେ। ଶନିବାର ସନ୍ଧ୍ୟାରେ ମାନସ ସିଂ ନିଜ ବାଇକରେ ଘରକୁ!-->…
Read More...
Read More...
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ସମ୍ବଲପୁର: ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ!-->…
Read More...
Read More...