ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

Today’s Highlight

ଆରବିଆଇ କମାଇଲା ରେପୋ ରେଟ ; କମିବ ଇଏମଆଇ

ନ୍ୟୁଜ୍ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ମୁଦ୍ରା ନୀତି ବୈଠକରେ ଏକ ବଡ଼ ନିଷ୍ପତ୍ତି ନେଇଛି। ରେପୋ ହାରକୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରିଛି। ରେପୋ ହାର ବର୍ତ୍ତମାନ ୫.୫୦%ରୁ ୫.୨୫% କୁ ହ୍ରାସ କରାଯାଇଛି। ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ରେପୋ ହାର
Read More...

ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି : ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ। ଖାଲି ପଡିଛି ୧୪୩୦ ପଦବୀ। ଏଥିରୁ ୨୬୧ ପ୍ରାଧ୍ୟାପକ, ୪୫୯ ସହଯୋଗୀ ପ୍ରାଧ୍ୟାପକ ଓ ୭୧୦ ସହକାରୀ ପ୍ରାଧ୍ୟାପକ ପଦବୀ ଖାଲି ପଡିଛି। ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ।
Read More...

ସହପାଠୀଙ୍କୁ ନିର୍ଯାତନା ଅଭିଯୋଗରେ ଭିସୁଟ ଛାତ୍ର ଗିରଫ

ବୁର୍ଲା: ବୁର୍ଲାର ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ (ଭିସୁଟ)ର ଜଣେ ଶେଷ ବର୍ଷର ବିଟେକ୍ ଛାତ୍ରଙ୍କୁ ଗିରଫ କରାଯାଇଛି। ସେ ଜଣେ ମହିଳା ସହପାଠୀଙ୍କୁ ଶାରୀରିକ ଆକ୍ରମଣ କରିବା ଅଭିଯୋଗ ରେ ପୋଲିସ ଗିରଫ କରିଛି। ବୁର୍ଲା ଥାନାରେ ଦାଖଲ ହୋଇଥିବା ଅଭିଯୋଗ ଅନୁଯାୟୀ,
Read More...

ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍‌: ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝର ଜିଲ୍ଲା ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା
Read More...

ଲାଞ୍ଚ ନେଇ ଧରାପଡ଼ିଲେ ଫରେଷ୍ଟର

ଝାରସୁଗୁଡା: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଫରେଷ୍ଟର । ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ
Read More...

ଥାନାରେ ଆଇଆଇସି-ଏଏସ୍‌ଆଇ ହାତାହାତି

ଯାଜପୁର: ଯାଜପୁର ଜିଲା ଅଳକୁଣ୍ଡ ଥାନାରେ ମାରପିଟ୍‌। ଯାଜପୁର ଜିଲ୍ଲା ଅଳକୁଣ୍ଡ ଥାନାରେ ଥାନା ଅଧିକାରୀ ଏବଂ ଏଏସ୍‌ଆଇଙ୍କ ମଧ୍ୟରେ ଯୁକ୍ତିତର୍କ, ହାତାହାତି ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଏସ୍‌ପି ୟସପ୍ରିତ୍ ଶ୍ରୀମଲ। ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା
Read More...

ଉତ୍କଳ ସଂଗୀତ ମହାବିଦ୍ୟାଳୟ ଅଧ୍ୟାପକ ବହିଷ୍କୃତ

ଭୁବନେଶ୍ବର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କଲେଜ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କୃତ କରାଯାଇଛି।
Read More...

ନିଶା ପାଇଁ ମାଆକୁ ପେଟ୍ରେଲ ଢ଼ାଳି ଜାଳିଦେଲା ପୁଅ

ଭଦ୍ରକ: ନିଶା ଖାଇବାକୁ ଟଙ୍କା ନଦେବାରୁ ଜନ୍ମ କଲା ମାଆକୁ ପେଟ୍ରୋଲ ଢ଼ାଳି ଜାଳିଦେଲା ପୁଅ। ନିଶା ଉଜାଡି ଦେଲା ପରିବାର। ନିଶା ଖାଇବା ପାଇଁ ପାଗଳ ହୋଇ ଜନ୍ମ କଲା ମାଆକୁ ଜାଳିଦେଲା ପୁଅ। ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ତିହିଡି ଥାନା ଅନ୍ତର୍ଗତ ବିଲଣା ଗଳଗଣ୍ଡପୁର
Read More...

ବରଗଡ଼ ଧନୁଯାତ୍ରା ପାଇଁ ସରକାର ଦେବେ ୧ କୋଟି

ବରଗଡ଼: ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି ହୋଇଛି। ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏ ସମ୍ମାନ ସୂଚକ ରାଶି ମିଳିବ।ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ସଫଳ ହେଲା ବ୍ରହ୍ମୋସ୍ ମିସାଇଲ୍‌ ପରୀକ୍ଷଣ

ନ୍ୟୁଜ୍ ବ୍ୟୁରୋ: ଭାରତୀୟ ସେନା ସୋମବାର ବଙ୍ଗୋପସାଗର ଉପରେ ବ୍ରହ୍ମୋସ୍ ସୁପରସୋନିକ୍ କ୍ରୁଜ୍ ମିସାଇଲ୍‌ର ସଫଳ ପରୀକ୍ଷଣ କରିଛି। ସଠିକ୍ ଲକ୍ଷ୍ୟ ଓ ବିନାଶକାରୀ ଦକ୍ଷତା ସ୍ୱଦେଶୀ କ୍ଷେପଣାସ୍ତ୍ର ପ୍ରଣାଳୀରେ ଶକ୍ତିଶାଳୀର ପ୍ରମାଣ ବୋଲି କହିଲା ଭାରତୀୟ ସେନା। ଏହି ପରୀକ୍ଷଣ ବଙ୍ଗୋପସାଗରରେ
Read More...