ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା
Browsing Category

Today’s Highlight

ନିଲାମ ହେବ ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ବାସଭବନ ‘ବେଦ ନିଳୟମ୍’

ତାମିଲନାଡୁ: ତାମିଲନାଡୁର ଭୂତପୂର୍ବ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ପୋସ୍‌ ଗାର୍ଡେନ ଅଞ୍ଚଳରେ ଥିବା ବାସଭବନ ‘ବେଦ ନିଳୟମ୍’କୁ ନିଲାମ କରାଯିବ ବୋଲି ଆୟକର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆୟକର ବିଭାଗ କହିଛି ଯେ ‘ବେଦ ନିଳୟମ୍’ ଉପରେ ଆୟକର, ସମ୍ପତ୍ତି କର ଓ ସୁଧ ବାବଦକୁ ମୋଟ ୧୩.୬୯ କୋଟି…
Read More...

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ

ଭୁବନେଶ୍ଵର: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ। ଏହି ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଦାବି କରି ଆଜି ସାତ୍ୟକୀ, କଟକ ଡିସିପିଙ୍କୁ ଭେଟି ନିଜ ପରିବାରର ସୁରକ୍ଷା ଓ ନ୍ୟାୟ ପାଇଁ ଗୁହାରି କରିଛନ୍ତି। ପୈତୃକ ସମ୍ପତ୍ତି ଓ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକାନାକୁ ନେଇ…
Read More...

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ପଣ୍ଡରେନ୍ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଅକାଳରେ ଚାଲିଗଲା ୪ ଜଣଙ୍କ ଜୀବନ। ଏଥିରେ ଅଜା ଓ ୨ ନାତି ସହ ଜଣେ ସମ୍ପର୍କୀୟ ମୃତ୍ୟୁ ହୋଇଛି। ବଙ୍ଗୋମୁଣ୍ଡା ଥାନା ତୁରେକେଲା ଗାଁର ଗୋଟିଏ ପରିବାରର ୪ ଜଣ ବାଇକରେ…
Read More...

ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଆସିପାରେ ଅନାସ୍ଥା ପ୍ରସ୍ତାବ

ନୂଆ ଦିଲ୍ଲୀ: ଲୋକସଭାରେ ଲଗାତାର ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ସ୍ଥବିର ହୋଇପଡ ଗୃହରେ କହିବାକୁ ସୁଯୋଗ ମିଳୁନଥିବା ଅଭିଯୋଗ କରି ଭାରି ପ୍ରତିବାଦ କରୁଛନ୍ତି। ଏହି ପରିସ୍ଥିତିରେ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣାଯାଇପାରେ ବୋଲି ସୂଚନା ମିଳିଛି। ସମ୍ବାଦ…
Read More...

ହସ୍ପିଟାଲରେ ଭର୍ତ୍ତି ହେଲେ ଏନସିପି ମୁଖ୍ୟ ଶରଦ ପାୱାର

ମହାରାଷ୍ଟ୍ର: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଅଚାନକ ବିଗିଡ଼ିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହଲ୍ କ୍ଲିନିକ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ନିଧନ ପରେ ଶରଦ ପାୱାର କିଛି ଦିନ ଧରି ମୁମ୍ବାଇ, ପୁଣେ ଓ…
Read More...

ଫେବୃଆରି ୧୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ଵର: ଫେବୃଆରି ୧୯ରୁ ହେବ ମାଟ୍ରିକ ପରୀକ୍ଷା। ଚଳିତବର୍ଷ ରାଜ୍ୟର ୩୦୮୨ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ହେବ। ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି…
Read More...

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗସ୍ତକାଳୀନ ସମୟରେ କୁଆଲାଲମ୍ପୁରରେ ପ୍ରଧାନମନ୍ତ୍ରୀ ମାଲେସିଆର ପ୍ରଧାନମନ୍ତ୍ରୀ ଅନ୍ୱାର ଇବ୍ରାହିମ୍‌ଙ୍କ ସହ ବିସ୍ତୃତ ଦ୍ୱିପକ୍ଷୀୟ ଆଲୋଚନା କରିଥିଲେ। ଏଥିରେ…
Read More...

ଟ୍ରକ୍‌-କାର ମୁହାଁମୁହିଁ ଧକ୍କା

ନ୍ୟୁଜ୍ ବ୍ୟୁରୋ: ଚିକିତ୍ସା ପାଇଁ ରୋଗୀକୁ ଡାକ୍ତରଖାନା ନେବା ବେଳେ ଜାତୀୟ ରାଜପଥରେ କାର ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ଘଟି ଚାଲିଗଲା ୨ ଜୀବନ। ଏହି ଦୁର୍ଘଟଣାରେ ଆଉ ୫ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଆଜି ଭୋର ସମୟରେ ଆନ୍ଧ୍ର ପ୍ରଦେଶର…
Read More...

୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ଵର: ରାଜ୍ୟରେ ୪୧ ଥାନାରେ ପୁନଃ ସ୍ଥାପନ ହେବ ସିସିଟିଭି କ୍ୟାମେରା। ଏନେଇ ନିର୍ଦ୍ଦେଶ ଦେଲେ ସର୍ବୋଚ୍ଚ ନ୍ୟାୟାଳୟ। ଅଧିକାଂଶ ଥାନାରେ ସିସି କ୍ୟାମେରା ଲାଗିଛି, ହେଲେ ଏହାର ମରାମତି କିମ୍ବା ନିୟନ୍ତ୍ରଣ କକ୍ଷ ନାହିଁ। ଯେଉଁ କାରଣରୁ ରାଜଧାନୀର ଥାନାରେ ଲାଗିଥିବା କ୍ୟାମେରା…
Read More...

ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା

ନ୍ୟୁଜ୍ ବ୍ୟୁରୋ: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲ୍‌ରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ସେ ନିଜକୁ ନିର୍ଦ୍ଦୋଷ ଦାବି କରିବା ସହ “ମୋତେ ଉଦ୍ଦେଶ୍ୟମୂଳକ ଭାବେ ଫସାଇ ଦିଆଯାଇଛି” ବୋଲି କହିଛନ୍ତି। ଆଜି ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ…
Read More...