Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category
Today’s Highlight
ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଭୋଟର ତାଲିକାରେ ନାମର ବନାନ ତ୍ରୁଟି କର୍ଣ୍ଣାଟକ: ଭୋଟର ତାଲିକାରେ ନାମର ବନାନରେ ସାମାନ୍ୟ ଅସଙ୍ଗତି ଯୋଗୁ ଭାରତ ରତ୍ନ ସମ୍ମାନପ୍ରାପ୍ତ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ୍ ଜାରି ହୋଇଛି। କର୍ଣ୍ଣାଟକରେ ଭୋଟର ତାଲିକାର ସ୍ପେଶାଲ ଇଣ୍ଟେନ୍ସିଭ ରିଭିଜନ୍ (SIR) ସମୟରେ!-->…
Read More...
Read More...
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର
ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚଭୁବନେଶ୍ବର: ରାଜ୍ୟରେ କୋଚିଂ ସେଣ୍ଟର ଓ ଶିକ୍ଷାନୁଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ନେଇ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଆବଶ୍ୟକ ଫାୟାର ସେଫ୍ଟି ସାର୍ଟିଫିକେଟ୍ ଓ ନିରାପତ୍ତା ବ୍ୟବସ୍ଥା ନଥିଲେ କୋଚିଂ ସେଣ୍ଟର ସମେତ ନିୟମ!-->…
Read More...
Read More...
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଆସନ୍ତା ୧୧ ତାରିଖ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ। କ୍ରେମ୍ଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ ମଙ୍ଗଳବାର ଏହି!-->…
Read More...
Read More...
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ ତଥା ଚାରି-ଟ୍ରାକ୍ ବିଶିଷ୍ଟ କରିବା ପ୍ରକଳ୍ପକୁ ଅନୁମୋଦନ ମିଳିଛି।!-->…
Read More...
Read More...
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର
୩ ଦିନ ଯାଏଁ ବର୍ଷା ସମ୍ଭାବନା
ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳ ଉପରିଭାଗରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହି କ୍ଷେତ୍ରଟି ୧୦-୧୧!-->!-->!-->…
Read More...
Read More...
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
ଭୁବନେଶ୍ୱର: ପ୍ରଶିକ୍ଷଣ ଶେଷ ପରେ ୨୦୨୪ ବ୍ୟାଚର ୯ ଜଣ ଯୁବ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
ବିଜ୍ଞପ୍ତି ଅନୁସାରେ, ଅନିମେଶ ପ୍ରଧାନଙ୍କୁ ଆଠଗଡ଼!-->!-->!-->…
Read More...
Read More...
ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ପଞ୍ଜାବ: ପଞ୍ଜାବ ସରକାରଙ୍କ ଆପତ୍ତିକୁ ଅଣଦେଖା କରି ଜଷ୍ଟିସ ଅଶ୍ୱିନୀ କୁମାର ମିଶ୍ର ସୋମବାର ପଞ୍ଜାବ ଓ ହରିୟାଣା ହାଇକୋର୍ଟର ୩୭ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଚଣ୍ଡିଗଡ଼ସ୍ଥିତ ଲୋକ ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ରାଜ୍ୟପାଳ ଗୁଲାବ ଚନ୍ଦ କଟାରିଆ ତାଙ୍କୁ ପଦ ଓ!-->…
Read More...
Read More...
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର
ପଶ୍ଚିମବଙ୍ଗ: ଆସନ୍ତା ଦୁର୍ଗାପୂଜାକୁ ନେଇ ପଶ୍ଚିମବଙ୍ଗରେ ପ୍ରସ୍ତୁତି ଜୋରଦାର ହୋଇଛି। ଚଳିତବର୍ଷ ପୂଜାକୁ ନେଇ ରାଜ୍ୟ ସରକାର କିଛି ନୂଆ ନିୟମ ଘୋଷଣା କରିଛନ୍ତି। ପୂଜା ଓ ବିସର୍ଜନ ଶୋଭାଯାତ୍ରା ସମୟରେ ଡିଜେ ବ୍ୟବହାର ଉପରେ ରୋକ୍ ଲଗାଯାଇଥିବା ବେଳେ ମହାଷ୍ଟମୀ ଦିନ ସାରା ରାଜ୍ୟରେ ‘ଡ୍ରାଏ!-->…
Read More...
Read More...
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ
ଗୁଜୁରାଟ: ଗୁଜରାଟକୁ ମିଳିଛି ବଡ଼ ଭେଟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଭଦୋଦରାରେ ଆୟୋଜିତ ‘ବିକଶିତ ଭାରତ ପାଇଁ ନମୋ’ କାର୍ଯ୍ୟକ୍ରମରେ ଯୋଗଦେଇ ୩୫,୦୦୦ କୋଟି ଟଙ୍କାର ବିଭିନ୍ନ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଏହି ମେଗା କାର୍ଯ୍ୟକ୍ରମରେ ପ୍ରାୟ ୬,୦୦୦!-->…
Read More...
Read More...
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ନ୍ୟୁଜ ବ୍ୟୁରୋ: ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ଆସିଛି ବଡ଼ ଖବର। ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ରହିଥିବା ଭିନ୍ନ ରିଫିଲ୍ ବୁକିଂ ନିୟମକୁ ହଟାଇ ଦେଇଛନ୍ତି କେନ୍ଦ୍ର ସରକାର। ଏଣିକି ଦେଶର ସମସ୍ତ ଘରୋଇ ଏଲପିଜି ଗ୍ରାହକ ୨୫ ଦିନ ବ୍ୟବଧାନରେ ନୂଆ ସିଲିଣ୍ଡର ବୁକ୍ କରିପାରିବେ। କେନ୍ଦ୍ର!-->…
Read More...
Read More...