Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍ୱେରେ ଜଳିଗଲା ସ୍ଲିପର ବସ୍, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ
Browsing Category
Today’s Highlight
ତ୍ରେତୟାର ଘଟଣା କଳିଯୁଗରେ ପୁନରାବୃତ୍ତି
ମହାରାଷ୍ଟ୍ରରେ ଦେବେନ୍ଦ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ୩୫ ବିଧାୟକ ଆଣିଥିବା ଅଜିତଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବଶରଦ ପାଵାର କହିଲେ, ଅଜିତଙ୍କ ନିଷ୍ପତ୍ତି ନିଜସ୍ୱଗର୍ଜୁଛି ଶିବସେନା, ଏଯାଏ ମୁହଁ ଖୋଲିନାହିିଁ କଂଗ୍ରେସ
ନୂଆଦିଲ୍ଲୀ: ଶ୍ରୀ ରାମଚନ୍ଦ୍ରଙ୍କ ଭଳି ରାତି ପାହିଥିଲେ!-->!-->!-->!-->!-->…
Read More...
Read More...
ବିଜେପି ଅଡୁଆ ବଢାଇଦେଲେ
ଭୁବନେଶ୍ୱର: ଓଡିଶା ବିଧାନସଭାରେ ସ୍ମିତାରାଣୀ ହତ୍ୟା ମାମଲାରେ ମୁଖ୍ୟ ବିରୋଧୀ ବିଜେପି ମୁହାଁମୁହିଁ ସ୍ଥିତିରେ ଅଛି। ଠିକ ସେତିକିବେଳେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଭୟ ବିଜେଡି ଓ ଏନସିପିକୁ ସେମାନଙ୍କ ସଂସଦରେ ଶୃଙ୍ଖଳିତ ବ୍ୟବହାର ଲାଗି ଉଚ୍ଚ ପ୍ରଶଂସା କରିଛନ୍ତି। ଗୃହ!-->!-->!-->…
Read More...
Read More...
ରାଫେଲ ଯାଚିକା ଖାରଜ କଲେ ସୁପ୍ରିମକୋର୍ଟ
ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ବସିଥିବା ଖଣ୍ଡପୀଠ ୧୪ଟି ରାଫେଲ ଯୁଦ୍ଧ ବିମାନ ଯାଂଚ ମାମଲାରେ ଦାଖଲ ହୋଇଥିବା ଯାଚିକାକୁ ଖାରଜ କରିଛନ୍ତି ।
ସୁପ୍ରିମକୋର୍ଟ ଦ୍ୱାରା କୁହାଯାଇଛି ଯେ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଦାଖଲ ଦସ୍ତାବିଜରେ ପର୍ଯ୍ୟାପ୍ତ!-->!-->!-->…
Read More...
Read More...
ଥାନା ହାଜତରୁ କେମିତି ଖସିଗଲା ଦୁର୍ଦାନ୍ତ ଡକାୟତ, କେମିତି ଜାଣନ୍ତୁ
ଭୁବନେଶ୍ୱର: ନବରଙ୍ଗପୁର ଜିଲ୍ଲାରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ଥାନା ହାଜତରୁ ଜଣେ ଅଟକ ଥିବା ଅଭିଯୁକ୍ତ ଚମ୍ପଟ ମାରିଥିବା ସୂଚନା ମିଳିଛି। ପାପଡାହାଣ୍ଡି ଥାନାର ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ପରିସ୍ରା ଯିବା ବାହାନା କରି ଅଭିଯୁକ୍ତ!-->…
Read More...
Read More...
ଅସଲ ବିରୋଧୀ କିଏ?
ବିଧାନସଭା ଶୀତ ଅଧିବେଶନ ଉପରେ ଆଖିଅଧାରେ ଅଟକିଲା ବିଜେପି ବିଧାୟକ ଦଳ ବୈଠକମଙ୍ଗଳବାର ଏକାଠି ବସିପାରନ୍ତି କଂଗ୍ରେସ ନେତା୧୩ ତାରିଖ ଦିନ ବିଜେଡି ବିଧାୟକ ଦଳ ବସିବେ
ଭୁବନେଶ୍ୱର: ଯାଜପୁର ଜିଲ୍ଲାର ସ୍ମିତାରାଣୀ ବିଶ୍ୱାଳ ଆତ୍ମହତ୍ୟା ମାମଲା ବିଧାନସଭାରେ ଉଠିବ । ପ୍ରଧାନମନ୍ତ୍ରୀ ଆବାସ!-->!-->!-->…
Read More...
Read More...
ଉର୍ମିଳା ବି କରୁଥିଲେ ସାଧନା, କାହିଁକି ଜାଣନ୍ତୁ
ନୂଆଦିଲ୍ଲୀ: ରାମ ମନ୍ଦିର ନିର୍ମାଣ ଅାଶାରେ ୧୯୯୨ରୁ ଅନ୍ନ ସ୍ପର୍ଶ କରିନାହାନ୍ତି ଉର୍ମିଳା ଚତୁର୍ବେଦୀ । ସେ ରାମ ମନ୍ଦିର ନିର୍ମାଣ ଲାଗି ଅନନ୍ୟ ଉତ୍ସାହ ଦେଖାଇଛନ୍ତି । ୮୭ ବର୍ଷୀୟ ଏହି ମହିଳା ଜଣକ ଦୀର୍ଘ ୨୭ ବର୍ଷ ଧରି ଉପବାସ କରି ଆସୁଛନ୍ତି । ରାମ ମନ୍ଦିର ନିର୍ମାଣ ହେଲେ ସେ ଉପବାସ!-->…
Read More...
Read More...
ନିରଞ୍ଜନଙ୍କ ସପକ୍ଷରେ ଅଣ୍ଟା ଭିଡିଲେ ଜିତେନ୍ଦ୍ର
ପିସିସି ସଭାପତି ପରିବର୍ତନ ପ୍ରଶ୍ନ ଉଠୁନାହିଁବୟାନବାଜି କଲେ କାର୍ଯ୍ୟାନୁଷ୍ଠାନ ଡର ଦେଖାଇଲେନିରଞ୍ଜନଙ୍କ ସପକ୍ଷବାଦୀ ଏକ ହୋଟେଲରେ ମେଳି କରିଛନ୍ତିପୂର୍ବରୁ ମୋକିମ୍ଙ୍କୁ ସଭାପତି କରିବାକୁ ଚାପ ସୃଷ୍ଟି ହୋଇଥିଲା
ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ପଦରେ ଥିବା ନିରଞ୍ଜନ!-->!-->!-->…
Read More...
Read More...
ଆଯୋଧ୍ୟା ରାୟରେ କୋଉଠି ରହିଗଲା ରହସ୍ୟ, ଜାଣନ୍ତୁ
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଆଯୋଧ୍ୟା ମାମଲାକୁ ନେଇ ସମଗ୍ର ଦେଶରେ ଚର୍ଚ୍ଚା ଆଲୋଚନା ଜୋର ଧରିଛି। ହେଲେ ୧୦୪୫ ପୃଷ୍ଠାର ବିଶାଳ ରାୟ କିଏ ଲେଖିଲେ ତା ଉପରୁ ସୁପ୍ରିମକୋର୍ଟ ପରଦା ହଟାଇନାହାନ୍ତି। ସାଧାରଣତଃ ଖଣ୍ତପୀଠ ତରଫରୁ ଯେଉଁ ବିଚାରପତି ରାୟ ଉଲ୍ଲେଖ କରିଥାନ୍ତି, ତାହା ଦର୍ଶାଯାଇଥାଏ।!-->…
Read More...
Read More...
ଆଯୋଧ୍ୟା ରାୟ ପରେ ଦେଶ ଉଦ୍ଦେଶ୍ୟରେ କଣ କହିଲେ ମୋଦୀ ଶୁଣନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
1.ସାରା ବିଶ୍ୱ ଏହା ଗ୍ରହଣ କରିଥାଏ ଯେ ଭାରତ ବିଶ୍ୱର ସବୁଠୁ ବଡ଼ ଗଣତାନ୍ତ୍ରିକ ଦେଶ କିନ୍ତୁ ଆଜି ବିଶ୍ୱ ଏହା ମଧ୍ୟ ଜାଣିଲା ଯେ ଭାରତର ଗଣତନ୍ତ୍ର କେତେ ଜୀବନ୍ତ ଏବଂ ମଜବୁତ ।
2.ଆଜି ରାୟ ପ୍ରକାଶ ପାଇବା ପରେ,ଯେପରି ଭାବେ ପ୍ରତ୍ୟେକ!-->!-->!-->!-->!-->!-->!-->…
Read More...
Read More...
ବଡ଼ ବିବାଦର ବଡ଼ ରାୟ
ଅଯୋଧ୍ୟା ବିବାଦର ସମାଧାନ ରାସ୍ତା କାଢିଲେ କୋର୍ଟବିଚାରପତି ଗୋଗଇ ଓ ଚାରି ବିଚାରପତି ସହମତ୧୦୪୫ ପୃଷ୍ଠାର ରାୟ ଶୁଣାଇଲେ ସର୍ବୋଚ୍ଚ ଅଦାଲତରାମଲୀଲାଙ୍କୁ ମିଳିବ ବିବାଦୀୟ ୨.୭୭ ଏକର ଜମି୩ ମାସ ମଧ୍ୟରେ କେନ୍ଦ୍ର ସରକାର ଟ୍ରଷ୍ଟ ଗଠନ କରିବେସୁନି ଵାକଫ୍ ବୋର୍ଡକୁ ଅନ୍ୟତ୍ର ୫ ଏକର ଜମି!-->…
Read More...
Read More...