Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍-ଓଏଏସ୍ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା
Browsing Category
Today’s Highlight
ଗୁରୁଗ୍ରାମର ଏକାଧିକ ସ୍କୁଲକୁ ବୋମା ଧମକ
ନୂଆଦିଲ୍ଲୀ: ଦିଲ୍ଲୀର ଗୁରୁଗ୍ରାମର ଅନେକ ପ୍ରମୁଖ ସ୍କୁଲକୁ ବୋମା ଧମକ ମିଳିଛି। ପୋଲିସ ଅନୁଯାୟୀ ବିଭିନ୍ନ ସ୍କୁଲର ସରକାରୀ ଇମେଲ୍ ଠିକଣାରେ ଧମକପୂର୍ଣ୍ଣ ବାର୍ତ୍ତା ମିଳିଥିଲା, ଯେଉଁଥିରେ ଦାବି କରାଯାଇଥିଲା ଯେ ସେମାନଙ୍କ କ୍ୟାମ୍ପସରେ ବୋମା ରଖାଯାଇଥିଲା। ପୋଲିସ କହିଛି ଯେ ସୂଚନା ପାଇବା!-->…
Read More...
Read More...
ଓଜେଇଇ ୨୦୨୬ ପାଇଁ ପଞ୍ଜୀକରଣ ଆରମ୍ଭ
ଭୁବନେଶ୍ବର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ପଞ୍ଜୀକରଣ ପ୍ରକ୍ରିୟା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ମେ ମାସରେ ପ୍ରବେଶିକା ପରୀକ୍ଷା ହେବା ନେଇ ଜଣାପଡ଼ିଛି। ପୂର୍ବରୁ ପ୍ରକାଶିତ ସରକାରୀ କାର୍ଯ୍ୟସୂଚୀ ଅନୁଯାୟୀ, ଓଜେଇଇ ୨୦୨୬ ପାଇଁ ପଞ୍ଜୀକରଣ ଲିଙ୍କ୍ ମାର୍ଚ୍ଚ ୨୬!-->…
Read More...
Read More...
ବିମାନ ଦୁର୍ଘଟଣାରେ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ
ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟି ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ଆଜି ମହାରାଷ୍ଟ୍ରର ବାରାମତୀରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ମୃତ୍ୟୁ ହୋଇଛି। ଶ୍ରୀ ପାୱାରଙ୍କ ସହ ବିମାନରେ ଥିବା ବାକି ୪ ଜଣ ମଧ୍ୟ ପ୍ରାଣ!-->…
Read More...
Read More...
ପଶ୍ଚିମବଙ୍ଗରେ ନିପା ଭାଇରସ୍ ଆତଙ୍କ: ୫ ଜଣ ଚିହ୍ନଟ
ପଶ୍ଚିମବଙ୍ଗ: କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ଓ କିଛି ନର୍ସ ଅଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ ଜଣ ନର୍ସଙ୍କ ଅବସ୍ଥା ସଂକଟାପନ୍ନ ରହିଛି। କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାର ମିଶି ସଂକ୍ରମଣ!-->…
Read More...
Read More...
ଓଡ଼ିଶାର ନାଁକୁ ନେଇ ଗଠନ ହେବ ମୋକିମଙ୍କ ଆଞ୍ଚଳିକ ଦଳ
ଭୁବନେଶ୍ବର: କଂଗ୍ରେସରୁ ବହିଷ୍କୃତ ହୋଇଥିବା ବାରବାଟୀ-କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ ତାଙ୍କ ନୂଆ ରାଜନୈତିକ ଦଳର ନାଁ ନେଇ ମଙ୍ଗଳବାର ଦିନ ସୂଚନା ଦେଇଛନ୍ତି। ମହମ୍ମଦ ମୋକିମ ନୂଆ ଆଞ୍ଚଳିକ ଦଳ ଗଠନ କରିବା ପୂର୍ବରୁ ତା’ର ନାଁକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା।
ମୋକିମ!-->!-->!-->…
Read More...
Read More...
ଆସନ୍ତା ୩ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ; ଆସନ୍ତା ୩ ତାରିଖ ଦିନ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି। ଏହାସହ ମହାମହିମ ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି। ପରେ!-->…
Read More...
Read More...
ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ
ଭୁବନେଶ୍ବର: ଅଙ୍ଗନଓ୍ବାଡି ପିଲାଙ୍କ ପାଇଁ ଖୁସିଖବର। ବଡ଼ ଘୋଷଣା କଲେ ସରକାର। ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ। ଦୀର୍ଘ ଦିନରୁ ପୋଷାକର ସରକାରୀ ମୂଲ୍ୟ ବୃଦ୍ଧି ପାଇଁ ହେଉଥିବା ଦାବିକୁ ବିଚାର କରି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ବାଳକଙ୍କ ପୋଷାକ ମୂଲ୍ୟ ୧୦୦ରୁ!-->…
Read More...
Read More...
ହାଇୱା ଧକ୍କାରେ ମୃତ୍ୟୁ : ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର ଜିଲାରେ ରବିବାର ହାଇୱା ଧକ୍କାରେ ମୃତ୍ୟୁ ବାରଣ କରିଥିବା ହାଟଡିହୀ ବ୍ଲକ ବିଷ୍ଣୁପୁର ଗ୍ରାମର ଆନନ୍ଦ ଜେନା(୫୮) ପରିବାର ବର୍ଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା!-->…
Read More...
Read More...
ଜାତୀୟ ପତାକା ଅବତରଣ ବେଳେ ଛାତ୍ର ମୃତ
କୁଜଙ୍ଗ: ଗଣତନ୍ତ୍ର ଦିବସରେ କୁଜଙ୍ଗ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛ। ଛାତ୍ର ଜଣଙ୍କ ହେଲେ ଓମ୍ ପ୍ରକାଶ ଦ୍ବିବେଦୀ।
ଖବରମୁତାବକ, କୋଚିଂ ସେଣ୍ଟର ଛାତ ଉପରୁ ଜାତୀୟ ପତାକା ଅବତରଣ ବେଳେ ଏଥିରେ ଲାଗିଥିବା ଜିଆଇ ରଡ୍!-->!-->!-->…
Read More...
Read More...
୨୦ ଜଣଙ୍କୁ ମିଳିଲା ପୋଲିସ ପଦକ
ଭୁବନେଶ୍ବର: ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ମିଳିଲା ପୋଲିସ ପଦକ। ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ!-->…
Read More...
Read More...