Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
Today’s Highlight
ଲ୍ୟାଣ୍ଡମାଇନ୍ ବିସ୍ଫୋରଣ; ୨ଯବାନ ଆହତ
ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି। ରବିବାର ସନ୍ଧ୍ୟାରେ ସରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ, ନକ୍ସଲମାନେ ଖଞ୍ଜାଯାଇଥିବା ଏକ ଇମ୍ପ୍ରୋଭାଇଜଡ୍ ଏକ୍ସପ୍ଲୋସିଭ୍ ଡିଭାଇସ୍ (ଆଇଇଡି) ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ସିଆରପିଏଫର!-->…
Read More...
Read More...
ମମତା ବାନାର୍ଜୀଙ୍କୁ ଗିରଫ କରାଯିବା ଉଚିତ: ଆସାମ ମୁଖ୍ୟମନ୍ତ୍ରୀ
ଆସାମ: ଫୁଟବଲ୍ ଆଇକନ୍ ଲିଓନେଲ୍ ମେସିଙ୍କ କୋଲକାତା ଗସ୍ତ ସମୟରେ ଦେଖାଦେଇଥିବା ବିଶୃଙ୍ଖଳାକୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ଭାବରେ ବିପର୍ୟ୍ୟସ୍ତ ହୋଇପଡ଼ିଛି ବୋଲି ଅଭିଯୋଗ!-->…
Read More...
Read More...
ଡିସେମ୍ବର ୧୪ରେ ଓଡିଶା ଆସିବେ ଭାରତର ପ୍ରଧାନ ବିଚାରପତି
ଭୁବନେଶ୍ବର: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ। ଆସନ୍ତା ରବିବାର ଅର୍ଥାତ୍ ଡିସେମ୍ବର ୧୪ ତାରିଖରେ ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ। ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ସେ ପ୍ରଥମ ଥର!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ହିଂସା ରିପୋର୍ଟ
ଭୁବନେଶ୍ବର: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମାଲକାନଗିରି ଜିଲ୍ଲା ଏମ୍ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ କେନକ ବର୍ଦ୍ଧନ ସିଂହଦେଓ ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ!-->…
Read More...
Read More...
ଡିସେମ୍ବର ୧୮ ରେ ସୋଆରେ ଓଡ଼ିଶା ଏଆଇ ସମ୍ମିଳନୀ
ଭୁବନେଶ୍ୱର: ଭାରତରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କୃତ୍ରିମ ବୁଦ୍ଧିମତା ଅର୍ଥାତ ଏଆଇର ଦୃଶ୍ୟପଟ୍ଟ ସହ ତାଳ ଦେଇ ଓ ଓଡ଼ିଶାରେ ଏହାକୁ ଦୃଢ଼ୀଭୂତ କରାଇବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ୟୁନିଭର୍ସିଟି, ଓଡ଼ିଶା ସୋସାଇଟି ଅଫ୍ ଆମେରିକା (ଓସା) ଏବଂ ଆଇଆଇଟି!-->…
Read More...
Read More...
ଗୋଆ ଅଗ୍ନିକାଣ୍ଡ; ଥାଇଲାଣ୍ଡରୁ ଲୁଥ୍ରା ବ୍ରଦର୍ସ ଗିରଫ
ଗୋଆ: ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣା। ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ। ଏହି ଦୁଇ ଅଭିଯୁକ୍ତଙ୍କୁ ଭାରତ ଅଣାଯାଉଛି ପ୍ରତ୍ୟାର୍ପଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଲୁଥ୍ରା ବ୍ରଦର୍ସଙ୍କ ପାସପୋର୍ଟ ପୂର୍ବରୁ ନିଲମ୍ବିତ କରାଯାଇଥିଲା। କ୍ଲବ୍ ମାଲିକ ସୌରଭ ଏବଂ ଗୌରବ!-->…
Read More...
Read More...
ବସ୍-ବାଇକ୍ ମୁହାଁମୁହିଁ, ଦୁଇ ଛାତ୍ର ମୃତ
ରାୟଗଡା: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇ ଛାତ୍ର ଗୁଡାରି ସୌରା ସାହିର ଦେବେନ୍ଦ୍ର ଶବର (୨୧ ବର୍ଷ) ଏବଂ ଗୁଡାରି ଢେପାଗୁଡା ନିକଟସ୍ଥ ବଡଗୁଡାର ବିଷ୍ଣୁ ଶବର!-->…
Read More...
Read More...
ବଢ଼ିଲା ବାଚସ୍ପତି, ଉପବାଚସ୍ପତି ଓ ବିଧାୟକମାନଙ୍କ ଦରମା
ଭୁବନେଶ୍ବର: ମଙ୍ଗଳବାର ବିଧାନସଭାରେ ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍ସନ୍ରେ ବଡ଼ ଧରଣର ବୃଦ୍ଧିକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ରାଜ୍ୟର ବିଧାୟକ, ମନ୍ତ୍ରୀ ଓ ପୂର୍ବତନ ବିଧାୟକମାନଙ୍କର ଦରମା-ଭତ୍ତା!-->…
Read More...
Read More...
ମାଲକାନଗିରିରେ ବଢିଲା କଟକଣା
୧୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ
ମାଲକାନଗିରି: ମାଲକାନଗିରିରେ ବଢିଲା କଟକଣା। ମଙ୍ଗଳବାର ଦିନ ଓଡ଼ିଶା ଗୃହ ବିଭାଗ ଜିଲ୍ଲାରେ ଇଣ୍ଟରନେଟ୍ ଏବଂ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ ବ୍ୟବହାର ଏବଂ ପ୍ରବେଶ ଉପରେ ପ୍ରତିବନ୍ଧକକୁ ବଢାଇ ଦେଇଛି। ଡିସେମ୍ବର ୧୦ ତାରିଖ ଦିନ ୧୨ଟା!-->!-->!-->…
Read More...
Read More...
ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ
ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଥିଲା ଗୃହ। ଏହି ୧୧ ଦିନ ମଧ୍ୟରେ ୧୭,୪୪୦ କୋଟି ଟଙ୍କାର ସପ୍ଲିମେଣ୍ଟରୀ ବଜେଟ୍ ଏବଂ କିଛି ପ୍ରମୁଖ ବିଲ୍!-->…
Read More...
Read More...