ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

Today’s Highlight

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ସୋଫଲ୍ ମାଳା’ର ଚତୁର୍ଥ ସଂସ୍କରଣ ଉନ୍ମୋଚିତ

ଭୁବନେଶ୍ୱର: ବିଶିଷ୍ଟ ବୈଜ୍ଞାନିକମାନଙ୍କୁ ନେଇ ବିବିଧ ପ୍ରସଙ୍ଗରେ ଆୟୋଜିତ ଶିକ୍ଷା ଓ ଅନୁସନ୍ଧାନ ପାକ୍ଷିକ ଶୈକ୍ଷିକ ବକ୍ତୃତାମାଳା ସୋଆ ଫର୍ଟନାଇଟଲି ଏକାଡେମିକ ଲେକ୍‌ଚର ସିରିଜ (ସୋଫଲ୍‌)ର ଚତୁର୍ଥ ସଂସ୍କରଣ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ
Read More...

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ

ଭୁବନେଶ୍ବର: ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ। ସଠିକ ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲାପ୍ରଶାସନ। ଏନେଇ ସୂଚନା
Read More...

ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଅମ୍ବାଲା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ବାୟୁସେନାର ରାଫାଲ ଯୁଦ୍ଧ ବିମାନ ଉଡ଼ାଇ ଇତିହାସ ରଚିଛନ୍ତି। ଆଜି ଅମ୍ବାଲା ଏୟାରବେସରେ ଭାରତର ସବୁଠୁ ଶକ୍ତିଶାଳୀ ଯୁଦ୍ଧ ବିମାନ ରାଫେଲ୍ ଉଡ଼ାଇଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତି ଏହି ବିମାନ ଉଡାଇ ଭାରତୀୟ ବାୟୁସେନା ଏବଂ ସମଗ୍ର ଦେଶକୁ
Read More...

ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଭୁବନେଶ୍ବର: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅକ୍ଟୋବର ୨୮ରେ
Read More...

ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ହରିୟାଣା: ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ହରିୟାଣାର ଅମ୍ବାଲା ବାୟୁସେନା ଘାଟିରୁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ରାଫେଲ ଯୁଦ୍ଧ ବିମାନରେ ଉଡ଼ାଣ ଭରିବେ। ମଙ୍ଗଳବାର ଦିନ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ଏକ ସରକାରୀ ବିବୃତ୍ତିରେ କୁହାଯାଇଛି, “ରାଷ୍ଟ୍ରପତି
Read More...

ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ

ଭୁବନେଶ୍ବର: ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅକ୍ଟୋବର ୨୯ ଦିନ ବନ୍ଦ ରହିବ। ଏନେଇ ମଙ୍ଗଳବାର ଦିନ ଅଧିକାରୀମାନେ ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ପବନ ବହିବାର ସମ୍ଭାବନା ଥିବାରୁ
Read More...

୩୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଦୁଇ ଗିରଫ

କଟକ: କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏହାସହିତ ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ ବ୍ରାଉନ ସୁଗାରର ମୂଲ୍ୟ ୩୧ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଖବର ଅନୁଯାୟୀ, ମଙ୍ଗୁଳି ଛକ ନିକଟରେ
Read More...

୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ବଢିବ ବେତନ। ଅଷ୍ଟମ କେନ୍ଦ୍ରୀୟ ବେତନ କମିଶନର ସର୍ତ୍ତାବଳୀ (ଟର୍ମ ଅଫ ରେଫରେନ୍ସ)କୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଏହା ଦ୍ୱାରା ପାଖାପାଖି ୫୦ ଲକ୍ଷ କେନ୍ଦ୍ର ସରକାରୀ ଚାକିରିଆ ଓ ୬୯ ଲକ୍ଷରୁ ଊର୍ଦ୍ଧ୍ୱ
Read More...

ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ବର: ମୋନ୍ଥା କୋପରେ ରାଜ୍ୟରେ ଦୁଇ ଦିନ ଭୀଷଣ ବର୍ଷା। ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାତ୍ୟା ‘ମୋନ୍ଥା’ର
Read More...

ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା

ପୁରୀ: ସମୁଦ୍ରରେ ସ୍ନାନ ନ କରିବାକୁ କହିବାରୁ ଲାଇଫଗାର୍ଡ଼ଙ୍କୁ ଆକ୍ରମଣ। ପୁରୀ ବେଳାଭୂମିରେ ଲାଇଫ୍‌ଗାର୍ଡ଼ଙ୍କ ଉପରେ ଆକ୍ରମଣ କଲେ ପର୍ଯ୍ୟଟକ ଦମ୍ପତି। ବାତ୍ୟା 'ମୋନ୍ଥା' ପାଇଁ ସମୁଦ୍ର ଅଶାନ୍ତ। ସମୁଦ୍ରରେ ପ୍ରବେଶ ପାଇଁ ପର୍ଯ୍ୟଟକ ତଥା ମତ୍ସ୍ୟଜୀବୀଙ୍କୁ ବାରଣ। ଏହା ସତ୍ତ୍ୱେ ଅମାନିଆ
Read More...