ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍
Browsing Category

ଶିକ୍ଷା

ଆସନ୍ତାକାଲିଠୁ +୨ ଖାତା ଦେଖା ଆରମ୍ଭ

ମେ’ ୧୫ ସୁଦ୍ଧା ରେଜଲ୍ଟଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍‌ ବୁଧବାର ଠାରୁ +୨ ଖାତା ଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକ
Read More...

ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତାଦେଖା; ମେ ୧୫ ସୁଦ୍ଧା ରେଜଲ୍ଟ

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୨ତାରିଖରୁ ଆରମ୍ଭ ହେବ ଖାତା ଦେଖା। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ କରାଯିବ। ସେହିପରି ଭାବରେ ଏପ୍ରିଲ ୧୬ ତାରିଖରୁ ୨୮ ତାରିଖ ମଧ୍ୟରେ ଦ୍ବିତୀୟ ପର୍ଯ୍ୟାୟ
Read More...

୨୦୨୬-୨୭ ଶିକ୍ଷା ବର୍ଷରେ ଲାଗୁ ହେବ ନୂଆ ସିଲାବସ୍

ଭୁବନେଶ୍ବର: ରାଜ୍ୟରେ ବଦଳିବ ସ୍କୁଲ ପିଲାଙ୍କ ସିଲାବସ୍। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ହେବ ନୂଆ ପାଠ୍ୟକ୍ରମ। ଆଜି ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ୨୦୨୬-୨୭ରୁ ନୂଆ ସିଲାବସ୍ ଲାଗୁ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ।ସେ
Read More...

ବିଏଡ୍ ନାମ ଲେଖା ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି
Read More...

ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ

ଭୁବନେଶ୍ବର: ଆସନ୍ତାକାଲିଠୁ ସକାଳୁଆ ସ୍କୁଲ। ରାଜ୍ୟରେ କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଛି। ପିଲାମାନେ ଖରା ସମୟରେ ସ୍କୁଲ ଯାଇ ପାଠପଢ଼ିବା ସମ୍ଭବ ହେଉନାହିଁ। ତେଣୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ
Read More...

ଆଜି ଠାରୁ ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆରମ୍ଭ

କଟକ: ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆଜି ଠାରୁ ଆରମ୍ଭ ହେଉଛି। ରାଜ୍ୟର ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହେବ। ସେହିପରି ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମଧ୍ୟ ଦେଖାଯିବ। ଏଥିପାଇଁ ମୋଟ ୧୧,୮୦୦ ଜଣ ପରୀକ୍ଷକଙ୍କୁ ନିୟୋଜିତ କରାଯାଇଛି। ମାଧ୍ୟମିକ
Read More...

ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସ ସୀମା ଧାର୍ଯ୍ୟ କଲେ ସରକାର

ଭୁବନେଶ୍ବର: ପ୍ରଥମ ଶ୍ରେଣୀ ନାମଲେଖା ନେଇ ବୟସ ଦ୍ୱନ୍ଦ୍ୱ ଦୂର କରିଛି ଶିକ୍ଷା ବିଭାଗ। ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାଙ୍କ ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷା ବର୍ଷରୁ ନିୟମ କାର୍ଯ୍ୟକାରୀ ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ
Read More...

ଓଜେଏସ୍-୨୦୨୩ର ଟପ୍ପର ସୋମେଶ ରଣବିଜୁଳି ଟପ୍ପର

ଭୁବନେଶ୍ବର: ଓଡ଼ିଶା ଜୁଡିସିଆଲ ସର୍ଭିସ ୨୦୨୩ ପରୀକ୍ଷା ଫଳ ପ୍ରକାଶିତ। ଗୁରୁବାର ପ୍ରକାଶ ପାଇଛି ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା (ଓଜେଏସ-୨୦୨୩) ରେଜଲ୍ଟ। ୩୩ ଜଣ ପରୀକ୍ଷାର୍ଥୀ ଯୋଗ୍ୟ ବିବେଚିତ। ୩୩ ଜଣଙ୍କ ମଧ୍ୟରେ ଅଛନ୍ତି ୨୪ ଜଣ ମହିଳା। ରାଜ୍ୟରେ
Read More...

ଏଣିକି ଯୁକ୍ତ ଦୁଇ ପରେ ପଢ଼ିପାରିବେ ବିଏଡ୍‌ : ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଆଉ ଯୁକ୍ତ ତିନି ନୁହେଁ ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍‌ ପାଠ୍ୟକ୍ରମ। ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ଏଣିକି ଯୁକ୍ତ ୨ ପରେ ବିଏଡ କରି ପାରିବେ ଛାତ୍ରଛାତ୍ରୀ। ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଶିକ୍ଷକ ଶିକ୍ଷଣ
Read More...

ସରିଲା ମାଟ୍ରିକ୍ ପରୀକ୍ଷା, ମାର୍ଚ୍ଚ ୧୯ରୁ ଖାତା ଦେଖା

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି। ଚଳିତ ଥର ମାଟ୍ରିକ, ମଧ୍ୟମା ଓ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ୫ ଲକ୍ଷ ୨୨ ହଜାର ୩୬୬ ପରୀକ୍ଷାର୍ଥୀ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ।
Read More...