Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମହାକୁମ୍ଭ ବୁଲାଇବାକୁ ନେଇ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଗୁଣାବତ୍ତା ପରୀକ୍ଷାରେ ଫେଲ୍ ମାରିଲା ୮୪ଟି ମେଡିସିନ୍
ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ
ଆତିଶୀ ହେବେ ଦିଲ୍ଲୀ ବିଧାନସଭାର ପ୍ରଥମ ମହିଳା ବିରୋଧୀ ଦଳ ନେତା
ଢ଼େଙ୍କାନାଳ: ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା
Browsing Category
ଶିକ୍ଷା
ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ନ ଲାଗିଲେ ବାତିଲ ହେବ ପରୀକ୍ଷା
ଭୁବନେଶ୍ବର: ଫାଇନାଲ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ଫାଇନାଲ ପରୀକ୍ଷା ପୂର୍ବରୁ ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଚିଠି ଲେଖିଛି। ଏଥିସହ!-->…
Read More...
Read More...
ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ ଦେବ ସ୍କୁଲ
କଟକ: ଗଣେଶ ପୂଜାରେ ମାଧ୍ୟମିକ ଶିକ୍ଷା ବୋର୍ଡର ବଡ଼ ଘୋଷଣା। ଏଣିକି ସ୍କୁଲ ଦେବ ଯୁକ୍ତ ଦୁଇ ନାମଲେଖା ପାଇଁ ସାମ୍ସରେ ଛାତ୍ରଛାତ୍ରୀଙ୍କ ତଥ୍ୟ। ନବମରେ ପଢିଥିବା ପିଲାମାନଙ୍କ ଅନଲାଇନ ପଞ୍ଜିକରଣ ବ୍ୟବସ୍ଥା ରହିଛି। ବାପା, ମାଆଙ୍କ ନାଁ, ଜନ୍ମ ତାରିଖ ପରି ତଥ୍ୟ ପୋର୍ଟାଲରେ ଅପଲୋଡ଼ ହେବ ।!-->…
Read More...
Read More...
ଆଇଟିଇଆର୍ରେ ଆୟୋଜିତ ହାକରୱାର ୫.୦ ରେ ୯୫ଟି ଟିମ୍ଙ୍କ ଯୋଗଦାନ
ଭୁବନେଶ୍ୱର, ସେପ୍ଟେମ୍ବର ୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ରେ ନିକଟରେ ଆୟୋଜିତ ୨୪ ଘଂଟିଆ ହାକରୱାର ୫.୦ ର ଶିକ୍ଷାନୁଷ୍ଠାନର ୫୮୦ ଛାତ୍ରଛାତ୍ରୀଙ୍କୁ ନେଇ ଗଠିତ ୯୫ଟି ଟିମ୍ ଭର୍ଚୁଆଲି ସାମିଲ!-->…
Read More...
Read More...
ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ସ୍ନାତକୋତ୍ତର ଶିକ୍ଷା ବୈଧ ଯୋଗ୍ୟତା ନୁହେଁ : ସୁପ୍ରିମକୋର୍ଟ
ଭୁବନେଶ୍ବର: ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତି ପାଇଁ ଅତ୍ୟାବଶ୍ୟକ ଯୋଗ୍ୟତା ହେଉଛି ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଡିପ୍ଲୋମା। ଏକ ଗୁରୁତ୍ୱପୂର୍ଣ୍ଣ ବିଚାରରେ, ଭାରତର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ସ୍ନାତକୋତ୍ତର ଶିକ୍ଷା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ବୈଧ!-->…
Read More...
Read More...
ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ। ବିଧାନସଭାରେ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ରାଜ୍ୟରେ ୧ ଲକ୍ଷ ୩୫ ହଜାର ୬୫୬ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦ ରହିଛି। ସେଥିରୁ ୩୦ ହଜାର ୫୪୦ ପ୍ରାଥମିକ!-->…
Read More...
Read More...
ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’
ଭୁବନେଶ୍ୱର: ରାଜ୍ୟର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ପୁର୍ବ ରାଜ୍ୟ ସରକାରଙ୍କ ବୈପ୍ଲବିକ ନୂଆ-ଓ ଛାତ୍ରବୃତ୍ତି ଯୋଜନା ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଏହା ବନ୍ଦ ହୋଇ ଆରମ୍ଭ ହେବ ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ ।
ସରକାର!-->!-->!-->…
Read More...
Read More...
ଓଡ଼ିଆରେ ଅନୁବାଦ ହେବ ବିଟେକର ସମସ୍ତ ପାଠ୍ୟପୁସ୍ତକ
ଭୁବନେଶ୍ୱର: ଏବେ ଇଞ୍ଜିନିୟରିଂ ତୃତୀୟ ଓ ଚତୁର୍ଥ ବର୍ଷ ପାଠ୍ୟପୁସ୍ତକ ଖୁବ୍ଶୀଘ୍ର ଓଡ଼ିଆରେ ଅନୁବାଦ ହେବ। ୫ଟି ଷ୍ଟ୍ରିମ୍ରେ ଏହା ମିଳିବ ବୋଲି ଏଆଇସିଟିଇ ଅଧ୍ୟକ୍ଷ ଟିଜି ସୀତାରାମ ସୂଚନା ଦେଇଛନ୍ତି। ଏନେଇ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାପୂର୍ବରୁ ପ୍ରଥମ ବର୍ଷ ବିଟେକ!-->…
Read More...
Read More...
+୩ ନାମଲେଖା ଗାଇଡଲାଇନ୍ ରେ ପରିବର୍ତନ
ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ହେବ ପରିବର୍ତ୍ତନ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଛାତ୍ରୀଛାତ୍ର ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ। ଛାତ୍ରୀଛାତ୍ରଙ୍କ ହିତ ଦୃଷ୍ଟିରୁ ବିଭାଗ ପକ୍ଷରୁ!-->…
Read More...
Read More...
ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ପାସ୍ ହାର ୫୫.୪% ରହିଛି।ମାଟ୍ରିକ୍ ସପ୍ଲିମେଣ୍ଟାରୀରେ ଚଳିତ ବର୍ଷ ୭୯୬ ଜଣ ପିଲା ପରୀକ୍ଷା ଦେଇଥିବା ବେଳେ!-->…
Read More...
Read More...
ସୋଆରେ ର୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ
ଭୁବନେଶ୍ୱର, ୨୧/୦୮ : ର୍ୟାଗିଙ୍ଗ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ର୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ ହୋଇଯାଇଛି ।ୟୁଜିସିର ନିୟମାବଳୀ ଅନୁଯାୟୀ ସୋଆର!-->…
Read More...
Read More...