Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍
Browsing Category
TOP STORIES
ବାତ୍ୟା ଆଶଙ୍କା: ମାଲକାନଗିରିରେ ୧୯ ଓ ୨୦ରେ ସ୍କୁଲ୍, କଲେଜ ଛୁଟି
ମାଲକାନଗିରି: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ଦୁଇ ଦିନ ପାଇଁ ସମସ୍ତ ସ୍କୁଲ୍, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲାପାଳ। ନଭେମ୍ବର ୧୯ ଓ ୨୦ ତାରିଖରେ ଜିଲ୍ଲାର ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ!-->…
Read More...
Read More...
ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓଏଫଡିସି ଅଧ୍ୟକ୍ଷ ଦାୟିତ୍ୱ
ଭୁବନେଶ୍ବର: ରାଜ୍ୟର ବରିଷ୍ଠ ଆଇଏଏସ୍ ଅଧିକାରୀ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ (ଓଏଫଡିସି)ର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ତାଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
୧୯୯୯!-->!-->!-->…
Read More...
Read More...
ଦିଲ୍ଲୀରେ ପୁରୁଣା କୋଠାର ଛାତ ଭୁଶୁଡ଼ି ୨ ମୃତ, ୪ ଆହତ
ନୂଆଦିଲ୍ଲୀ:ଦିଲ୍ଲୀର ଶାହଦରା ଜିଲ୍ଲା ଅନ୍ତର୍ଗତ ଉଜ୍ବଳା ନଗରରେ ଏକ ପୁରୁଣା କୋଠାର ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ ଶିଶୁଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୪ ଜଣ ଆହତ ହୋଇଛନ୍ତି। ମଙ୍ଗଳବାର ସକାଳେ ଘଟିଥିବା ଏହି ଦୁର୍ଘଟଣା ପରେ ପୋଲିସ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟ!-->…
Read More...
Read More...
ବଢ଼ିଲା ମହଙ୍ଗା ଭତ୍ତା, ଏବେ ମିଳିବ ୬୩%
ଭୁବନେଶ୍ବର: ରାଜ୍ୟର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର। ମହଙ୍ଗା ଭତ୍ତା ରେ ୩ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାଦ୍ୱାରା କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬୦ ପ୍ରତିଶତରୁ ବୃଦ୍ଧି ପାଇ ୬୩ ପ୍ରତିଶତ ହୋଇଛି। ନୂତନ ହାର ଚଳିତ ବର୍ଷ!-->…
Read More...
Read More...
ଶୀତ ଅଧିବେଶନ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ
ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ସପ୍ତଦଶ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ବିଧାନସଭାକୁ ତ୍ରିସ୍ତରୀୟ ସୁରକ୍ଷା ବଳୟ!-->…
Read More...
Read More...
ଭୀଷଣ ବାତ୍ୟାର ରୂପ ନେବକି ‘ ଅକ୍ୱାନ ‘ ?
ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଭାଗ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବା ବାତ୍ୟା ' ଅକ୍ୱାନ ' ଉତ୍ତର - ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆଜି ସନ୍ଧ୍ୟା ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଭୀଷଣ ବାତ୍ୟା ରୂପରେ ପରିଣତ ହେବ ଏବଂ ୧୯!-->…
Read More...
Read More...
ଏଥର ହେବ ନାହିଁକି ମହାପ୍ରଭୁଙ୍କ ବାଙ୍କଚୂଡା ବେଶ ?
ପୁରୀ: ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ ପଞ୍ଚୁକ ବ୍ରତ। ଏଥର ତିଥି କ୍ଷୟ ଯୋଗୁ ଚଳିତବର୍ଷ ପଞ୍ଚୁକ ୪ ଦିନ ପଡୁଛି। ଏହି ଦିନମାନଙ୍କରେ ମହାପ୍ରଭୁ ବିଭିନ୍ନ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ତେଣୁ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ହେବ ନାହିଁ। ଶ୍ରଦ୍ଧାଳୁଙ୍କ ସୁରକ୍ଷା, ଭିଡ ନିୟନ୍ତ୍ରଣ!-->…
Read More...
Read More...
ସରକାରୀ ସ୍କୁଲ ଛାତ୍ରୀଙ୍କୁ ମିଳିବ ମାଗଣା ସାନିଟାରି ପ୍ୟାଡ୍
ଉତ୍ତରପ୍ରଦେଶ: କିଶୋରୀଙ୍କ ଋତୁସ୍ରାବ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତାକୁ ଗୁରୁତ୍ୱ ଦେଇ ଉତ୍ତରପ୍ରଦେଶର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ଛାତ୍ରୀଙ୍କୁ ମାଗଣା ସାନିଟାରି ପ୍ୟାଡ୍ ଯୋଗାଇବାକୁ ଯୋଜନା କରୁଛନ୍ତି ଯୋଗୀ ଆଦିତ୍ୟନାଥ ସରକାର। ଏଥିପାଇଁ ଏକ ରୋଡ୍ମ୍ୟାପ୍ ପ୍ରସ୍ତୁତି ଚାଲିଥିବା!-->…
Read More...
Read More...
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି
ସମୁଦାୟ ମହଙ୍ଗା ଭତ୍ତା ୬୦ ରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଲା
ପିଛିଲା ଭାବେ ୨୦୨୬ ଜୁଲାଇ’ରୁ ଲାଗୁ ହେବ
ପେନସନ୍ଭୋଗୀଙ୍କ ଟି. ଆଇ ରେ ମଧ୍ୟ ବୃଦ୍ଧି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ!-->!-->!-->!-->!-->!-->!-->!-->!-->…
Read More...
Read More...
ଦିବଙ୍ଗତ ପଦ୍ମଶ୍ରୀ ଅଶୋକ କୁମାର ମହାପାତ୍ରଙ୍କ ସ୍ମୃତି ଉଦ୍ଦେଶ୍ୟରେ ସୋଫଲମାଳା ୫ମ ଖଣ୍ଡ ଉତ୍ସର୍ଗୀକୃତ
ଭୁବନେଶ୍ୱର, ୧୩/୧୧: ସୋଆ ବିଶ୍ୱବିଦ୍ୟାଳୟର ପାକ୍ଷିକ ବକ୍ତୃତା କାର୍ଯ୍ୟକ୍ରମ ‘ସୋଫଲ’ର ସଂକଳନ ‘ସୋଫଲମାଳା’ର ୫ମ ଖଣ୍ଡକୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଶୁକ୍ରବାର ଉନ୍ମୋଚନ କରିବା ଅବସରରେ ଏହାକୁ ଦିବଙ୍ଗତ ପଦ୍ମଶ୍ରୀ ପ୍ରଫେସର!-->…
Read More...
Read More...