ପ୍ରମୁଖ ଖବର

ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚୟନ କରିବେ ଉଚ୍ଚସ୍ତରୀୟ କମିଟି, ଅବସରକାଳୀନ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଦେବେ ଅନୁମୋଦନ
ସିଂହାମୁଣ୍ଡାରେ ଝାଡ଼ାବାନ୍ତି ଦୁଇ ମୃତ, ୫୦ରୁ ଅଧିକ ଆକ୍ରାନ୍ତ
ସିପିଆଇଏମ୍ ମହାସଚିବ ସୀତାରାମ ୟେଚୁରୀଙ୍କ ଦେହାନ୍ତ, ଦିଲ୍ଲୀ ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ
ଆସନ୍ତା ୨୪ ଘଣ୍ଟାରେ ବାଂଲାଦେଶ ଲଘୁଚାପ ସମ୍ଭାବନା ରହିଛି, ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ
ଉତ୍ତରପ୍ରଦେଶ ବାହାରାଇଚରେ ମାତିଛି ମଣିଷଖିଆ ଗଧିଆ: ଦୁଇ ଦିନରେ ତିନି ଶିଶୁଙ୍କୁ ମରାଣାନ୍ତକ ଆକ୍ରମଣ , ସତର୍କ ରହିବାକୁ ବନବିଭାଗର ପରାମର୍ଶ
Browsing Category

TOP STORIES

କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କ ପାଇଁ ବଡ଼ ନିଷ୍ପତ୍ତି

ଭୁବନେଶ୍ବର: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌ ବୈଠକରେ ଅଗ୍ନିବୀରଙ୍କୁ ନେଇ ଆଜି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଅଗ୍ନିବୀରଙ୍କ ପାଇଁ ରାଜ୍ୟ…
Read More...

କୋଟିପତି ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁ ଗିରଫ

ଭଞ୍ଜନଗର: ବନ୍ଧା ହେଲେ ଭଞ୍ଜନଗର ଜଳ ସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ୱାଇଁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ପ୍ରସନ୍ନ ସ୍ୱାଇଁଙ୍କୁ ଗିରଫ କରିଛି ଭିଜିଲାନ୍ସ। ବୁଧବାର ଭିଜିଲାନ୍ସ ପକ୍ଷରୁ ତାଙ୍କର ସମସ୍ତ ସ୍ତାବର ଅସ୍ତାବର ସମ୍ପତ୍ତି ଉପରେ ଚଢାଉ କରିଥିଲା…
Read More...

ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ: ସିପିଆଇଏମ ସାଧାରଣ ସମ୍ପାଦକ ତଥା ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀଙ୍କ ଦେହାନ୍ତ ହୋଇଛି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ…
Read More...

ପୁନଃ ନିଯୁକ୍ତି ପାଇବେ ଅବସରପ୍ରାପ୍ତ ସରକାରୀ ବାବୁ

ଭୁବନେଶ୍ବର: ଅବସରପ୍ରାପ୍ତ ସରକାରୀ ବାବୁଙ୍କ ପୁନଃ ନିଯୁକ୍ତି ପାଇଁ ଓଡିଶା ସରକାର ଆଣିଲେ ନୂଆ ଗାଇଡଲାଇନ୍। ପୁନଃ ନିଯୁକ୍ତି ପାଇବାକୁ ହେଲେ ଅବସରପ୍ରାପ୍ତ ଅଧିକାରୀଙ୍କୁ କେଉଁ ମାନଦଣ୍ଡରେ କିପରି ଚୟନ କରାଯିବ, ସେ ନେଇ ଜାରି ହୋଇଛି ଗାଇଡଲାଇନ। ଗାଇଡଲାଇନ୍ ଅନୁସାରେ ଅବସରପ୍ରାପ୍ତ ସରକାରୀ…
Read More...

ଘୂର୍ଣ୍ଣିବଳୟ ପ୍ରଭାବ ରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମିଆଁମାର ଉପରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ବାଂଲାଦେଶ ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଆସି ପହଞ୍ଚିବ। ସେହିପରି ଉପଗ୍ରହ ରୁ ଉତ୍ତୋଳନ କରଯାଇଥିବା ପାଣିପାଗ ସମ୍ବନ୍ଧୀୟ ଚିତ୍ର ଦର୍ଶାଉଛି ଯେ, ଉତ୍ତର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର…
Read More...

ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼ ଜଣେ ମୃତ, ୩ ଗୁରୁତର

ଖୁଣ୍ଟୁଣୀ: ଗଣେଶ ମୂର୍ତ୍ତି ଭସାଣି ବେଳେ ଘଟିଛି ଅଘଟଣ। ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଛୁରାମାଡ଼ ହୋଇଛି। ଗଣେଶ ମୂର୍ତ୍ତି ଭସାଣି ବେଳେ ଛୁରାମାଡ଼, ଜଣେ ମୃତ ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଏହି ଅଘଟଣ…
Read More...

ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ; ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି । ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର…
Read More...

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତେବେ ପ୍ରସନ୍ନ କୁମାରଙ୍କ ବିରୋଧରେ ଗତ କିଛି…
Read More...

ଛାତରୁ ଡେଇଁ ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା

ମୁମ୍ୱାଇ: ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ବାପାଙ୍କ ସନ୍ଦେହଜନକ ମୃତ୍ୟୁ। ୬ ତାଲା ବିଲ୍ଡିଂ ଛାତରୁ ଡେଇଁ ମଲାଇକାଙ୍କ ବାପା ଅନିଲ ଅରୋରାଙ୍କ ମୃତ୍ୟୁ। ତେବେ ଛାତ ଉପରୁ ଡେଇଁ ଅନିଲ୍ ଅରୋରା ଆତ୍ମହତ୍ୟ କରିଥିବା ଚର୍ଚ୍ଚା। ଆତ୍ମହତ୍ୟା କରିଛନ୍ତି ବଲିଉଡ ଅଭିନେତ୍ରୀ ମଲାଇକା…
Read More...

ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ

ଭୁବନେଶ୍ବର: ସବୁ ଗାଁକୁ ମିଳିବ ବିଜୁଳି। ମାର୍ଚ୍ଚ ୨୦୨୫ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଦ୍ୟୁତ ସଂଯୋଗ ଦିଆଯିବ। ଆଜି ବିଧାନସଭାରେ ବିଧାୟକ ବଦ୍ରି ପାତ୍ରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ବିଧାନସଭା ପ୍ରଶ୍ନକାଳରେ ସମସ୍ତ ରାଜସ୍ଵ ଗାଁକୁ କେବେ…
Read More...