Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Browsing Category
TOP STORIES
କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା
କଟକ: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ। କଟକ ମଣି ସାହୁ ଛକରେ ଆପର୍ଟମେଣ୍ଟ ତାଜା ଭୁସୁଡିବା ଘଟଣା ପରେ!-->…
Read More...
Read More...
ମହିଳା ଦୃଷ୍ଟିବାଧିତ ୪ ଖେଳାଳିଙ୍କୁ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ
ଭୁବନେଶ୍ବର: ଟି-୨୦ ଦୃଷ୍ଟିବାଧିତ ବିଶ୍ୱକପ ଦଳରେ ରହିଥିବା ୪ଜଣ ଓଡ଼ିଆ ଖେଳାଳି ଆଜି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ବିଜୟୀ ଓଡିଆ ଖେଳାଳିଙ୍କୁ ସମ୍ବର୍ଦ୍ଧନା!-->…
Read More...
Read More...
ଚଳନ୍ତା ଟ୍ରେନରୁ ଖସିପଡି ଚାଲିଗଲା ଶିକ୍ଷକଙ୍କ ଜୀବନ
ଝାରସୁଗୁଡା: ଝାରସୁଗୁଡା ରେଳ ଷ୍ଟେସନରେ ଅଘଟଣ। ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଏକ ଅଘଟଣ ଘଟି ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ଼ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଗୁରୁଜୀ ଭାବେ କାମ କରୁଥିବା ଛତିଶଗଡ଼ ରାୟପୁରର ବି.ଶିବଶଙ୍କର (୬୫)!-->…
Read More...
Read More...
କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ବର: ପୁଣି ଚର୍ଚ୍ଚାରେ କିଟ୍ ବିଶ୍ବବିଦ୍ୟାଳୟ। କିଟ୍ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ହଷ୍ଟେଲରୁ ଛାତ୍ରଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି। ମୃତ ଛାତ୍ର ଛତିଶଗଡର ରାହୁଲ ଯାଦବ ବୋଲି ସୂଚନା ମିଳିଛି । ସେ କମ୍ପ୍ୟୁଟର!-->…
Read More...
Read More...
ସଂସଦରେ ନାରାବାଜି ଡ୍ରାମା କରନାହିଁ : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ସୋମବାରଠାରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଦିବ୍ୟଙ୍ଗତ ସାଂସଦଙ୍କ ଉଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ବାଚସ୍ପତି ଓମ୍ ବିର୍ଲା। ଦିବ୍ୟଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ୧ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଏହା!-->…
Read More...
Read More...
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ ରିପୋର୍ଟ ପଞ୍ଜୀକୃତ ହୋଇଛି। ସେମାନଙ୍କ ମଧ୍ୟରୁ ୮,୩୬୨ ଶିଶୁଙ୍କୁ ଉଦ୍ଧାର କରାଯାଇଥିବାବେଳେ ୨,୯୭୫ ଜଣ ନିଖୋଜ ଅଛନ୍ତି। ଏସବୁ ରିପୋର୍ଟକୁ ପଞ୍ଜୀକୃତ କରାଯାଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍(ଡିସିପିୟୁ)କୁ ହସ୍ତାନ୍ତର!-->…
Read More...
Read More...
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆ ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମନ କି ବାତର ୧୨୮ତମ ଏପିସୋଡ୍ ରେ ତାଙ୍କ ବକ୍ତବ୍ୟ ରଖିଛନ୍ତି। ଏହି ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରେରଣାଦାୟକ କାହାଣୀ କହିଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ୟ ହେଉଛି!-->…
Read More...
Read More...
ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
ନ୍ୟୁଜ୍ ବ୍ୟୁରୋ: ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍ଏମ୍ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ଗଡ଼ଚିରୋଲି ଜିଲ୍ଲା ଗୋଁଦିଆ ପୋଲିସ ଆଗରେ ଏମାନେ ଆତ୍ମ ସମର୍ପଣ କରିଛନ୍ତି। ତେବେ!-->…
Read More...
Read More...
ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ
ନ୍ୟୁଜ୍ ବ୍ୟୁରୋ: ରାଜ୍ୟରେ ଆଉ ୧୫ଟି ପୋକ୍ସୋ ଅଦାଲତ ଖୋଲିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଏନେଇ ଆରମ୍ଭ ହୋଇଯାଇଛି ପ୍ରକ୍ରିୟା। ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ରେ ଖୋଲିବ ପୋକ୍ସୋ ଅଦାଲତ।ସେହିପରି ବାଲେଶ୍ବର,!-->…
Read More...
Read More...
ଜାଭେଦ ଅଖତର ପ୍ରଥମ ସୋଆ ସାହିତ୍ୟ ସମ୍ମାନରେ ସମ୍ମାନିତ
ଭୁବନେଶ୍ୱର, ନଭେମ୍ବର ୨୯: ସୋଆ ସାହିତ୍ୟ ଉତ୍ସବର ତୃତୀୟ ସଂସ୍କରଣ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କ ଦ୍ୱାରା ଶନିବାର ଉଦ୍ଘାଟିତ ହୋଇଯାଇଛି । ଏହି ସାହିତ୍ୟ ଉତ୍ସବକୁ ଉଦ୍ଘାଟନ କରିବା ଅବସରରେ ରାଜ୍ୟପାଳ କହିଛନ୍ତି ଯେ ଯଦିଓ ବୈଷୟିକ ଜ୍ଞାନ କୌଶଳ ପରିବ୍ୟାପ୍ତ ହେବାରେ!-->…
Read More...
Read More...