Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ
Browsing Category
TOP STORIES
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ବ୍ରହ୍ମପୁର: ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ କଲେଜରେ ଅନୁଷ୍ଠିତ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ପରୀକ୍ଷାକୁ ନେଇ ସୃଷ୍ଟି ହୋଇଥିବା ବିବାଦରେ ନୂଆ ମୋଡ଼ ଆସିଛି। ଗତ ୨୭ ତାରିଖରେ ହୋଇଥିବା ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ହୋଇନଥିବା ବେଳେ ଏହା ଏକ!-->…
Read More...
Read More...
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ରୁଷିଆ-ୟୁକ୍ରେନ ଯୁଦ୍ଧରେ ମୃତ, ନିଖୋଜ କିମ୍ବା ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA)କୁ ଜଣେ ନୋଡାଲ ଅଧିକାରୀ ନିଯୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ବିଚାରପତି ସୂର୍ଯ୍ୟକାନ୍ତ,!-->!-->!-->…
Read More...
Read More...
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରି ରାଜ୍ୟର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବିଶେଷ କରି ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ସୁରକ୍ଷା ବ୍ୟବସ୍ଥା ଏବଂ!-->…
Read More...
Read More...
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍
ନୂଆଦିଲ୍ଲୀ: ୨୦ ପ୍ରତିଶତ ଇଥାନଲ୍ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର କଲେ ଗାଡ଼ିର ମାଇଲେଜ୍ ୨ରୁ ୬ ପ୍ରତିଶତ ପର୍ଯ୍ୟନ୍ତ କମିପାରେ। ତେବେ ଏହା ଇଞ୍ଜିନ୍ର କ୍ଷତି କିମ୍ବା ଫେଲ୍ ହେବାର କୌଣସି ପ୍ରମାଣ ମିଳିନାହିଁ ବୋଲି ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ଲୋକସଭାରେ!-->…
Read More...
Read More...
ଅଗଷ୍ଟ ୧ରୁ ବଦଳିବ ସ୍ପିଡ୍ ପୋଷ୍ଟ ନିୟମ
ନୂଆଦିଲ୍ଲୀ: ଗୁରୁତ୍ୱପୂର୍ଣ୍ଣ ଦସ୍ତାବେଜ ପଠାଇବା ପାଇଁ ଆଜି ମଧ୍ୟ ଅନେକ ଲୋକ ସ୍ପିଡ୍ ପୋଷ୍ଟ ଉପରେ ଭରସା କରନ୍ତି। ପାନ୍ କାର୍ଡ, ଆଧାର କାର୍ଡ, ପାସପୋର୍ଟ ଭଳି ଜରୁରୀ ଦସ୍ତାବେଜ ପଠାଉଥିଲେ ଅଗଷ୍ଟ ୧ରୁ ଲାଗୁ ହେଉଥିବା ନୂଆ ନିୟମ ବିଷୟରେ ଜାଣି ରଖିବା ଆବଶ୍ୟକ। ଡାକ ବିଭାଗ ନୂତନ!-->…
Read More...
Read More...
ରାଜ୍ୟସଭାରେ ପାସ୍ ହେଲା ଆଣ୍ଟି-ପେପର ଲିକ୍ ବିଲ୍
ନୂଆଦିଲ୍ଲୀ: ଲୋକସଭାରେ ଗୃହୀତ ହେବା ପରେ ଆଣ୍ଟି-ପେପର ଲିକ୍ ବିଲ୍କୁ ଗୁରୁବାର ରାଜ୍ୟସଭା ମଧ୍ୟ ଅନୁମୋଦନ କରିଛି। ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଭଏସ୍ ଭୋଟ୍ରେ ବିଲ୍କୁ ପାସ୍ କରିଥିଲେ। ବିଲ୍ ଉପରେ ଆଲୋଚନା ସମୟରେ ବିରୋଧୀ ଦଳ ୱାକ୍ଆଉଟ୍ କରିଥିଲେ।!-->…
Read More...
Read More...
ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ
ଭଦ୍ରକ: ଭଦ୍ରକ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ସୋମେଶ କୁମାର ଉପାଧ୍ୟାୟଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ରାଜ୍ୟ ସରକାର ପକ୍ଷରୁ ଆନୁଷ୍ଠାନିକ ଆଦେଶ ଜାରି କରାଯାଇଛି। ବର୍ତ୍ତମାନର ଭଦ୍ରକ ଜିଲ୍ଲାପାଳ ଦିଲୀପ ରାଉତରାୟଙ୍କ କାର୍ଯ୍ୟକାଳ ଜୁଲାଇ ୩୧ରେ ଶେଷ ହେବାକୁ ଥିବାରୁ, ତାଙ୍କ ସ୍ଥାନରେ!-->…
Read More...
Read More...
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି
ଭୁବନେଶ୍ବର: ଲଗାଣ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ସମସ୍ତ ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ!-->…
Read More...
Read More...
ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ
କୁମାମୋଟୋ: ଦକ୍ଷିଣ ଜାପାନର କୁମାମୋଟୋ ଅଞ୍ଚଳରେ ବୁଧବାର ରିକ୍ଟର ସ୍କେଲରେ ୭.୧ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଭୂମିକମ୍ପରେ ଅତି କମରେ ୨୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬୨ ଜଣ ଆହତ ହୋଇଛନ୍ତି। ପ୍ରବଳ କମ୍ପନ ଯୋଗୁଁ ଏକ ସପିଂ ମଲ୍ ସମେତ ଅନେକ ଘର ଭୁଶୁଡ଼ି!-->…
Read More...
Read More...
୧୧ କୋଟିର ମାନହାନି ମାମଲା କଲେ ନିତିନ୍ ଗଡ଼କରୀ
ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନିତିନ୍ ଗଡ଼କରୀ ପେଟ୍ରୋଲରେ ଇଥାନଲ୍ ମିଶ୍ରଣ କାର୍ଯ୍ୟକ୍ରମକୁ ନେଇ ତାଙ୍କ ଓ ପରିବାର ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ପ୍ରସାରିତ ବିଭ୍ରାନ୍ତକର ତଥ୍ୟ, ଆପତ୍ତିଜନକ ପୋଷ୍ଟ ଏବଂ ଏଆଇ-ପ୍ରସ୍ତୁତ ଡିପ୍ଫେକ୍ ଭିଡିଓ ବିରୋଧରେ ବମ୍ବେ!-->…
Read More...
Read More...