Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ନୂଆପଡ଼ା: ଭିଜିଲାନ୍ସ ଜାଲରେ ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ। ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ। ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା ପିପିଲିର ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ!-->…
Read More...
Read More...
ଶ୍ରୀମନ୍ଦରରେ ଲାଗିବ ଆଣ୍ଟିଡ୍ରୋନ ସିଷ୍ଟମ୍
ପୁରୀ: ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍ ସିଷ୍ଟମ୍। ପୁରୀ ଜଗନ୍ନାଥ ମନ୍ଦିରରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣର ଆଶଙ୍କାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ତୀର୍ଥସ୍ଥଳୀର ସୁରକ୍ଷା ପାଇଁ ଆଣ୍ଟି-ଡ୍ରୋନ ପ୍ରଯୁକ୍ତି ସ୍ଥାପନ ଉପରେ ବିଚାର କରୁଛନ୍ତି। ଆଣ୍ଟିଡ୍ରୋନ୍ ଟେକ୍ନୋଲୋଜି!-->…
Read More...
Read More...
୨୭ତାରିଖ ବେଳକୁ ବଙ୍ଗୋପସାଗର ରେ ଲଘୁଚାପ ସୃଷ୍ଟି ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣ ର ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ, କେଉଁଝର ଜିଲ୍ଲାର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା!-->…
Read More...
Read More...
୨୦୩୫ ସୁଦ୍ଧା ସ୍ଥାପନ ହେବ ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ
ଭୁବନେଶ୍ୱର: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଅର୍ଥାତ୍ ଇସ୍ରୋ ମହାକାଶରେ ୨୦୩୫ ସୁଦ୍ଧା ଏକ ମଡ୍ୟୁଲାର ମହାକାଶକେନ୍ଦ୍ର - “ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ୍’’ ସ୍ଥାପନ କରିବାର ଯୋଜନା ରଖିଛି ବୋଲି ବୁଧବାର ଇସ୍ରୋର ଅଧ୍ୟକ୍ଷ ତଥା ମହାକାଶ ବିଭାଗର ସଚିବ ଡକ୍ଟର ଭି. ନାରାୟଣନ୍ କହିଛନ୍ତି।!-->…
Read More...
Read More...
ସ୍ୱତନ୍ତ୍ର ଓଟିଇଟି-୨୦୨୫ ପାଇଁ ଅନଲାଇନ୍ ପଞ୍ଜୀକରଣ ତାରିଖ ମେ’୨୭ ଯାଏଁ ବୃଦ୍ଧି
ଭୁବନେଶ୍ବର: ସ୍ୱତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପାଇଁ ଅନଲାଇନ୍ ପଞ୍ଜୀକରଣର ଶେଷ ତାରିଖ ଏବଂ ସମୟ ଆଜି (ଗୁରୁବାର) ପୂର୍ବାହ୍ନ ୧୧.୪୫ ଥିଲା। ଏବେ ଏହାର ଶେଷ ତାରିଖକୁ ମେ’ ୨୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ପକ୍ଷରୁ ଗୁରୁବାର ଏକ!-->…
Read More...
Read More...
୧୧୫୦୦୦ କୋଟି ଟଙ୍କାର ୨୪ ଶିଳ୍ପ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଯାଜପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଯାଜପୁରର କଳିଙ୍ଗନଗର ଠାରେ ୧,୧୫,୦୦୦ କୋଟି ଟଙ୍କାର ମୋଟ ୨୪ଟି ଶିଳ୍ପ ପ୍ରକଳ୍ପର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହା ୩୬,୦୦୦ ଲୋକଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବ। ଆଜି ପ୍ରାୟ ୪୯ ହଜାର କୋଟି ଟଙ୍କାର!-->…
Read More...
Read More...
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଲେ ତିଗିରିଆ ଥାନା ଏଏସଆଇ
ତିଗିରିଆ: ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ ବେହେରା। ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରଦୀପଙ୍କୁ ଧରିଛି ଭିଜିଲାନ୍ସ ଟିମ୍। ସୂଚନା ଅନୁସାରେ ଏକ ମାମଲାର ରଫାଦଫା କରିବା ପାଇଁ ପ୍ରଦୀପ ଲାଞ୍ଚ ନେଉଥିଲେ। ଖବର ପାଇ ଭିଜିଲାନ୍ସ ଏହି ସମୟରେ ତାଙ୍କୁ ମାଡିବସିଥିଲା।
!-->!-->!-->…
Read More...
Read More...
ଏପ୍ରିଲ ୨୨ର ଜବାବ ମାତ୍ର ୨୨ ମିନିଟ୍ରେ ଦେଲୁ : ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଆଜି ରାଜସ୍ଥାନ ଗସ୍ତ କରିଛନ୍ତି। ରାଜସ୍ଥାନ ବିକାନେରରୁ ପାକିସ୍ତାନକୁ ଟାର୍ଗେଟ୍ କରି ପ୍ରଧାନମନ୍ତ୍ରୀ କହିଛନ୍ତି, "ଏପ୍ରିଲ ୨୨ର ଜବାବ ମାତ୍ର ୨୨ ମିନିଟ୍ରେ ଦେଲୁ। ରାଜସ୍ଥାନର ବିକାନେରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ଏବଂ!-->…
Read More...
Read More...
ଓଏସଏସସି ଅଧ୍ୟକ୍ଷ ହେଲେ ସୁଧାକର ବୁର୍ଗି
ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ(ଓଏସଏସସି)କୁ ମିଳିଲା ନୂଆ ଅଧ୍ୟକ୍ଷ। ଅବସରପ୍ରାପ୍ତ ଆଇଏଏସ ସୁଧାକର ବୁର୍ଗି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନର ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି। ପୂର୍ବତନ ଡିଜିପି ଅଭୟଙ୍କ ଓଏସଏସସି ଅଧ୍ୟକ୍ଷ ପଦରୁ ଇସ୍ତଫା ପରେ ସୁଧାକର!-->…
Read More...
Read More...
ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୪ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକର ୪ ଜଣ ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ। ୨୦ ଲକ୍ଷ ଟଙ୍କା ସରକାରୀ ଅର୍ଥ ଆତ୍ମସାତ୍ ଅଭିଯୋଗରେ ଗିରଫ ହେଲେ ଏହି ୪ କର୍ମଚାରୀ। ଜଳ ବିଭାଜିକା ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର ନାଏକ ବନ୍ଧା ହେଲେ।
ସେହିପରି ମୂର୍ତ୍ତିକା ସଂରକ୍ଷଣ!-->!-->!-->…
Read More...
Read More...