Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
ଭୁବନେଶ୍ୱରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ଦେଶରେ କରୋନାର ମାମଲା ବଢି ଚାଲିଥିବା ବେଳେ ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କରୋନା ଆକ୍ରାନ୍ତ। ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି। ନିକଟରେ ସେ ଦିଲ୍ଲୀରୁ ଫେରିଥିଲେ। ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବା ବେଳେ ଏବେ ସେ ଘରୋଇ ହସପିଟାଲରେ ଚିକିତ୍ସାଧୀନ!-->…
Read More...
Read More...
ବେଲୁଚିସ୍ତାନରେ ସ୍କୁଲ ବସ୍ ଉପରେ ଆତଙ୍କବାଦୀ ଆକ୍ରମଣ
ପାକିସ୍ତାନ: ପାକିସ୍ତାନର ବେଲୁଚିସ୍ତାନରେ ସ୍କୁଲ ବସ୍ ଉପରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ସ୍କୁଲ ବସ୍କୁ ଟାର୍ଗେଟ କରିଥିଲେ। ଏହି ଆକ୍ରମଣରେ ବସ୍ରେ ଥିବା ଚାରି ଜଣ ପିଲାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩୮ ଜଣ ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ,!-->…
Read More...
Read More...
ଜୁନ୍ ୨୩ ତାରିଖରେ ହେବନି ପଞ୍ଚାୟତ ଉପନିର୍ବାଚନ
ଭୁବନେଶ୍ବର:ଚଳିତ ବର୍ଷ ଜୁନ୍ ୨୩ ତାରିଖରେ ହେବାକୁ ଥିବା ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ। ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ। ସଅଳ ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିବା ନେି ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିଶନ। ଜୁନ୍ ୨୩ ତାରିଖରେ!-->…
Read More...
Read More...
ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ିଲା
ଜୁନରୁ ମିଳିବ ୩୫୦୦ ଟଙ୍କାଭୁବନେଶ୍ବର: ଦିବ୍ୟାଙ୍ଗଙ୍କ ପାଇଁ ଖୁସିଖବର। ବଢ଼ିଲା ଭତ୍ତା। ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢିଲା। ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ଏଣିକି ୩୫୦୦ ଟଙ୍କା!-->…
Read More...
Read More...
ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ, ପାସ୍ ହାର ୮୨.୭୭ ପ୍ରତିଶତ
ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଅପରାହ୍ନ ୪ ଟା ସମୟରେ ପ୍ରକାଶ ପାଇଛି ଯୁକ୍ତ ଦୁଇ ରେଜଲ୍ଟ। ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଏବଂ ଧନ୍ଦାମୂଳକ ଶିକ୍ଷାରେ ପ୍ରକାଶ ପାଇଛି ଫଳ। ଏନେଇ ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା । CHSE!-->…
Read More...
Read More...
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ; ୨୭ରୁ ଅଧିକ ନକ୍ସଲ ନିପାତ
ଛତିଶଗଡ: ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ଛତିଶଗଡର ନାରାୟଣପୁର ଜିଲାରେ ଡିଆରଜିର ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ପରେ ଅବୁଝମାଡ ଅଞ୍ଚଳରେ ଏଯାଏଁ ୨୭ରୁ ଅଧିକ ନକ୍ସଲ ନିପାତ ହୋଇଥିବା ନେଇ ଖବର ମିଳିଛି। ମୃତ ନକ୍ସଲଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି କୁହାଯାଉଛି।
!-->!-->…
Read More...
Read More...
ଦୂର ହେଲା ମାତୃତ୍ୱ ଛୁଟି ଦ୍ୱନ୍ଦ୍ୱ : ନିର୍ଦ୍ଦିଷ୍ଟ ନିୟମ ସ୍ଥିର କଲେ ସରକାର
ଭୁବନେଶ୍ବର: ମହିଳା ସରକାରୀ କର୍ମଚାରୀମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିର କରିଛନ୍ତି ସରକାର। ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ, ପ୍ରସବ ତାରିଖର ଛଅ ମାସ ମଧ୍ୟରେ ୧୮୦ ଦିନର ମାତୃତ୍ଵ ଛୁଟି ନେଇ!-->…
Read More...
Read More...
ଭୁବନେଶ୍ବରରେ ଇସ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ
ଭୁବନେଶ୍ବର: ଇସ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ସୋଆ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଏନ୍ଏଇ ଓଡ଼ିଶା ଶାଖାର ଅଧ୍ୟକ୍ଷ ତଥା ସୋଆ ଆନ୍ତର୍ଜାତିକ ଉପଦେଷ୍ଟା!-->…
Read More...
Read More...
ସୀମାବର୍ତ୍ତୀ ଗ୍ରାମର ପୁନର୍ବାସ ପାଇଁ ସହଯୋଗର ହାତ ବଢ଼ାଇଲେ ଜିନ୍ଦଲ ଷ୍ଟିଲ କର୍ମଚାରୀ
ନୂଆଦିଲ୍ଲୀ; ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଅପରେସନ ସିନ୍ଦୁରର ଐତିହାସିକ ସଫଳତା ଦେଶ ପାଇଁ ଗୌରବ ଆଣିଥିବା ବେଳେ ଜମ୍ମୁ ଓ କଶ୍ମୀରର ସୀମାବର୍ତ୍ତୀ ସାଧାରଣ ଜନତା ଘୋର ମାନବୀୟ ସଂକଟର ସମ୍ମୁଖୀନ ହୋଇଛନ୍ତି। ଏଭଳି କଠିନ ପରିସ୍ଥିତିରେ ଜିନ୍ଦଲ ଷ୍ଟିଲର!-->…
Read More...
Read More...
୨୩ରୁ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆସନ୍ତା ୨୩ ତାରିଖରୁ ୧୧ତମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୫ ଆରମ୍ଭ ହେବ। ଜୁନ୍ ୨ ଯାଏ ଏହି ମେଳା ଚାଲିବ। ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଇଭେଟ୍ ଲିମିଟେଡ୍ ପକ୍ଷରୁଏହି ମେଳାର ଆୟୋଜନ କରାଯାଇଛି।
ରେଡକ୍ରସ୍!-->!-->!-->…
Read More...
Read More...