Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
TOP STORIES
ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ଜୟପୁର: ଜୟପୁରରେ ‘ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ (SODC) ହେବାକୁ ଯାଉଛି। ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ବରେ ଏନେଇ ଟାସ୍କ ଫୋର୍ସ ଗଠନ ହୋଇଛି। ପୂର୍ବ ସରକାର ଦକ୍ଷିଣ ଓଡ଼ିଶା ବିକାଶକୁ ଗୁରୁତ୍ବ ଦେଉନଥିଲେ।!-->…
Read More...
Read More...
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଜୟପୁର: ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ୩ୟ କିସ୍ତି ଟଙ୍କା। ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧ କୋଟିରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ବ୍ୟାଙ୍କ ଖାତାକୁ ଗଲା!-->…
Read More...
Read More...
ଘରୋଇ ହସ୍ପିଟାଲରେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
ଭୁବନେଶ୍ବର: ରାଜଧାନୀସ୍ଥିତ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଗତକାଲିର ଏହି ଘଟଣା ହସ୍ପିଟାଲ ପରିସରରେ ଶୋକାକୂଳ ପରିସ୍ଥିତି ସୃଷ୍ଟି କରିଛି। ମୃତକଙ୍କ ନାମ ସୋନାଲୀ ରାଉତ, ତାଙ୍କ ଘର ଗଞ୍ଜାମ ଜିଲ୍ଲାରେ ।
ସୂଚନା!-->!-->!-->…
Read More...
Read More...
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
କୋରାପୁଟ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଆଜି କୋରାପୁଟର ଜୟପୁର ଠାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ ପବିତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନିକୁନି!-->…
Read More...
Read More...
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁଲଗାମର ଅଖଲ ଅଞ୍ଚଳରେ ୯ଦିନ ହେଲାଣି ସର୍ଚ୍ଚ ଅପରେସନ ଜାରି ରହିଛି। ଶୁକ୍ରବାର ବିଳମ୍ବିତ ରାତିରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଆତଙ୍କୀଙ୍କ ଗୁଳିବର୍ଷାରେ ୨ ଜଣ ଯବାନ ଶହିଦ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ!-->…
Read More...
Read More...
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
ଦିଲ୍ଲୀ: ଦକ୍ଷିଣ ପୂର୍ବ ଦିଲ୍ଲୀର ଜୈତପୁର ପୋଲିସ ଷ୍ଟେସନ ଅଞ୍ଚଳରେ ଏକ ଦୁର୍ଘଟଣା ଘଟିଛି। ଏଠାରେ ଏକ ସମାଧି ସ୍ଥଳର ପ୍ରାୟ ୧୦୦ ଫୁଟ ଲମ୍ବା କାନ୍ଥ ହଠାତ୍ ଭୁଶୁଡ଼ି ପଡ଼ିଥିଲା। ଫଳରେ ନିକଟରେ ଥିବା ଅନେକ ବସ୍ତି ଏହାର କବଜାକୁ ଚାଲିଯାଇଥିଲା। ଭଗ୍ନାବଶେଷ ତଳୁ ୮ ଜଣଙ୍କୁ ଉଦ୍ଧାର କରାଯାଇ!-->…
Read More...
Read More...
ବଲିଉଡ ଅଭିନେତ୍ରୀ ହୁମା କ୍ୟୁରେଶିଙ୍କ ଭାଇଙ୍କୁ ହତ୍ୟା
ନୂଆଦିଲ୍ଲୀ; ବଲିଉଡ ଅଭିନେତ୍ରୀ ହୁମା କ୍ୟୁରେଶିଙ୍କ ସମ୍ପର୍କୀୟ ଭାଇଙ୍କୁ ହତ୍ୟା। ବଲିଉଡ୍ ଅଭିନେତ୍ରୀ ହୁମା କୁରେଶିଙ୍କ ଭାଇ ଅସିଫ କୁରେଶିଙ୍କୁ ପାର୍କିଂ ବିବାଦରେ ଦିଲ୍ଲୀରେ ହତ୍ୟା କରାଯାଇଛି। ସିସିଟିଭିରେ ଆକ୍ରମଣର ଦୃଶ୍ୟ କଏଦ ହୋଇଛି। ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି । ହୁମା!-->…
Read More...
Read More...
କେନାଲରେ ଖସି ପଡ଼ିଲା ଯାତ୍ରୀବାହୀ ବସ, ୧୫ରୁ ଅଧିକ ଗୁରୁତର
କାମାକ୍ଷାନଗର: ହରାଇ କେନାଳକୁ ଓଲଟିଲା ଏକ ଘରୋଇ ଯାତ୍ରୀବାହୀ ବସ, ୧୫ ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା। ଏପରି ଏକ ଅଘଟଣ ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର, ତୁମୁସିଂହାର କନ୍ତି ଓ ପୁଟସାହି କେନାଳ ରାସ୍ତାରେ। ସମସ୍ତ ଆହାତଙ୍କୁ ସ୍ଥାନୀୟ ଆଁଅଣା ବେରଣୀ ଡାକ୍ତରଖାନାରେ!-->…
Read More...
Read More...
ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ହେବେ ୨୨୮୯୬ କର୍ମଚାରୀ
ଭୁବନେଶ୍ବର: ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ। ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି।
ଖାଲି!-->!-->!-->…
Read More...
Read More...
ସ୍କୁଲରୁ ଫେରୁଥିବା ବେଳେ ଟ୍ରକ ଧକ୍କା; ବାପା-ଝିଅ ମୃତ
ପାରାଦୀପ: ଜଗତସିଂହପୁର ଜିଲ୍ଲାର କଟକ-ପାରାଦୀପ ରାଜପଥ ସ୍ଥିତ କୋଠିଆସାହି ଛକରେ ଗୁରୁବାର ଦିନ ଏକ ଟ୍ରକ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନଅ ବର୍ଷର ଝିଅର ମୃତ୍ୟୁ ହୋଇଛି।ଉଭୟ ଅପରାହ୍ନରେ ପାରାଦୀପର ଏକ ଘରୋଇ ସ୍କୁଲରୁ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା!-->…
Read More...
Read More...