ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category

TOP STORIES

ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ

ପୁରୀ: ଖୁବ ଶୀଘ୍ର ଶ୍ରୀମନ୍ଦିର ନାଟମଣ୍ଡପରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ଖୁବଶୀଘ୍ର କାର୍ଯ୍ୟକାରୀ କରାଯିବାକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯାଇଛି। ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି ।…
Read More...

ଚୋରି ହୋଇଥିବା ୯୦୦ ଗ୍ରାମ ସୁନା ସହ ୨ କେଜି ରୂପା ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ଜଂକିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ବର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ଗତ ୨୪ ତାରିଖ ଦିନ ଦ୍ୱିପହରେ ହୋଇଥିବା ବଡ଼ ଲୁଟ୍‌ ଘଟଣାର ପୋଲିସ ମଙ୍ଗଳବାର ପର୍ଦ୍ଦାଫାଶ କରିଛି। ଗତ ୨୪ ତାରିଖ ଦିନ ଦ୍ୱିପହରେ ୧୦ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ,…
Read More...

ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳା ଉଦ୍ଧାର

କଟକ: କଟକରେ ଏକ ଅଭାବନୀୟ ଘଟଣା ଘଟିଛି। କଟକ ଜିଲା କଂକ୍ରେଇଲୋ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହିଳାଙ୍କ ଦେହରେ କିପରି…
Read More...

ସୁଦାନରେ ଭୂସ୍ଖଳନ; ୧୦୦୦ ଲୋକଙ୍କ ମୃତ୍ୟୁ

ସୁଦାନ: ସୁଦାନର ପଶ୍ଚିମ କ୍ଷେତ୍ର ଅନ୍ତର୍ଗତ ଦାରଫୁରରେ ଭୂସ୍ଖଳନ କାରଣରୁ ପ୍ରାୟ ୧୦୦୦ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି। ପ୍ରକୃତି ବିଶ୍ୱରେ ତା’ର ଭୟଙ୍କର ରୂପ ଦେଖାଉଛି।ସୁଦାନରେ ଭୂସ୍ଖଳନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସୋମବାର, ସୁଡାନ ଲିବରେସନ…
Read More...

‘ସେମିକନ୍‌ ଇଣ୍ଡିଆ ୨୦୨୫’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ରାଜଧାନୀ ଦିଲ୍ଲୀରେ ଆୟୋଜିତ ତିନି ଦିନିଆ 'ସେମିକନ୍‌ ୨୦୨୫' ସମ୍ମିଳନୀକୁ ମଙ୍ଗଳବାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମୋଦିଙ୍କୁ ଭାରତରେ ନିର୍ମିତି ପ୍ରଥମ…
Read More...

ରାଜ୍ୟରେ ହେବ ୩ ଅର୍ଥନୈତିକ ଜୋନ: ଉଷା ପାଢ଼ୀ

ଭୁବନେଶ୍ବର;ପରିବହନ ସଚିବ ଉଷା ପାଢ଼ୀ ସୋମବାର ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ୩ ଅର୍ଥନୈତିକ ଜୋନ୍ ହେବ କହିଲେ ପରିବହନ ସଚିବ ଉଷା ପାଢ଼ୀ। ଭୁବନେଶ୍ବର, ପୁରୀ, କଟକ, ଓ ପାରାଦୀପକୁ ମିଶାଇ ହେବ ଗୋଟିଏ ଜୋନ୍‌। କ୍ବାଡ୍ ସିଟି ପ୍ରୋଗ୍ରାମ ଜରିଆରେ ସରକାର ଏହି ପ୍ଲାନ୍…
Read More...

୨୪ ଘଣ୍ଟାରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପକ୍ଷେତ୍ର

ନ୍ୟୁଜ୍ ବ୍ୟୁରୋ: ଉତ୍ତର ପୂର୍ବ ବଙ୍ଗୋପସାଗର ତଥା ମିଆଁମାର ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ସଦୃଶ ଲଘୁଚାପରେ…
Read More...

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ଅବଧି ବୃଦ୍ଧି

ନ୍ୟୁଜ୍ ବ୍ୟୁରୋ: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା। ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ…
Read More...

ସରଣ୍ଡା ଜଙ୍ଗଲରୁ ୨ ହାର୍ଡକୋର୍ ମାଓବାଦୀ ଗିରଫ

ଝାଡ଼ଖଣ୍ଡ: ଦୁଇ ହାର୍ଡକୋର୍ ମାଓବାଦୀ ଗିରଫ। ସୁରକ୍ଷାବାହିନୀକୁ ମିଳିଛି ବଡ଼ ସଫଳତା। ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରୁ ରବିବାର ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ମାଓବାଦୀମାନେ ହେଲେ ସବ ଜୋନାଲ କମିଟିର ସଦସ୍ୟ ସନ୍ଦୀପ ଓରଫ ହିଡିମା ପାଡେୟାମ ଓ ଏରିଆ କମିଟି ସଦସ୍ୟ…
Read More...

ଗଣେଶ ଭଷାଣି ବେଳେ ହାତାହାତି

ଜଣେ ମୃତ, ୧୦ ଆହତ ନୟାଗଡ଼: ଗଣେଣ ମୂର୍ତ୍ତି ଭସାଣିକୁ ନେଇ ନୟାଗଡ଼ରେ ଅଭାବନୀୟ ଘଟଣା ଘଟିଛି। ଗଣେଣ ମୂର୍ତ୍ତି ଭସାଣି ବେଳେ ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତର କରଡ଼ାପଲ୍ଲୀ ଏବଂ ପାଥପୁର ଗ୍ରାମରେ ଦୁଇ ଗ୍ରାମର ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ…
Read More...