Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ଲଣ୍ଡନ: ଗୁରୁବାର ଲଣ୍ଡନର କିଙ୍ଗସ ବେଞ୍ଚ ଡିଭିଜନର ହାଇକୋର୍ଟ ଅଫ୍ ଜଷ୍ଟିସ୍ ନୀରବ ମୋଦିଙ୍କ ସଦ୍ୟତମ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଜେଲରୁ ବାହାରକୁ ଯିବା ପାଇଁ ନୀରବ ମୋଦି ଏହି ଆବେଦନ କରିଥିଲେ, କିନ୍ତୁ କୋର୍ଟରେ ସିବିଆଇର ଦୃଢ଼ ଯୁକ୍ତି ଯୋଗୁଁ ତାଙ୍କୁ ଆଶ୍ୱସ୍ତି ମିଳିଲା ନାହିଁ।!-->…
Read More...
Read More...
ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
କଟକ: ୨୦୨୫ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହୋଇଛି। ଚଳିତ ବର୍ଷ ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରାର୍ଥୀ, ପରୀକ୍ଷା ଦେଇ ଫେଲ୍ ହୋଇଥିବା ପରୀକ୍ଷାର୍ଥୀ ଓ କପି କରି ଏମ୍ପି ହୋଇଥିବା ପରୀକ୍ଷାର୍ଥୀମାନେ ହିଁ ପୁଣି ପରୀକ୍ଷା ଦେବା ପାଇଁ ବୋର୍ଡ ପକ୍ଷରୁ ସୁଯୋଗ!-->…
Read More...
Read More...
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର: ଓଡ଼ିଶା ସରକାର ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଚାଷୀମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ରାଜ୍ୟ!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୬ଟି ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଆଜି ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସାମାଜିକ ଓ ଅର୍ଥନୈତିକ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି। ଏହି ସଂରକ୍ଷଣ ନୀତି ଚଳିତ ଶିକ୍ଷା ବର୍ଷରୁ ରାଜ୍ୟର ସବୁ!-->…
Read More...
Read More...
ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ
ପୁରୀ: ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ। ପୁରୀରେ ବର୍ତ୍ତମାନ ଚନ୍ଦନ ଯାତ୍ରା ଜାରି ରହିଥିବା ବେଳେ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକ ମୃତ। ଆଜି ଅପରାହ୍ନରେ ଗାଧେଇବା ବେଳେ ଯୁବକ ଜଣକ ପୋଖରୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ। ଏନେଇ ଖବର ପାଇବା ପରେ ଅଗ୍ନିଶମ ବାହୀନି ଘଟଣାସ୍ଥଳରେ!-->…
Read More...
Read More...
ୟୁପିଏସସିର ନୂଆ ଅଧ୍ୟକ୍ଷ ହେଲେ ପୂର୍ବତନ ପ୍ରତିରକ୍ଷା ସଚିବ ଅଜୟ କୁମାର
ନୂଆଦିଲ୍ଲୀ; ପୂର୍ବତନ ପ୍ରତିରକ୍ଷା ସଚିବ ଅଜୟ କୁମାର ହେଲେ ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (ୟୁପିଏସସି)ର ନୂତନ ଅଧ୍ୟକ୍ଷ। ଏପ୍ରିଲ ୨୯ ତାରିଖରେ ପ୍ରୀତି ସୁଦାନଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଏହି ପଦବୀ ଖାଲିପଡ଼ିଥିଲା। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ!-->…
Read More...
Read More...
ପାକିସ୍ତାନରୁ ଫେରିଲେ ବିଏସଏଫ ଯବାନ ପିକେ ସାଁ
ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖୁବ୍ ଉତ୍ତେଜନା ଚାଲିଛି। ଇତିମଧ୍ୟରେ, ବିଏସଏଫ ଯବାନ ପୂର୍ଣ୍ଣମ କୁମାର ସାଁ ’ ସ୍ବଦେଶକୁ ଫେରି ଆସିଛନ୍ତି। ପାକିସ୍ତାନ ତାଙ୍କୁ ଭାରତକୁ ଫେରାଇ ଦେଇଛି। ପୂର୍ଣ୍ଣମ କୁମାର ସାଁ ୨୩ ଏପ୍ରିଲରେ ଭୁଲବଶତଃ ପାକିସ୍ତାନ ସୀମାରେ ପ୍ରବେଶ କରିଥିଲେ।!-->…
Read More...
Read More...
ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଆହତ
ଆସିକା: ଆସିକା କୋଟିନଡ଼ା ଥାନା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଜଣ ଆହତ ହୋଇଥିବା ସୂଚନା। ଗଞ୍ଜାମ ଜିଲ୍ଲା ଆସିକା-କୋଟିନଡା ଥାନା ଅନ୍ତର୍ଗତ ଭେଟନଈ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ମାନଙ୍କୁ ଆସ୍କା ମେଡ଼ିକାଲରେ ଭର୍ତ୍ତି!-->…
Read More...
Read More...
ପାରାଦୀପ ତୈଳବାହୀ ଜାହାଜରେ ଅଛନ୍ତି ୨୧ ପାକିସ୍ତାନୀ ନାବିକ
ପାରାଦୀପ: ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରେ ଅଛନ୍ତି ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର। ଯାହାକୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି। ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏନେଇ ପାରାଦୀପ ଇମିଗ୍ରେସନ ବିଭାଗ ଅବଗତ କରିଥିବା ସୂଚନା!-->…
Read More...
Read More...
ଦେଶର ୫୨ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ବି.ଆର.ଗଭାଇ
ନୂଆଦିଲ୍ଲୀ:ଜଷ୍ଟିସ ବି.ଆର. ଗଭାଇ ସୁପ୍ରିମକୋର୍ଟର ୫୨ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି। ତାଙ୍କ ଶପଥଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ, ଉପରାଷ୍ଟ୍ରପତି,!-->…
Read More...
Read More...