Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
TOP STORIES
ପୂର୍ବତନ ମୁଖ୍ୟ ସଚିବ ଏବଂ ଲେଖକ ସୁବାସ ପାଣିଙ୍କ ପରଲୋକ
ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟ ସଚିବ ସୁବାସ ପାଣିଙ୍କର ସୋମବାର ଭୁବନେଶ୍ୱରରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କର ବୟସ ୭୬ ବର୍ଷ ଥିଲା। ସୁବାସ ପାଣିଙ୍କ ନିଧନରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ନିଜ ଏକ୍ସରେ ଶ୍ରଦ୍ଧାଞ୍ଜଳି ଦେଇ ଲେଖିଛନ୍ତି, ଓଡ଼ିଶା!-->…
Read More...
Read More...
୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ କଲେ ସରକାର
ନ୍ୟୁଜ୍ ବ୍ୟୁରୋ:ସ୍ୱାସ୍ଥ୍ୟ ସେବାକୁ ସୁଗମ କରିବା ଲକ୍ଷ୍ୟରେ, ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ (ଏନପିପିଏ) ୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ କରି ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛି। ଏହି ଔଷଧଗୁଡ଼ିକ ଔଷଧ କମ୍ପାନୀ ଦ୍ୱାରା ବିକ୍ରି କରାଯାଏ ଏବଂ ସେମାନଙ୍କର!-->…
Read More...
Read More...
୮କୁ ବଢିଲା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବାପତଲା ଜିଲ୍ଲାରେ ରବିବାର ଦିନ ଏକ ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା ଘଟିଛି। ପୂର୍ବରୁ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ୮କୁ ବଢିଲା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା। ମୃତକ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଳକର ଦୁଇ ଜଣ ଶ୍ରମିକ ଥିବା ସୂଚନା। ଜଣେ!-->…
Read More...
Read More...
ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ )ର ପ୍ରତିଷ୍ଠାତା ତଥା ପୂର୍ବତନ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ସୋମବାର ସକାଳେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ!-->…
Read More...
Read More...
ଗିରଫ ହେଲେ କୋଟିପତି ଏମ୍ଭିଆଇ ଗୋଲାପ ଚନ୍ଦ୍ର ହାଁସଦା
ବୌଦ୍ଧ: ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ର ମୋଟର ଭେଇକିଲ୍ ଇନ୍ସପେକ୍ଟର (ଏମ୍ଭିଆଇ) ଗୋଲାପ ଚନ୍ଦ୍ର ହାଂସଦାଙ୍କୁ ଭିଜିଲାନ୍ସ ଗିରଫ କରିଛି। ରବିବାର ଗୋଟିଏ ଦିନର ଯାଞ୍ଚରେ ଗୋଲାପଚନ୍ଦ୍ରଙ୍କର ୪୪ ପ୍ଲଟ୍ ଥିବା!-->…
Read More...
Read More...
ଗ୍ରାନାଇଟ ପଥର ଖସି ୬ ଓଡ଼ିଆ ଶ୍ରମିକ ମୃତ
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବାପାଟଲାରେ ଥିବା ଗ୍ରାନାଇଟ ଖାଦନରେ ଅଘଟଣ। ଆନ୍ଧ୍ରପ୍ରଦେଶର ବାପତଲା ଜିଲାରେ ରବିବାର ଏକ ଗ୍ରାନାଇଟ୍ ପଥର ଖଣିରେ ବିସ୍ଫୋରଣ ଯୋଗୁ ବିରାଟକାୟ ଗ୍ରାନାଇଟ ପଥର ଖସି ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ସମୟରେ ୧୫ ଜଣ ଶ୍ରମିକ ଉପସ୍ଥିତି ଥିବା!-->…
Read More...
Read More...
ରେଲଓ୍ବେ ଟ୍ରାକ୍ ଉଡ଼ାଇଲେ ମାଓବାଦୀ
ସୁନ୍ଦରଗଡ଼: ଶହୀଦ ସପ୍ତାହରେ ମାଓବାଦୀଙ୍କ ହିଂସାକାଣ୍ଡ। ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ସୁନ୍ଦରଗଡ ଜିଲ୍ଲା ବଣାଇ ସ୍ଥିତ ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ଏହି ବିସ୍ଫୋରଣ ହୋଇଛି। ବିସ୍ପୋରଣରେ ଦୁଇଟି ସ୍ଲିପର!-->…
Read More...
Read More...
କେନ୍ଦ୍ରମନ୍ତ୍ରୀ ଗଡକରୀଙ୍କ ଘରକୁ ବୋମାରେ ଉଡାଇ ଦେବାକୁ ଧମକ
ନୂଆଦିଲ୍ଲୀ: କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ନାଗପୁର ଘରକୁ ବୋମା ମାଡ଼ ଧମକ ମିଳିଛି । ନୀତିନ ଗଡ଼କରୀଙ୍କ ନାଗପୁରସ୍ଥିତ ବାସଭବନକୁ ବୋମାରେ ଉଡ଼ାଇବାକୁ ଧମକ ଦେଇଛି ଜଣେ ଯୁବକ । ଏହି ଧମକପୂର୍ଣ୍ଣ କଲ୍ ପୋଲିସ କଣ୍ଟ୍ରୋଲ ରୁମକୁ ଆସିଛି । ଏହି କଲ୍ ପରେ ପୋଲିସ ବିଭାଗରେ!-->…
Read More...
Read More...
କେନାଲକୁ ଖସିଲା ତୀର୍ଥଯାତ୍ରୀ ଗାଡ଼ି, ୧୧ ମୃତ
ଉତ୍ତରପ୍ରଦଶ: ଉତ୍ତରପ୍ରଦେଶ ଗୋଣ୍ଡାର ଇଟିଆ ଥୋକ୍ ଥାନା ଅନ୍ତର୍ଗତ ଏକ କେନାଲରେ ରବିବାର ତୀର୍ଥଯାତ୍ରୀ ଗାଡ଼ି ଖସି ପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରବିବାର ଦିନ ପୃଥ୍ବୀନାଥ ମନ୍ଦିରରେ ଜଳ ଅର୍ପଣ କରିବାକୁ ଯାଉଥିଲେ ଭକ୍ତ,କିନ୍ତୁ ଅଧା ରାସ୍ତାରେ ଦୁର୍ଘଟଣାରେ ଚାଲିଗଲା ଜୀବନ।
!-->!-->!-->…
Read More...
Read More...
ଭବିଷ୍ୟତରେ ପର୍ଯ୍ୟାପ୍ତ କାର୍ଯ୍ୟ ରହିବ, କିନ୍ତୁ ଚାକିରି ରହିବ ନାହିଁ : ଡକ୍ଟର ଆନନ୍ଦ ଦେଶପାଣ୍ଡେ
ଭୁବନେଶ୍ୱର, ଅଗଷ୍ଟ ୨: ବର୍ତମାନ ସମୟରେ ଆର୍ଟିଫିସିଆଲ୍ ଇନ୍ଟେଲିଜେନ୍ସ (ଏଆଇ)ର ଆବିର୍ଭାବ ଚାକିରି ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ ଛାତ୍ରଛାତ୍ରୀମାନେ କିନ୍ତୁ ନିଜେ ନିଯୁକ୍ତି ସୃଷ୍ଟି କରି ନିଜର ଭାଗ୍ୟ ନିର୍ଦ୍ଧାରଣ କରନ୍ତୁ ବୋଲି ଶନିବାର କହିଛନ୍ତି ପର୍ସିଷ୍ଟାଂଟ!-->…
Read More...
Read More...