Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
ମୟୂରଭଞ୍ଜରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ମୟୂରଭଞ୍ଜ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ ଯୁକ୍ତ ୨!-->…
Read More...
Read More...
ଯାଜପୁରରେ ବୋମା ଫୁଟି ୨ ମୃତ, ଜଣେ ଗୁରୁତର
ଯାଜପୁର: ବୋମା ବିସ୍ଫୋରଣରେ ୨ ମୃତ ଜଣେ ଗୁରୁତର। ଏଭଳି ଚାଞ୍ଚଲ୍ୟକର ଘଟଣା ଘଟଛି ଯାଜପୁର ଜିଲା ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ବସଷ୍ଟାଣ୍ଡ ନିକଟରେ। ଗୁରୁତରଙ୍କୁ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।
ତେବେ କୁହାଯାଉଛି ୩ ଯୁବକ!-->!-->!-->…
Read More...
Read More...
ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ
ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ। ଦ୍ୱାଦଶରେ ୮୮.୩୯% ଛାତ୍ରୀଛାତ୍ର ପାସ କରିଛନ୍ତି। ଭୁବନେଶ୍ବରରେ ପାସହାର ରହିଛି ୮୩.୬୪%। ଦେଶରେ ଛାତ୍ରୀଙ୍କ ପାସହାର ୯୧.୬୪%, ଛାତ୍ରଙ୍କ ପାସହାର ୮୫.୭୦% ରହିଛି। ଛାତ୍ରଛାତ୍ରୀମାନେ cbse.gov.in , cbseresults.nic.in!-->…
Read More...
Read More...
ଶିମିଳିପାଳ ଜଗିବେ ୨ସ୍ନିଫର୍ ଡଗ୍
ମୟୁରଭଞ୍ଜ: ଏଥର ଶିମିଳିପାଳକୁ ସୁରକ୍ଷା ଦେବେ ଦୁଇଟି ପ୍ରଶିକ୍ଷିତ ସ୍ନିଫର୍ ଡଗ୍। ଏନେଇ ଶିମିଳିପାଳ ଟାଇଗର୍ ରିଜର୍ଭର ସୁରକ୍ଷା ଦାୟିତ୍ବରେ ସାମିଲ ହେଲେ ବେଲଜିଆନ୍ ମାଲିନୋଇସ୍ ପ୍ରଜାତିର କୁକୁର ନାନ୍ତା ଓ ଅନ୍ନିକା। ଉଭୟ କୁକୁର ତେଲେଙ୍ଗାନାର ସିକନ୍ଦରାବାଦଠାରେ ତାଲିମ ସମାପ୍ତ କରି!-->…
Read More...
Read More...
ସମ୍ ରେ ୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ
ଭୁବନେଶ୍ୱର, ମଇ ୧୨: ଛଅ ବର୍ଷର ଶିଶୁପୁତ୍ରଟିର ଇଚ୍ଛା ଥିଲା ସେ ଗୋଟିଏ ପୁରସ୍କାର ପାଇବ। ମା’ବି ତାକୁ ଆଶ୍ୱାସନା ଦେଇଥିଲେ ଯେ ସେ ଏଭଳି ପୁରସ୍କାର ପାଇବ ଯାହା କେହି ବି ପାଇ ନଥିବେ। ଶିଶୁଟି ଜୀବିତ ଅବସ୍ଥାରେ ପୁରସ୍କାର ପାଇପାରିଲା ନାହିଁ ସତ ତେବେ ମୃତ୍ୟୁ ପରେ ଆଉ ଦୁଇଟି ଜୀବନ!-->…
Read More...
Read More...
ଟ୍ରକକୁ ଧକ୍କା ଦେଲା ଟ୍ରଲର: ଚାଲିଗଲା ୧୩ ଜଣଙ୍କ ଜୀବନ, ୧୨ ଆହତ
ଛତିଶଗଡ଼: ଛତିଶଗଡ଼ର ରାୟପୁର-ବାଲୋଦାବଜାର ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ସହିତ ଟ୍ରକର ଧକ୍କା ହେବା ଫଳରେ ଏଥିରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଏମାନଙ୍କ ମଧ୍ୟରେ ୯ ଜଣ ମହିଳା ଏବଂ ୪ ଜଣ ଶିଶୁ ଥିବା ସୂଚନା ରହିଛି। ଅନ୍ୟପଟେ ଏହି ଦୁର୍ଘଟଣାରେ ୧୨ରୁ ଜଣ!-->…
Read More...
Read More...
ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ କୃଷ୍ଣ ଶ୍ରୀପାଦ ଦୀକ୍ଷିତ
କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ସୋମବାର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ ଜଷ୍ଟିସ୍ ଶ୍ରୀପଦଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଜଷ୍ଟିସ ଶ୍ରୀପଦ କର୍ନାଟକ ହାଇକୋର୍ଟରୁ ବଦଳି!-->…
Read More...
Read More...
ଟେଷ୍ଟରୁ ଅବସର ଘୋଷଣା କଲେ ବିରାଟ
ନ୍ୟୁଜ ବ୍ୟୁରୋ: ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ବିରାଟ କୋହଲି। ସୋମବାର ଇନଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଅବସର ଘୋଷଣା କରିଛନ୍ତି ବିରାଟ। ବିରାଟ କୋହଲି ଟେଷ୍ଟ ଜର୍ସି ପିନ୍ଧିଥିବା ନିଜର ଏକ ଫଟୋ ଶେୟାର କରି ଲେଖିଛନ୍ତି, ‘ହ୍ବାଇଟ ଜର୍ସି ପିନ୍ଧି ଖେଳିବା ଏକ ଅତ୍ୟନ୍ତ ବ୍ୟକ୍ତିଗତ!-->…
Read More...
Read More...
ଯୁଦ୍ଧ ବିରତି ପରେ ଖୋଲିଲା ୩୨ ବିମାନବନ୍ଦର
ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସାମରିକ ସଂଘର୍ଷ କାରଣରୁ ବନ୍ଦ ହୋଇଥିବା ୩୨ଟି ବିମାନବନ୍ଦରକୁ ପୁଣି ଖୋଲାଯାଇଛି। ସୋମବାର (୧୨ ମଇ, ୨୦୨୫) ଏକ ପ୍ରେସ ବିଜ୍ଞପ୍ତି ଜାରି କରି ବିମାନବନ୍ଦର କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି। ଦେଶର ଉତ୍ତର ଏବଂ ପଶ୍ଚିମ ଭାଗରେ ୩୨ ଟି!-->…
Read More...
Read More...
ମାନିଲା ପାକିସ୍ତାନ, କରିଥିଲା ପୁଲୱାମା ଆକ୍ରମଣ
ନୂଆଦିଲ୍ଲୀ: ପାକିସ୍ତାନ ବାୟୁସେନାର ବରିଷ୍ଠ ଅଧିକାରୀ ପ୍ରେସମିଟରେ ଦେଇଥିବା ଏକ ବୟାନ ସମସ୍ତଙ୍କୁ ଚକିତି କରିଛି। ୨୦୧୯ରେ ଜାମ୍ମୁ କାଶ୍ମୀର ପୁଲୱାମାରେ ହୋଇଥିବା ଆତଙ୍କୀ ଆକ୍ରମଣ କରିଥିବା ନିଜେ ମାନିଛି ପାକିସ୍ତାନ ବାୟୁସେନା। ଏହି ଆକ୍ରମଣରେ ୪୦ ଜଣ ଭାରତୀୟ ସିଆରପିଏଫ ଯବାନ ସହିଦ!-->…
Read More...
Read More...