Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
ଟେଷ୍ଟରୁ ଅବସର ଘୋଷଣା କଲେ ବିରାଟ
ନ୍ୟୁଜ ବ୍ୟୁରୋ: ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ବିରାଟ କୋହଲି। ସୋମବାର ଇନଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଅବସର ଘୋଷଣା କରିଛନ୍ତି ବିରାଟ। ବିରାଟ କୋହଲି ଟେଷ୍ଟ ଜର୍ସି ପିନ୍ଧିଥିବା ନିଜର ଏକ ଫଟୋ ଶେୟାର କରି ଲେଖିଛନ୍ତି, ‘ହ୍ବାଇଟ ଜର୍ସି ପିନ୍ଧି ଖେଳିବା ଏକ ଅତ୍ୟନ୍ତ ବ୍ୟକ୍ତିଗତ!-->…
Read More...
Read More...
ଯୁଦ୍ଧ ବିରତି ପରେ ଖୋଲିଲା ୩୨ ବିମାନବନ୍ଦର
ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସାମରିକ ସଂଘର୍ଷ କାରଣରୁ ବନ୍ଦ ହୋଇଥିବା ୩୨ଟି ବିମାନବନ୍ଦରକୁ ପୁଣି ଖୋଲାଯାଇଛି। ସୋମବାର (୧୨ ମଇ, ୨୦୨୫) ଏକ ପ୍ରେସ ବିଜ୍ଞପ୍ତି ଜାରି କରି ବିମାନବନ୍ଦର କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି। ଦେଶର ଉତ୍ତର ଏବଂ ପଶ୍ଚିମ ଭାଗରେ ୩୨ ଟି!-->…
Read More...
Read More...
ମାନିଲା ପାକିସ୍ତାନ, କରିଥିଲା ପୁଲୱାମା ଆକ୍ରମଣ
ନୂଆଦିଲ୍ଲୀ: ପାକିସ୍ତାନ ବାୟୁସେନାର ବରିଷ୍ଠ ଅଧିକାରୀ ପ୍ରେସମିଟରେ ଦେଇଥିବା ଏକ ବୟାନ ସମସ୍ତଙ୍କୁ ଚକିତି କରିଛି। ୨୦୧୯ରେ ଜାମ୍ମୁ କାଶ୍ମୀର ପୁଲୱାମାରେ ହୋଇଥିବା ଆତଙ୍କୀ ଆକ୍ରମଣ କରିଥିବା ନିଜେ ମାନିଛି ପାକିସ୍ତାନ ବାୟୁସେନା। ଏହି ଆକ୍ରମଣରେ ୪୦ ଜଣ ଭାରତୀୟ ସିଆରପିଏଫ ଯବାନ ସହିଦ!-->…
Read More...
Read More...
ଗୋରୁ ବୋଝେଇ ଟ୍ରକ୍ ଜବତ: ୪୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
ବାଲେଶ୍ବର: ରାଜ୍ୟରେ ଗୋରୁ ଚୋରା ଚାଲାଣ ଦିନ କୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରୁ ପୁଣି ୪୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ପଶ୍ଚିମବଙ୍ଗ କରାଯାଉଥିଲା ଚାଲାଣ। ଭୋଗରାଇ ଖେଡ଼ସାହିରୁ ଗୋରୁ ବୋଝେଇ ଟ୍ରକ୍ ଜବତ କଲା ପୋଲିସ। ଧରାପଡିବା ପରେ ଗାଡ଼ି ଛାଡ଼ି ଫେରାର ହେଲା ଡ୍ରାଇଭର। ଭୋଗରାଇ ଥାନାରେ!-->…
Read More...
Read More...
ଜମ୍ମୁରୁ ଫେରିଲେ ୧୧୪ ଓଡ଼ିଆ ଛାତ୍ରଛାତ୍ରୀ
ଭୁବନେଶ୍ବର: ଜମ୍ମୁସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଓଡ଼ିଶାର ୧୧୪ଜଣ ଛାତ୍ରୀଛାତ୍ର ସୁରକ୍ଷିତ ଭାବେ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ମଧ୍ୟରେ ୩୫ଜଣ ଛାତ୍ରୀ ଅଛନ୍ତି। ସରକାରୀ ବ୍ୟବସ୍ଥାରେ ଏକ ସ୍ଵତନ୍ତ୍ର ଟ୍ରେନ୍ ଯୋଗେ ସେମାନେ ଜମ୍ମୁରୁ ଦିଲ୍ଲୀ ଓ ପୁଣି!-->…
Read More...
Read More...
ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୧୦ ଲକ୍ଷ : ଓମାର
ଜାମ୍ମୁ-କାଶ୍ମୀର: ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶନିବାର ଏକ ବଡ ଘୋଷଣା କରିଛନ୍ତି। ପାକିସ୍ତାନ ଗୁଳିମାଡ଼ରେ ପ୍ରାଣ ହରାଇଥିବା ପ୍ରତ୍ୟେକ ସାଧାରଣ ନାଗରିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ଏବଂ!-->…
Read More...
Read More...
ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ବର: ସିଭିଲ ଡିଫେନ୍ସରେ ସାମିଲ ହେବାକୁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ। ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ!-->…
Read More...
Read More...
ନଦୀରୁ ମିଳିଲା ପଦ୍ମଶ୍ରୀ ବିଜେତା ବୈଜ୍ଞାନିକ ଆୟପ୍ପାନଙ୍କ ମୃତଦେହ
ମହୀଶୂର: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ମୁଖ୍ୟ ଥିବା ବୈଜ୍ଞାନିକ ସୁବନ୍ନା ଆୟପ୍ପାନ(୭୦)ଙ୍କ ରହସ୍ୟମୟ ପରିସ୍ଥିତିରେ ମୃତ୍ୟୁ। ଶନିବାର ମହୀଶୂରରୁ ପ୍ରାୟ ୨୦ କିଲୋମିଟର ଦୂର ମାଣ୍ଡ୍ୟାର ଶ୍ରୀରଙ୍ଗପାଟନା ନିକଟ କାବେରୀ ନଦୀରୁ ତାଙ୍କ ମୃତଦେହ!-->…
Read More...
Read More...
ସିଆଲକୋଟରେ ଆତଙ୍କୀ ଲଞ୍ଚପ୍ୟାଡ୍ ଧ୍ୱଂସ କଲା ବିଏସଏଫ୍
ନୂଆଦିଲ୍ଲୀ: ପାକ୍ ଅଧିକୃତ କାଶ୍ମୀର(ପିଓକେ)ର ସିଆଲକୋଟରେ ଥିବା ଆତଙ୍କବାଦୀଙ୍କ ଲଞ୍ଚପ୍ୟାଡ୍କୁ ଧ୍ୱଂସ କରିଛି ଭାରତୀୟ ସେନା। ଏହାର ଏକ ଭିଡିଓ ଜାରି କରି ସ୍ପଷ୍ଟ କରିଛି ସୀମା ସୁରକ୍ଷା ବଳ(ବିଏସଏଫ)। ସିଆଲକୋଟର ଲୁନିଠାରେ ଏହି ଲଞ୍ଚପ୍ୟାଡ୍ ରହିଥିଲା। ଏହିଠାରୁ ପାକିସ୍ତାନୀ ସେନା!-->…
Read More...
Read More...
ମିସା ଆଇନ୍ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍ସନ
ଭୁବନେଶ୍ବର:ଓଡ଼ିଶାର ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା ଆଇନ୍ରେ ବନ୍ଦୀ ହୋଇଥିବା!-->…
Read More...
Read More...