ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ
Browsing Category

TOP STORIES

ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲା ଦିଲ୍ଲୀରୁ ଗିରଫ ‌ହେଲେ ଦୁଇ ଅଭିଯୁକ୍ତ

ନ୍ୟୁଜ୍ ବ୍ୟୁରୋ: ବହୁଚର୍ଚ୍ଚିତ ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଖଣ୍ଡଗିରି ଥାନା ପୋଲିସ। ଗିରଫ ଅଭିଯୁକ୍ତମାନେ ହେଲେ ସୋହମ ରାଜ ତ୍ରିପାଠୀ ଓ ରୋହନ ରଞ୍ଜନ ରାଉତ। ଦିଲ୍ଲୀରୁ ଗିରଫ ‌ହେଲେ ଉଭୟ ଯୁବକ। ଏହି ଦୁର୍ଘଟଣା ପରେ ମା’ ଓ ଝିଅଙ୍କୁ…
Read More...

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ

ପୁରୀ: ଶ୍ରୀମନ୍ଦିର ପରିସରରେ ଖୋଲିବ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଜନା ହୋଇଛି। ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି। ବିଶେଷ କରି ସ୍ତନ୍ୟପାନ ଉପରେ…
Read More...

୨ ମାସର ଶିଶୁ ପାଇଁ ଉଛୁଳା ନାଳକୁ ଡେଇଁଲେ ନର୍ସ

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶର ମଣ୍ଡି ଜିଲ୍ଲାର ଏକ ଷ୍ଟାଫ ନର୍ସଙ୍କର ସାହସ ଏବଂ ଇଚ୍ଛାଶକ୍ତିର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖି ଲୋକମାନେ ତାଙ୍କୁ ଖୁବ୍ ପ୍ରଶଂସା ମଧ୍ୟ କରୁଛନ୍ତି। ଏହି ଭିଡିଓଟି ଜିଲ୍ଲାର ଚୌହରଘାଟିର ସୁଧାର ପଞ୍ଚାୟତ ଗଢ଼ନାଳ ଅଞ୍ଚଳର। ଏହି…
Read More...

ଭୁବନେଶ୍ବର ବିମାନ ବନ୍ଦରରୁ ୪ କୋଟିର ମାରିଜୁଆନା ଜବତ

ଭୁବନେଶ୍ବର: ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ପୁଣି ୪ କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି। ଜବତ କଲା ଡିଆରଆଇ। ବ୍ୟାଙ୍କକରୁ ଭୁବନେଶ୍ୱର ଆଣିବା ବେଳେ ଧରିଲା କଷ୍ଟମ୍ ବିଭାଗ। ମାମଲାରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମ୍ ବିଭାଗ। ଏହି ୨ ଜଣ…
Read More...

ଅନଲାଇନ୍ ଗେମିଂ ବିଲକୁ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ଅନଲାଇନ୍ ଗେମିଂ ବିଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏବେ ଏହି ଫାଣ୍ଟାସୀ ଗେମିଂ ଉପରେ ତାଲା ପଡ଼ି । ରାଷ୍ଟ୍ରପତିଙ୍କ ମଞ୍ଜୁରୀ ସହ ଏବେ ଏହି ଗେମିଂ ଉପରେ ତାଲା ପଡ଼ିବାର ରାସ୍ତା ମଧ୍ୟ ପରିଷ୍କାର ହୋଇଯାଇଛି। ସଂସଦର ମୌସୁମୀ ଅଧିବେସନ…
Read More...

ପିଏମଜିଏସ୍‌ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏନେଇ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ…
Read More...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ : ସର୍ବସାଧାରଣ ସ୍ଥାନରେ କୁକୁରଙ୍କୁ ଖାଇବାକୁ ଦେବା ନିଷେଧ

ନୂଆଦିଲ୍ଲୀ: ବୁଲା କୁକୁର ମାମଲାରେ ଶୁକ୍ରବାର ଆସିଲା ସୁପ୍ରିମଙ୍କ ବଡ ରାୟ। ଏଣିକି ସର୍ବସାଧାରଣ ସ୍ଥାନରେ ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଉପରେ ଲଗାଯିବ ରୋକ୍‌। କେବଳ କିଛି ନିର୍ଦ୍ଦିଷ୍ଟ ସ୍ଥାନରେ କୁକୁରମାନଙ୍କୁ ଖାଇବାକୁ ଦିଆଯିବ। ହିଂସାତ୍ମକ କୁକୁରଙ୍କୁ ନିର୍ଦ୍ଦିଷ୍ଟ ସେଲଟର୍‌ରେ…
Read More...

ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଆଇନ ମନ୍ତ୍ରୀ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ। କାର୍ତ୍ତିକରେ ଲକ୍ଷାଧିକ ଭକ୍ତ ପୁରୀ ଆସିବେ ବୋଲି ଧାଡ଼ି ଦର୍ଶନ ବ୍ୟବସ୍ଥା ହେବା ନେଇ ଦାବି ହୋଇଆସୁଥିଲା। ପାଖାପାଖି ଏକ ବର୍ଷ ହେବ ଧାଡ଼ି ଦର୍ଶନ ନେଇ ଯୋଜନା ହେଉଥିବେବେଳେ, ଏନେଇ ଆଜି ସୂଚନା ଦେଲେ…
Read More...

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା, ବସ୍‌ରେ ମାଗଣା ଯିବେ ଛାତ୍ରୀଛାତ୍ର

ଭୁବନେଶ୍ୱର: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ପ୍ରଥମରୁ ଦଶମ ପର୍ଯ୍ୟନ୍ତ…
Read More...

କେନ୍ଦୁଝରରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

କେନ୍ଦୁଝର: ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା। କେନ୍ଦୁଝରର ଲୁହାପଥର ବିଦେଶକୁ…
Read More...