ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category

TOP STORIES

ପୁଲିସ ବାରାକରେ କନଷ୍ଟେବଳଙ୍କ ଆତ୍ମହତ୍ୟା

ନୟାଗଡ: ନୟାଗଡ ଜିଲ୍ଲା ପୁଲିସ୍‌ ବାରାକରେ ଅଭାବନୀୟ ଘଟଣା ଘଟିଛି। ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି କନଷ୍ଟେବଳ । ମୃତକ ହେଲେ ସୁନୀଲ ସେଠୀ। ମୃତକଙ୍କ ଘର ନୂଆଗାଁ ବ୍ଲକ ଓଡ଼ଗାଁ ଥାନା ବାହାଡଝୋଲା ବେରୁଆଁବାରି ଗାଁରେ। ସେ ନୟାଗଡ଼ ରିଜର୍ଭ ପୁଲିସରେ କାର୍ଯ୍ୟରତ
Read More...

ଚେନ୍ନାଇ ସେଣ୍ଟ୍ରାଲ୍-ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍ ଲାଇନଚ୍ୟୁତ

ଯାଜପୁର: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ। ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି ବଗି ଛାଡି ତିନୋଟି ବଗି ଲାଇନଚ୍ୟୁତ ହୋଇଛ। ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି।ଲାଇନଚ୍ୟୁତ ହେବା ପରେ ଚେନ୍ନାଇ
Read More...

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା

ନୂଆଦିଲ୍ଲୀ: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି। ବଜେଟ୍ ୨୦୨୬ରେ କେନ୍ଦ୍ର ସରକାର ବିଦେଶ ଯାତ୍ରା କିମ୍ବା ପାଠପଢ଼ାର ସ୍ୱପ୍ନ ଦେଖୁଥିବା ପରିବାର ଏବଂ ମଧ୍ୟବିତ୍ତ ବର୍ଗକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ପ୍ରଦାନ କରିଛନ୍ତି।
Read More...

ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ ଓ ୭ଟି ରେଳ କରିଡର୍

ନୂଆଦିଲ୍ଲୀ:ସଂସଦରେ ଆଗତ ହୋଇଛି ୨୦୨୬-୨୭ ପାଇଁ ବଜେଟ। କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଆଗତ କରିଛନ୍ତି କେନ୍ଦ୍ର ବଜେଟ। ସ୍ବାଧୀନ ଭାରତରେ ପ୍ରଥମ ଥର ପାଇଁ ରବିବାର ସଂସଦରେ ଆଗତ କରାଯାଇଛି ବଜେଟ। ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ରଖିଲେ ତଥ୍ୟ। ବିକଶିତ ଭାରତ ଲକ୍ଷ୍ୟ
Read More...

ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ଲଗାତର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ବଜେଟ୍‌ ସମୟରେ ଅନେକ ବଡ଼ ଘୋଷଣା କରାଯାଇଛି। ଭାରତକୁ ବାୟୋଫାର୍ମା ହବ୍ କରିବାକୁ କେନ୍ଦ୍ରଅର୍ଥମନ୍ତ୍ରୀ ଆଜି ବଜେଟ ୨୦୨୬ ଆଗତ ସମୟରେ ବଡ଼
Read More...

ବଜେଟ୍ ୨୦୨୬ ରେ ମହିଳାମାନଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ: କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ‘She-Mart’ ନାମକ ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି, ଯାହାର ଲକ୍ଷ୍ୟ ମହିଳାମାନଙ୍କୁ କେବଳ ଋଣ ନେବାଠାରୁ ଆଗକୁ ବଢ଼ିବା ଏବଂ
Read More...

ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ

କେନ୍ଦୁଝର; କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। କେନ୍ଦୁଝର ଜିଲ୍ଲା ବଡ଼ବିଲ ସ୍ଥିତ ବ୍ୟାଙ୍କ ଅଫ୍ ମହାରାଷ୍ଟ୍ରରେ ଡକାୟତି ଘଟଣାରେ
Read More...

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ

ପୁରୀ: ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କରିଛନ୍ତି ଓଡ଼ିଶା ହାଇକୋର୍ଟ। ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ସମ୍ପର୍କରେ କୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ପାଳନ ହୋଇନଥିବା ଅଭିଯୋଗରେ ଜିଲ୍ଲାପାଳଙ୍କୁ ନୋଟିସ୍‌ ଜାରି କରାଯାଇଛି। ୩
Read More...

ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର: ଓଡିଶାରେ ବ୍ୟାନ ହେବନି ପାନ ମସଲା। ସିଟି ଆଣ୍ଡ ଜିଏସଟି ଓ ଅର୍ଥ ବିଭାଗକୁ ଚିଠି ଲେଖି ଏନେଇ ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ। ଯେଉଁ ପାନ ମସଲାରେ ତମାଖୁ କିମ୍ବା ନିକୋଟିନ୍ ନାହିଁ, ତାହା ବ୍ୟାନ ହେବନାହିଁ। ଜାତୀୟ ହାର ଠାରୁ ଦୁଇ ଗୁଣ ଅଧିକ ଓଡିଶାରେ ତମ୍ବାଖୁ ସେବନ
Read More...

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର

ଭୁବନେଶ୍ବର: ବରିଷ୍ଠ ନାଗରିକ ଓ ବିଧବା ମହିଳାଙ୍କ ପାଇଁ ରାଜ୍ୟ ସରକାର ଆଣିଛନ୍ତି ଏକ ବଡ଼ ଖୁସି ଖବର। ବରିଷ୍ଠ ନାଗରିକଙ୍କ ପାଇଁ ନୂଆ ଯୋଜନା କରିଛନ୍ତି ରାଜ୍ୟ ସରକାର। ଖୁବ୍‌ଶୀଘ୍ର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନା ଅଧୀନରେ ୬୦ରୁ ୭୫ ବର୍ଷ ବୟସର ବରିଷ୍ଠ
Read More...