Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category
TOP STORIES
ଦୁର୍ବୃତ୍ତଙ୍କ ଗୁଳି ମାଡ଼ରେ ମଦ ଦୋକାନ ମାଲିକ ଗୁରୁତର
ମୟୁରଭଞ୍ଜ: ମୟୁରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା କୁଲେଇଶିଳା ଗ୍ରାମରେ ମଙ୍ଗଳବାର ଗୁଳିକାଣ୍ଡ ଘଟିଛି। ଗୁଳି ମାଡ଼ରେ ଜଣେ ମଦ ଦୋକାନ ମାଲିକ ଗୁରୁତର ଆହତ ହୋଇଛନ୍ତି। ଦୋକାନ ମାଲିକଙ୍କ ଜଙ୍ଘରେ ୨ଟି ଗୁଳି ବାଜିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।
!-->!-->!-->…
Read More...
Read More...
ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ
ଭଦ୍ରକ: ଭଦ୍ରକରେ ବାଣ ବିସ୍ଫୋରଣ। ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ମଙ୍ଗଳବାର ବିସ୍ଫୋରଣ ଘଟିଛି। ଏଥିରେ ୧୧ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭଦ୍ରକ ମେଡିକାଲରେ!-->…
Read More...
Read More...
ଭୁବନେଶ୍ୱରରୁ ୨୬ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ୨୬ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି। ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବାବେଳେ ଲବଣ ଗିରି ପାଞ୍ଚ ଗାଁ ଛକରେ ମାଡ଼ି ବସିଲା ଏସଟିଏଫ୍ ଟିମ୍। ଏହି ମାମଲାରେ ବମିଖାଲର ଜ୍ୟୋତିକୃଷ୍ଣ ସାମନ୍ତରାୟଙ୍କୁ ଗିରଫ କରାଯାଇଛି । ତାଙ୍କ ନିକଟରୁ!-->…
Read More...
Read More...
ପୁରୀ ବିମାନବନ୍ଦର ପାଇଁ ମିଳିଲା କେନ୍ଦ୍ର ସରକାରଙ୍କ ମଞ୍ଜୁରୀ
ନୂଆଦିଲ୍ଲୀ: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ!-->…
Read More...
Read More...
ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ହେବା କଥା ମିଛ: ଆଇନମନ୍ତ୍ରୀ
ଭୁବନେଶ୍ବର: ଜୋର ଧରିଛି ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ। ଏହାରି ଭିତରେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଳକା ଦାରୁ ପ୍ରସଙ୍ଗ କଥା ସ୍ପଷ୍ଟ କରିଛନ୍ତି। ବଳକା ଦାରୁରେ ମୂର୍ତ୍ତି ନିର୍ମାଣ କଥା ସମ୍ପୂର୍ଣ୍ଣ ମିଛ। ସେ କହିଛନ୍ତି ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ। ବଳକା!-->…
Read More...
Read More...
ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ
ଉଜ୍ଜୈନ: ବାବା ମହାକାଳେଶ୍ୱର ମନ୍ଦିରରେ ଘଟିଛି ଏକ ଅଘଟଣ। ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି। ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ ଦମକଳ!-->…
Read More...
Read More...
ନର୍ସମାନଙ୍କ ସେବା ଯୋଗୁ ହିଁ ରୋଗୀ ସୁସ୍ଥ ହୋଇଥାନ୍ତି
ଭୁବନେଶ୍ୱର, ମଇ ୫: ଡାକ୍ତରମାନେ ରୋଗୀଙ୍କର ଚିକିତ୍ସା କରୁଥିବା ବେଳେ ସେମାନଙ୍କର ସେବା ଓ ଯତ୍ନ ସେବିକାମାନେ ହିଁ କରିଥାନ୍ତି। ସେମାନେ ରୋଗୀଙ୍କ ପାଖରେ ଦିନରାତି ରହି ସେମାନଙ୍କୁ ସୁସ୍ଥ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ତେଣୁ ଜଣେ ରୋଗୀ ସୁସ୍ଥ ହେବାରେ ନର୍ସମାନଙ୍କର!-->…
Read More...
Read More...
ବିଜେଡି ୬ ଜିଲା ସଭାପତି ସହ ୧୫ ଉପସଭାପତିଙ୍କ ନାଁ ଘୋଷଣା
ଭୁବନେଶ୍ବର: ବିଜେଡି ୬ ଜିଲା ସଭାପତି ପରେ ୧୫ ଉପସଭାପତିଙ୍କ ନାଁ ଘୋଷଣା କରିଛି। ଦେବୀ ମିଶ୍ରଙ୍କୁ ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦାୟିତ୍ୱ ଦେଇଥିବା ବେଳେ ଏହି ତାଲିକାରେ ପ୍ରଫୁଲ୍ଲ ସାମଲ, ଉଷା ଦେବୀ, ବିକ୍ରମ ଆରୁଖ ରହିଛନ୍ତି। ସେହିପରି ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ,!-->…
Read More...
Read More...
ଅଟକିଲା ପାକିସ୍ତାନକୁ ଯାଉଥିବା ପାଣି
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀର ପହଲଗାମରେ ହୋଇଥିବା ନରସଂହାର ପରେ ଭାରତ ପାକିସ୍ତାନ ବିରୋଧରେ ଏକାଧିକ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଆତଙ୍କୀ ଆକ୍ରମଣ ପରେ ଭାରତ ୬୫ ବର୍ଷରୁ ଚାଲିଆସୁଥିବା ସିନ୍ଧୁ ଜଳ ଚୁକ୍ତିକୁ ରଦ୍ଦ କରିଦେଇଛି। ଆଉ ଏଥିପାଇଁ ଭାରତ ବାଗଲିହାର ଡ୍ୟାମର ଗେଟ୍ ବନ୍ଦ!-->…
Read More...
Read More...
ନଦୀକୁ ଡେଇଁ ଆତଙ୍କବାଦୀଙ୍କ ସହଯୋଗୀ ମୃତ
ନୂଆଦିଲ୍ଲୀ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀ ଏବଂ ସେମାନଙ୍କ ସହାୟକମାନଙ୍କୁ ଧରିବା ପାଇଁ ତଦନ୍ତ ଚାଲିଛି। ଏହି ସମୟରେ, କୁଲଗାମ ଜିଲାର ଟାଙ୍ଗମାର୍ଗରେ ପଚରାଉଚରା ପାଇଁ ଅଟକ ଥିବା ଜଣେ ଯୁବକ ଖସିଯିବାକୁ ଚେଷ୍ଟା କରିବା ସମୟରେ ଏକ ନାଳକୁ ଡେଇଁ ପଡ଼ି ବୁଡ଼ି!-->…
Read More...
Read More...