Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗାନ୍ଧି ପରିବାରକୁ ନେଇ ପୋଷ୍ଟ, କଙ୍ଗନାଙ୍କ ନାଁରେ ମାମଲା
ଝାଡ଼ଖଣ୍ଡର କଂଗ୍ରେସ ବିଧାୟକ ଭୂଷଣ ବାରାଙ୍କ ବିରୋଧରେ ଜଣେ ୧୪ ବର୍ଷୀୟା ଆଦିବାସୀ ନାବାଳିକା ଯୌନ ନିର୍ଯାତନା ଓ ମାଡ଼ ମାରିବାର ଅଭିଯୋଗ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ହେବା ନିକଟତର: ଜୟଶଙ୍କର
ଓଡ଼ିଶାକୁ ଆଉ ୧ ଲକ୍ଷ ପକ୍କା ଘର ମଞ୍ଜୁର, ବଲାଙ୍ଗୀରରେ ଶିବରାଜଙ୍କ ଘୋଷଣା
ଢେଙ୍କାନାଳ ମେଡିକାଲ୍ର ୪ ମହଲାରୁ ଡେଇଁ ରୋଗୀଙ୍କ ମୃତ୍ୟୁ
Browsing Category
TOP STORIES
ଚୋରି କରି ବନ୍ଧା ହେଲେ ୟୁଟ୍ୟୁବର
ଭୁବନେଶ୍ବର: ଚୋରି ବିରୁଦ୍ଧରେ ହିଁ ପ୍ରବଚନ ଦେଉଥିଲେ ହେଲେ ଚୋରି କରି ବନ୍ଧା ହେଲେ ୟୁଟ୍ୟୁବର। ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍ ଘଟଣାରେ ଏହି ପ୍ରବଚକ ଜଣକ ଗିରଫ ହୋଇଛନ୍ତି। ବ୍ୟକ୍ତି ଜଣକଙ୍କ ପରିଚୟ ମନୋଜ ସିଂହ, ସେ କଟକର ବାସିନ୍ଦା ବୋଲି ଜଣାପଡିଛି। ତାଙ୍କଠାରୁ ୨ ଶହ ଗ୍ରାମ ସୁନା,!-->…
Read More...
Read More...
ପୁରୀର ନୋ ଫ୍ଲାଇଙ୍ଗ ଜୋନରେ ପୁଣି ଉଡ଼ିଲା ଡ୍ରୋନ୍
ପୁରୀ: ପୁରୀ ଶ୍ରୀମନ୍ଦିର ସୁରକ୍ଷା ଉଲ୍ଲଂଘନ ଏବେ ଏକ ବଡ ଚିନ୍ତା ପାଲଟିଛି। ବୁଧବାର ଦିନରେ କୋଲକାତାର ଜଣେ ଭକ୍ତଙ୍କୁ ଗୁପ୍ତ ସ୍ପାଏ କ୍ୟାମେରା ଲାଗିଥିବା ଚଷମା ବ୍ୟବହାର କରିବା ଅଭିଯୋଗରେ ପୁରୀ ଶ୍ରୀମନ୍ଦିର ଭିତରେ ଅଟକ ରଖିବାର ମାତ୍ର କିଛି ଘଣ୍ଟା ପରେ, ପୁଣି ଥରେ ସୁରକ୍ଷା ବିଚ୍ୟୁତ!-->…
Read More...
Read More...
ନୂଆଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଆଜି ହେଉଛି ପବିତ୍ର ନୂଆଁଖାଇ। ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣପର୍ବ। ସାରା ରାଜ୍ୟରେ ଧୁମଧାମରେ ପାଳନ ହେଉଛି ଗଣପର୍ବ ନୂଆଖାଇ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!-->!-->!-->…
Read More...
Read More...
ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ
ସମ୍ବଲପୁର: ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ପାଟଣେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ ଲାଗି ହୋଇଛି। ଧାର୍ଯ୍ୟ!-->…
Read More...
Read More...
ଚାଷୀଙ୍କୁ ନୂଆଖାଇ ଭେଟି, ସିଏମ୍ କିଷାନର ୩ୟ କିସ୍ତି ଟଙ୍କା ପ୍ରଦାନ
ଭୁବନେଶ୍ବର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନ ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ତୃତୀୟ କିସ୍ତି ଜାରି କରିଛନ୍ତି। ଯାହା ରାଜ୍ୟର ୫୧ ଲକ୍ଷରୁ ଅଧିକ କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବ।
ସୂଚନା ଅନୁଯାୟୀ, ରାଜ୍ୟର କୃଷି ମହୋତ୍ସବ ନୂଆଖାଇର!-->!-->!-->…
Read More...
Read More...
କଟକ ରେଲ୍ଓ୍ବେ ଷ୍ଟେଶନରେ ଭୁଶୁଡ଼ିଲା ଛାତ
କଟକ: କଟକ ରେଳ ଷ୍ଟେସନରେ ବୁଧବାର ଅପରାହ୍ନରେ ନିର୍ମାଣ କାର୍ଯ୍ୟ ଚାଲିଥିବା ସମୟରେ ପ୍ଲାଟଫର୍ମ ଉପରେ ଏକ ଛାତ ଭୁଶୁଡ଼ି ପଡ଼ିଛି। ପ୍ଲାଟଫର୍ମ ୧ରେ ଏହି ଛାତଟି ଭୁଶୁଡ଼ି ପଡ଼ିଛି।ଉପର ସେଡ୍ର କିଛି ଅଂଶ ମଧ୍ୟ ଟ୍ରାକ୍ ଉପରେ ପଡ଼ିଛି।
ପୂର୍ବତଟ ରେଳବାଇ ଅନୁଯାୟୀ, ଦୁର୍ଘଟଣାଟି ଅପରାହ୍ନ!-->!-->!-->…
Read More...
Read More...
ବନ୍ୟାରେ ଭାସିଗଲା କାର୍ ; ଗୋଟିଏ ପରିବାରର ୪ ମୃତ
ଛତିଶଗଡ: ଛତିଶଗଡର ଜଗଦଲପୁରରୁ ବସ୍ତରରେ ଗୋଟିଏ ପରିବାରର ଯନ୍ତ୍ରଣାଦାୟକ ମୃତ୍ୟୁ ଘଟିଛି। ଏନ୍ଏଚ୍ ୩୦ରେ ଦରଭା ଥାନା ଅନ୍ତର୍ଗତ କାଙ୍ଗେର ଘାଟୀରେ ମଙ୍ଗଳବାର ଏକ କାର୍ ପ୍ରବଳ ବର୍ଷା ପରେ ବନ୍ୟା ସୃଷ୍ଟି ହୋଇ ଏକ କାର ଜଳରେ ଭାସି ଯାଇଛି। ଏତିରେ ବୁଡ଼ି ଯାଇ ୪ ଜଣଙ୍କର ମୃତ୍ୟୁ ଘଟିଛି।!-->…
Read More...
Read More...
ଲାଞ୍ଚ ନେଉଥିବା ବେଳେ ରାଜ୍ୟ ଟିକସ ସହକାରୀ କମିଶନର ଗିରଫ
ଭୁବନେଶ୍ୱର: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଭୁବନେଶ୍ୱର-IV ସର୍କଲର ସହକାରୀ ରାଜ୍ୟ ଟିକସ କମିଶନର ସରିତା ବାରିକ। ମଙ୍ଗଳବାର ଦିନ ଲାଞ୍ଚ ଦାବି କରିବା ଏବଂ ନେବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।
୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଟିକସ ଅବଧି ପାଇଁ ଆଇଟିସି (ଇନପୁଟ୍!-->!-->!-->…
Read More...
Read More...
ବୈଷ୍ଣୋଦେବୀ ମନ୍ଦିର ନିକଟରେ ଭୂସ୍ଖଳନ, ୩୨ ମୃତ
ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରର କଟରାସ୍ଥିତ ବୈଷ୍ଣୋ ଦେବୀ ମନ୍ଦିର ନିକଟରେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ଘଟି ୩୨ ଜଣଙ୍କର ମୃତ୍ୟୁ ହୋଇ ଯାଇଛି। ଏହା ସହ ଏଥିରେ ୨୦ଜଣ ଆହତ ହୋଇଛନ୍ତି। ବୈଷ୍ଣୋ ଦେବୀ ମନ୍ଦିର ନିକଟ ଅଧକୱାରୀ ଗୁମ୍ଫା ମନ୍ଦିର ନିକଟରେ ଏହି ଭୂସ୍ଖଳନ ହୋଇଛି।
ସୂଚନା!-->!-->!-->…
Read More...
Read More...
ଗଶେଣ ଚତୁର୍ଥୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ବୁଧବାର ଗଣେଶ ଚତୁର୍ଥୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ଏକ ପୋଷ୍ଟରେ ଏହି ପବିତ୍ର ଅବସରରେ ସମସ୍ତଙ୍କ ମଙ୍ଗଳ ଏବଂ ସମୃଦ୍ଧି କାମନା କରିଛନ୍ତି।ସେ ଲେଖିଛନ୍ତି,!-->…
Read More...
Read More...