Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category
TOP STORIES
କଟକରେ ବ୍ରିଜ ଭୁଶୁଡ଼ି ୩ ମୃତ, ୨ ଗୁରୁତର
କଟକ: ବ୍ରିଜ ନିର୍ମାଣ ବେଳେ ଅଘଟଣ। କଟକ ଖାନ୍ନଗରରେ ଶନିବାର ଏକ ବଡ଼ଧରଣର ଅଘଟଣ ଘଟିଛି। କଟକ ଖାନନଗର ବ୍ରିଜ ନିର୍ମାଣବେଳେ ସ୍ଲାବ ଖସି ପଡ଼ିବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଶ୍ରମିକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ
ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି। ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାପଡିଛି।!-->…
Read More...
Read More...
ମେଡିକାଲ କଲେଜ ସିଟ୍ ବିକ୍ରି ପାଇଁ ଡିଲ୍: ୪ ଗିରଫ
ଭୁବନେଶ୍ବର: ଛାତ୍ରୀଛାତ୍ରଙ୍କ ଜୀବନ ସହ ଖେଳ। ମେଡିକାଲ କଲେଜ ସିଟ୍ ବିକ୍ରି ବେଳେ ଦଲାଲ ଗ୍ୟାଙ୍ଗର ପର୍ଦ୍ଦାଫାସ ହୋଇଛି। ଆସନ୍ତାକାଲି ନିଟ୍ ପରୀକ୍ଷା। ଏହା ପୂର୍ବରୁ ଆଜି ମେଡିକାଲ କଲେଜ ସିଟ୍ ବିକ୍ରି ପାଇଁ ହୋଟେଲରେ ଚାଲିଥିଲା ମୂଲଚାଲ। ହେଲେ ଠିକ୍ ସମୟରେ ପହଞ୍ଚି ଦଲାଲ ଗ୍ୟାଙ୍ଗକୁ!-->…
Read More...
Read More...
ପୁରୀ ସ୍ୱର୍ଗଦ୍ୱାରରେ ହେବ କିଟ୍ ଛାତ୍ରୀଙ୍କ ଶେଷକୃତ୍ୟ
ଭୁବନେଶ୍ବର: ପୁରୀରେ ହେବ କିଟ୍ ଛାତ୍ରୀଙ୍କ ଶେଷକୃତ୍ୟ। କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରୀଶା ଶାହାଙ୍କ ମତ୍ୟୁ ଘଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ହେବ। ତାଙ୍କ ପରିବାରଲୋକେ ମୃତଦେହ ନେପାଳ ନେବାକୁ ମନା କରିବାରୁ ପୁରୀରେ ଶେଷକୃତ୍ୟ ହେବ।!-->…
Read More...
Read More...
ଲୈରାଇ ମନ୍ଦିରରେ ଦଳାଚକଟା: ୭ ମୃତ, ୩୦ ଆହତ
ଗୋଆ: ଗୋଆ ଶ୍ରୀ ଲୈରାଇ ଯାତ୍ରା ସମୟରେ ବଡ଼ ଅଘଟଣ ଘଟିଛି। ଶୁକ୍ରବାର ଗୋଆର ଶିରଗାଓରେ ଶ୍ରୀ ଲୈରାଇ ଯାତ୍ରା ବାର୍ଷିକ ମହୋତ୍ସବ ସମୟରେ ଦଳାଚକଟା ଫଳରେ ଅତି କମରେ ସାତ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ଗୋଆ ମେଡିକାଲ୍!-->…
Read More...
Read More...
ମହାପ୍ରଭୁଙ୍କ ଦାରୁ କିପରି ଦୀଘା ଗଲା: ଆଇନମନ୍ତ୍ରୀ
ଭୁବନେଶ୍ବର: ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମହାପ୍ରଭୁଙ୍କ ଦାରୁ ବ୍ୟବହାର ନେଇ ତଦନ୍ତ ହେବ ବୋଲି ସେ କହିଛନ୍ତି। ଦାରୁ କିପରି ସେଠାକୁ ଗଲା ତଦନ୍ତ ପରେ ସ୍ପଷ୍ଟ ହେବ। ଜଗନ୍ନାଥ ମନ୍ଦିର!-->…
Read More...
Read More...
ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେଉଁଝର, ଅନୁଗୋଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ,!-->!-->!-->…
Read More...
Read More...
ସୋଆରେ ଗ୍ରୀଷ୍ମକାଳୀନ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ
ଭୁବନେଶ୍ୱର, ମଇ ୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଆନୁକୂଲ୍ୟରେ ଏକ ଗ୍ରୀଷ୍ମକାଳୀନ କ୍ରୀଡା ପ୍ରଶିକ୍ଷଣ ଶିବିର ବୁଧବାର ଏଠାରେ ଉଦ୍ଯାପିତ ହୋଇଯାଇଛି। ଗତ ୨୧ ତାରିଖରୁ ୮ ଟି ବିଭିନ୍ନ କ୍ରୀଡ଼ା (କ୍ରିକେଟ୍, ଭଲିବଲ, ବାସ୍କେଟବଲ, ଟେନିସ୍, ଟେବୁଲ ଟେନିସ୍, ଖୋ ଖୋ, କବାଡି ଓ ଚେସ୍)କୁ!-->…
Read More...
Read More...
ଲାଞ୍ଚ ନେବା ବେଳେ ଧରା ପଡିଲେ ସିଡିପିଓ ଓ ଅଙ୍ଗନୱାଡି କର୍ମୀ
କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ ଅଙ୍ଗନୱାଡି କର୍ମୀ। କୋରାପୁଟର ଦଶମନ୍ତପୁର ବ୍ଲକର ସିଡିପିଓ ସକୁନ୍ତଳା ଦାସ ଏବଂ ଅଧମୁଣ୍ଡା ଅଙ୍ଗନୱାଡି କେନ୍ଦ୍ରର ମିନତୀ ଖୋସଲାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ ଟିମ।ସିଡିପିଓ!-->…
Read More...
Read More...
ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷା ଫଳ
କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। ମାଧ୍ୟମିକ ବୋର୍ଡ ଅଫିସରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଛି। ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷାମନ୍ତ୍ରୀ।
ଚଳିତ ମାଟ୍ରିକ୍!-->!-->!-->…
Read More...
Read More...