ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

TOP STORIES

ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ ଓ ସହଯୋଗୀ

ଖୋର୍ଦ୍ଧା: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ଥିବା ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟର ଜଣେ କନିଷ୍ଠ କ୍ଲର୍କ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛନ୍ତି। ସୁକାନ୍ତ କୁମାର ସିଂହ ନାମକ କନିଷ୍ଠ କ୍ଲର୍କ ପଞ୍ଜିକୃତ ଟ୍ରଷ୍ଟ ଡିଡ୍ ହସ୍ତାନ୍ତର
Read More...

୩ କଲରାପତରିଆ ବାଘଛାଲ ଜବତ, ୭ ଗିରଫ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ବନଖଣ୍ଡ ଅଞ୍ଚଳରୁ ୩ଟି କଲରାପତରିଆ ବାଘ ଛାଲ ଜବତ ହୋଇଥିବାବେଳେ, ଏଥିରେ ମୋଟ ୭ଜଣଙ୍କୁ ଅଟକ ରଖାଯାଇଛି। ଅଟକଙ୍କ ମଧ୍ୟରେ ଜଣେ ଶିକ୍ଷକ ରହିଥିବା ସୂଚନା। ଏହି ବାଘଛାଲ ଗୁଡିକୁ ବିକ୍ରି ପାଇଁ ଯୋଜନା ଚାଲିଥିବା ଖବର ପାଇ ବନ ବିଭାଗ ପକ୍ଷରୁ ଅଚାନକ ଚଢ଼ଉ
Read More...

ଦିଲ୍ଲୀର ୫ଟି ବଡ଼ ସ୍କୁଲକୁ ମିଳିଲା ବୋମା ଧମକ

ନୂଆଦିଲ୍ଲୀ; ଭାରତର ରାଜଧାନୀ ଦିଲ୍ଲୀର ଏକା ସାଙ୍ଗରେ ୫ଟି ଜଣାଶୁଣା ସ୍କୁଲକୁ ମିଳିଛି ବୋ‌ମା ଧମକ। ବୁଧବାର ସକାଳୁ ଏହି ଧମକ ମିଳିଛି। ଏହା ପରେ ସକାଳୁ ସକାଳୁ ଦିଲ୍ଲୀରେ ହଇଚଇ ସୃଷ୍ଟି ହୋଇଯାଇଛି। ଇମଲେ୍ ଜରିଆରେ ଏହି ଧମକ ମିଳିଥିବା ଜଣାପଡିବାପରେ ପୋଲିସ ତୁରନ୍ତ ସ୍କୁଲ ଗୁଡିକରେ
Read More...

ମୃତ ସୌମ୍ୟାଶ୍ରୀଙ୍କ ପିତାଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ

ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହେଲେ ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ। ବାଲେଶ୍ଵର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ଲୋକସଭା ବିରୋଧୀ ଦଳ ନେତା
Read More...

ପୋଖରୀରେ ବୁଡି ଦଶମ ଶ୍ରେଣୀ ଛାତ୍ରୀ ମୃତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ସଦର ଥାନା ଓସ୍ତପୁର ବନ୍ଧପଡ଼ାର ଭାଗଶ୍ରୀ ରାଉତ(୧୪)। ଭାଗ୍ୟଶ୍ରୀଙ୍କ ବାପା ମାଆ
Read More...

ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାରେ ବାଲେଶ୍ଵର ବନ୍ଦ କଲା ବିଜେଡି

ବାଲେଶ୍ୱର: ଏଫଏମ୍ ସ୍ୱୟଂଶାସିତ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ଦାବିରେ ବୁଧବାର ସମଗ୍ର ବାଲେଶ୍ୱର ଜିଲ୍ଲାରେ ୮ ଘଣ୍ଟିଆ ବନ୍ଦ ପାଳନ ହୋଇଛି । ରାସ୍ତାରେ ଟାୟାର ଜାଳି ପ୍ରତିବାଦ ଚଳାଇଛନ୍ତି ବିଜେଡି କର୍ମୀ। ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି ନାରାବାଜି କରୁଛନ୍ତି। ବନ୍ଦ
Read More...

କାଲି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବାଲେଶ୍ୱର ବନ୍ଦ

ବାଲେଶ୍ବର: ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶା ଉଠୁଛି ପଡୁଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ।
Read More...

ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍କା

ନ୍ୟୁଜ୍ ବ୍ୟୁରୋ: ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି। ଭାରତ ପାଇଁ ଆସିଯାଇଛି ସେହି ଐତିହାସିକ ମୁହୂର୍ତ୍ତ। ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା। ଅକ୍ସିଅମ୍‌-୪ ମିଶନ୍‌ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାଇଥିବା ଶୁଭାଂଶୁଙ୍କ ସମେତ ୪ ମହାକାଶଚାରୀ ପୃଥିବୀ ପୃଷ୍ଠରେ
Read More...

୩ ମାସରେ ଇ-କେୱାଇସି ନ କଲେ କଟାଯିବ କାର୍ଡ

ଭୁବନେଶ୍ବର: ରାଶନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌। ରାଶନ କାର୍ଡକୁ ନେଇ ବଡ ଘୋଷଣା କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ୩ ମାସ ମଧ୍ୟରେ ଇ-କେୱାଇସି କରିବାକୁ। ଯଦି ୩ ମାସରେ ଇ-କେୱାଇସି ନକରନ୍ତି ତେବେ କଟାଯିବ କାର୍ଡ।ରାସନ କାର୍ଡ ପାଇଁ ୨୦
Read More...

ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା। ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସାମ୍ବାଦିକ ସମ୍ମିଳନୀରେ
Read More...