ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category

TOP STORIES

ଦିଲ୍ଲୀରେ ପ୍ରବଳ ବର୍ଷା ଓ ଝଡ଼ତୋଫାନ

ନୂଆଦିଲ୍ଲୀ: ଶୁକ୍ରବାର ସକାଳେ ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳ ଏନସିଆରରେ ପ୍ରବଳ ବର୍ଷା, ଝଡ଼ତୋଫାନ ସହିତ କୁଆପଥର ମାଡ଼ ଯୋଗୁଁ ୪୦ରୁ ଅଧିକ ବିମାନ ଅନ୍ୟତ୍ର ଡାଇଭର୍ଟ ହୋଇଥିବା ବେଳେ ପ୍ରାୟ ୧୦୦ଟି ବିମାନ ବିଳମ୍ବିତ ହୋଇଛି। ଦିଲ୍ଲୀର ଦ୍ୱାରକାରେ ପ୍ରବଳ ପବନ ଯୋଗୁଁ ଏକ ନିମ୍ବ ଗଛ
Read More...

ଡାକ୍ତରଙ୍କୁ କେବଳ ଜେନେରିକ ଔଷଧ ଲେଖିବା ପାଇଁ ବାଧ୍ୟତାମୂଳକ କରାଯିବା ଉଚିତ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶରେ କହିଛନ୍ତି ଯେ ସାରା ଦେଶରେ ଡାକ୍ତରମାନଙ୍କୁ କେବଳ ଜେନେରିକ ଔଷଧ ଲେଖିବା ପାଇଁ ବାଧ୍ୟତାମୂଳକ କରାଯିବା ଉଚିତ। ଏହା ଦ୍ୱାରା ଔଷଧର ମୂଲ୍ୟ ହ୍ରାସ ପାଇବ ଏବଂ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ଅଧିକ ସୁଲଭ
Read More...

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ଭୁବନେଶ୍ବର:ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଘୋଷଣା କରିଛି ଯେ ୨୦୨୫ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳାଫଳ ଆସନ୍ତାକାଲି ଅର୍ଥାତ୍ ମେ ୨ ତାରିଖରେ ପ୍ରକାଶ ପାଇବ। ଏହି ରେଜଲ୍ଟ ଅପରାହ୍ନ ୪ଟାରେ କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ କରାଯିବ। ଏହା ପରେ,
Read More...

ପହଲଗାଓଁ ଆବେଦନର ଶୁଣାଣି କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପହଲଗାଓଁ ଆବେଦନର ଶୁଣାଣି କରିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। ପହଲଗାଓଁ ଆକ୍ରମଣ ଘଟଣାରେ ଏକ ଏସଆଇଟି ଗଠନ କରି ନିରପେକ୍ଷ ତଦନ୍ତ କରିବା ଲାଗି ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ଏହାର ଶୁଣାଣି ଗୁରୁବାର କରାଯିବା ନେଇ ଦିନ ଧାର୍ଯ୍ୟ ହୋଇଥିଲା। ମାତ୍ର ସର୍ବୋଚ୍ଚ
Read More...

ଆଜିଠୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଆଜିଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ କେନ୍ଦ୍ରାପଡ଼ାର ଭିତରକନିକା ବନ୍ଦ ରହିବ। ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ
Read More...

କଟକ ବଡ ମେଡିକାଲ ଯାଏଁ ଗଡିବ ମେଟ୍ରୋ : ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଗଡିବ ମେଟ୍ରୋ। ରାଜ୍ୟରେ ମେଟ୍ରୋ ଗଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ, ଏହାକୁ ନେଇ ବଡ ଅପଡେଟ୍ ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏଣିକି କେବଳ ତ୍ରିଶୁଳିଆ ନୁହେଁ, କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ
Read More...

ମେ’ ଆରମ୍ଭରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ: ମେ’ ପହିଲାରୁ କମିଲା ଏଲ୍‌ପିଜି ସିଲିଣ୍ଡର ଦର। ଗ୍ରାହକଙ୍କୁ ମିଳିଲା ଆଶ୍ୱସ୍ତି। ଯଦିଓ ଘରୋଇ ବ୍ୟବହାର ପାଇଁ ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ, କିନ୍ତୁ ୧୯ କିଲୋଗ୍ରାମ ସିଲିଣ୍ଡର ଏବେ ପୂର୍ବ ଅପେକ୍ଷା ଶସ୍ତାରେ ଉପଲବ୍ଧ ହେବ।
Read More...

ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ: ଢେଙ୍କାନାଳର ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ବେଆଇନ ଭାବେ ୩ ଲକ୍ଷ ଟଙ୍କା ଧରି ଯାଉଥିବା ବେଳେ ଧରା ପଡ଼ିଥିଲେ। ଗିରଫ ହେବାର ଦିନକ ପରେ ଅର୍ଥାତ୍ ବୁଧବାର ଓଡ଼ିଶା ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ପାଖରେ ଥିବା ଦୁଇଟି କୋଠା ଏବଂ ଆଠଟି ଉଚ୍ଚ ମୂଲ୍ୟର ପ୍ଲଟ୍ ସମେତ ବିପୁଳ
Read More...

ରାଜଧାନୀ ବିଚ୍‌ ରାସ୍ତାରେ ଜଳିଗଲେ କଲେଜ ଛାତ୍ର

ଭୁବନେଶ୍ବର; ରାଜଧାନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଇମ୍ଫୋଭାଲି ଥାନା ମଦନପୁରର ରାଜ ରାସ୍ତାରେ ଜଳିଗଲେ ଜଣେ ଘରୋଇ କଲେଜ ଛାତ୍ର। ଅର୍ଧଦଗ୍ଧ ଅବସ୍ଥାରେ ଆହତ ଛାତ୍ରଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଛାତ୍ର ଜଣକଙ୍କର ପରିଚୟ ସମ୍ବଲପୁରର ପ୍ରଦୀପ ପାଢୀ ବୋଲି
Read More...

ନରସିଂହ ସ୍ୱାମୀ ମନ୍ଦିରର କାନ୍ଥ ଭୁଶୁଡ଼ି ୭ ମୃତ, ଅନେକ ଗୁରୁତର

ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ସୀମାଞ୍ଚଳମ୍‌ର ଶ୍ରୀବରାହଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ବଡ଼ ଅଘଟଣ ଘଟିଛି। ବରାହଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ଚନ୍ଦନ ଉତ୍ସବ ଚାଲିଥିବା ବେଳେ ଭୁଷୁଡି ପଡିଲା ୨୦ ଫୁଟର କାନ୍ଥ। ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ
Read More...