Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍ରେ ମଦ ବିକ୍ରୟକୁ ଅନୁମତି
ଏଲ୍ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି
Browsing Category
TOP STORIES
ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଖିମୁଠି ଅନୁକୂଳ। ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ଓୟୁଏଟି ପରିସର ଫାର୍ମରେ ଅଖୀମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ। ହଳ କରି ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ। ଆଜି ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ।
!-->!-->!-->…
Read More...
Read More...
ତିନି ସେନାକୁ ମୋଦିଙ୍କ ଗ୍ରୀନ୍ ସିଗନାଲ୍
ନୂଆଦିଲ୍ଲୀ: ପହଲଗାମ୍ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ସେନାକୁ ମିଳିଲା ଗ୍ରୀନ ସିଗ୍ନାଲ। ଯେକୌଣସି ମୁହୂର୍ତ୍ତରେ, ଯେକୌଣସି ସ୍ଥାନରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇପାରେ ଭାରତୀୟ ସେନା।
ପାକିସ୍ତାନକୁ ମିଳିବ ମୁହଁତୋଡ଼ ଜବାବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଲଗାମ ଆତଙ୍କୀ ଆକ୍ରମଣ!-->!-->!-->…
Read More...
Read More...
ଜଷ୍ଟିସ ବିଆର. ଗଭାଇ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ
ନୂଆଦିଲ୍ଲୀ: ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ ବି.ଆର. ଗଭାଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ଦେଇଛନ୍ତି। ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଁ!-->…
Read More...
Read More...
କଟକରେ ଏନଆଇଏର ୩ ଜଣିଆ ଟିମ୍
କଟକ: କଟକରେ ଏନଆଇଏ ଟିମ୍। ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରତ୍ୟେକ୍ଷଦର୍ଶୀ ଥିବା କଟକ ଦେଉଳ ସାହିର ରଞ୍ଜିତ ଭୋଳକୁ ପଚରାଉଚରା କରିଛି ଏନଆଇଏ ଟିମ। ପ୍ରାୟ ଦେଢ ଘଣ୍ଟା କାଳ ରଞ୍ଜିତଙ୍କ ପରିବାରକୁ ପଚରାଉଚରା କରିଥିଲା ଟିମ୍। ପହଲ୍ଗାମ୍ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ ଭୋଳ ପରିବାର।!-->…
Read More...
Read More...
ମେ ୨ରୁ ଓଜେଇଇ ପରୀକ୍ଷା ଆରମ୍ଭ
ଭୁବନେଶ୍ଵର: ଆସନ୍ତା ମେ' ୨ ତାରିଖରୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୩ଟି ପର୍ଯ୍ୟାୟରେ ପରୀକ୍ଷା ହେବ। କମ୍ୟୁଟର ବେସଡ ଟେଷ୍ଟ ବା ସିବିଟି ମାଧ୍ୟମରେ!-->…
Read More...
Read More...
ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ
ତାଳଚେର: ପୋଲିସ ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକଓଆଇଏସଏଫ ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଖବର ସାମ୍ନାକୁ ଆସିଛି ଅନୁଗୁଳ ଜିଲ୍ଲା ତାଳଚେର ବଲଣ୍ଡା ଅଞ୍ଚଳରେ। ମୃତକ ହେଲେ!-->…
Read More...
Read More...
ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’
ଭୁବନେଶ୍ବର: ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’। ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍କୁ ୪୫ ହଜାର ସ୍କୁଲରେ ବଣ୍ଟନ ହେବ। ଏନେଇ ରାଜ୍ୟ ସରକାର ୯୦ କୋଟି ଖର୍ଚ୍ଚ କରିବେ। ଲୋକସେବା ଭବନରେ ‘ଯାଦୁପେଡି’ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
!-->!-->!-->…
Read More...
Read More...
୪ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପଦ୍ମ ପୁରସ୍କାର ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ଆଜି ସମ୍ମାନ ଗ୍ରହଣ କରିଥିବା ୭୧ ଜଣଙ୍କ ମଧ୍ୟରେ ଓଡ଼ିଶାର ୪ ଜଣ ଅଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ!-->…
Read More...
Read More...
ସିଏମଓ ଅଧିକାରୀ କହି ଲୋକଙ୍କୁ ଠକିବା ଅଭିଯୋଗରେ ଜଣେ ଗିରଫ
ରାଉରକେଲା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ରାଉରକେଲା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ ବୋଲି ଚିହ୍ନଟ କରାଯାଇଛି।!-->…
Read More...
Read More...
ଷ୍ଟାଫ୍ ସିଲେକ୍ସନ ପରୀକ୍ଷାରେ ତ୍ରୁଟି
ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପରୀକ୍ଷାର ପ୍ରଶ୍ନପତ୍ରରେ ତ୍ରୁଟି। ପାଠ୍ୟକ୍ରମ ବାହାରୁ ଆସିଥିଲା ପ୍ରଶ୍ନ। ତ୍ରୁଟି ନେଇ ସୂଚନା ଦେଲେ ଓଏସଏସସି ଅଧ୍ୟକ୍ଷ ଅଭୟ। ଏହା ସହ ଓପିଏସସି ପରିଚାଳିତ ପରୀକ୍ଷାରେ ତ୍ରୁଟି ଥିବା ଦେଖିବାକୁ ମିଳିଛି। ତେବେ ନୋଟିସ୍ ଜରିଆରେ!-->…
Read More...
Read More...