Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ
Browsing Category
TOP STORIES
ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର: ଆଜି ବଲାଙ୍ଗୀର ସ୍ଥାନୀୟ ପଥର ଚେପା ଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଯେଉଁଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୩୦ ହଜାର ଚାଷୀ ଅଂଶ ଗ୍ରହଣ କରିଥିଲେ। ତେବେ ଏଥିରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଥିଲେ। କୃଷି ଓ!-->…
Read More...
Read More...
ସାପ କାମୁଡ଼ାରେ ନାବାଳକ ମୃତ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଏକ ଅଭାବନୀୟ ଘଟଣା ଘଟିଛି। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ବଡଦ୍ୱାରସାହିର ମୃତ ସୁରେନ୍ଦ୍ର କୌଶଲ୍ୟାଙ୍କ ସାନ ପୁଅ ବେଲଧର କୌଶଲ୍ୟା ଓରଫ ନିକିତ(୧୫)ଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି।ସୋମବାର ରାତିରେ ପରିବାର ଲୋକେ!-->…
Read More...
Read More...
୪ ନାବାଳକ ସମେତ ୧୦ ଜଣଙ୍କୁ କାବୁ କଲା ପୋଲିସ
ବ୍ରହ୍ମପୁର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୪ ନାବାଳକ ସମେତ ୧୦ ଜଣଙ୍କୁ କାବୁ କଲା ପୋଲିସ। ଗତକାଲି ୭ ଯୁବକଙ୍କୁ ଅଟକ ରଖାଯାଇଥିଲା ବେଳେ ବାକି ୩ ଜଣଙ୍କୁ ଗୋପାଳପୁର ପୋଲିସ ଧରିଛି। ସେମାନେ ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିଲେ। ଅପରପକ୍ଷରେ ଆଜି!-->…
Read More...
Read More...
କଟକରେ ବିଭିନ୍ନ ହୋଟେଲ୍ରେ ଚଢ଼ାଉ କରି ସିଲ୍ କଲା ସ୍ବାସ୍ଥ୍ୟ ବିଭାଗ
କଟକ: ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ!-->…
Read More...
Read More...
କୋଚି-ଦିଲ୍ଲୀ ଇଣ୍ଡିଗୋ ବିମାନକୁ ବୋମା ଧମକ
ନାଗପୁର: ମସ୍କାଟରୁ ମଙ୍ଗଳବାର ଦିନ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିବା ପରେ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି।
କୋଚିନ୍ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ଲିମିଟେଡ୍ (ସି) ଏହି ସୂଚନା ଦେଇଛି। ସିଆଇଏଏଲ କହିଛି ଯେ ଇଣ୍ଡିଗୋ!-->!-->!-->…
Read More...
Read More...
ଖୁବଶୀଘ୍ର ‘ଓଡିଶା ଯାତ୍ରୀ’ ଆପ୍ ଜରିଆରେ କରିପାରିବେ ଆମ୍ବୁଲାନ୍ସ ବୁକ୍
ଭୁବନେଶ୍ବର: ଅନଲାଇନ୍ରେ ବୁକ କରି ହେବ ଆମ୍ବୁଲାନ୍ସ। ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି। ଓଡ଼ିଶା ଯାତ୍ରୀ ଆପ୍ରେ ଯୋଡ଼ି ହେବେ ଆମ୍ବୁଲାନ୍ସ। ଅଟୋ ଟ୍ୟାକ୍ସି ପରେ ଆମ୍ବୁଲାନ୍ସ ବି ଯୋଡ଼ା ଯିବ। ଏ ନେଇ ଖୁବ୍ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ!-->…
Read More...
Read More...
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ସକାଳେ ଦକ୍ଷିଣ ପଶ୍ଚିମ ବାଂଲାଦେଶ ତତ୍ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଅଧିକ!-->…
Read More...
Read More...
ପୁଣି ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡିବାରେ ଲାଗିଛି। ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାକସ୍ଥଳୀ ଜନିତ ସମସ୍ୟା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତାଙ୍କ!-->…
Read More...
Read More...
୨୦୨୭ ମାର୍ଚ୍ଚ ୧ରୁ ଜନଗଣନା
ଭୁବନେଶ୍ଵର: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା। ଏନେଇ ଆଜି କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ଦୀର୍ଘ ସମୟ ଅପେକ୍ଷା ପରେ, ଦେଶରେ ଜନଗଣନା ଆରମ୍ଭ ହେବାକୁ ଯାଉଛି। ପ୍ରତି ଦଶ ବର୍ଷରେ ଥରେ ହେଉଥିବା ଜନଗଣନା ୨୦୨୧ରେ ହେବାର ଥିଲା କିନ୍ତୁ କୋଭିଡ୍ ମହାମାରୀ!-->…
Read More...
Read More...
ରାଜଧାନୀରେ ଘରର ଝରକା ଭାଙ୍ଗି ସୁନା ଗହଣା ଲୁଟ୍
ଭୁବନେଶ୍ଵର: ରଜରେ ରାଜଧାନୀ ଭୁବନେଶ୍ୱର ନୀଳାଦ୍ରିବାହାର ଅଞ୍ଚଳର ଏକ ପରିବାର ପୁରୀ ବୁଲିବାକୁ ଯାଇଥିବା ବେଳେ ଘରେ କଳାକନା ବୁଲାଇଦେଲେ ଲୁଟେରା । ଦୁର୍ବୃତ୍ତମାନେ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଏବଂ ନଗଦ ଲୁଟି ନେଇଥିବା ଅଭିଯୋଗ ହୋଇଛି।ସୂଚନାମୁତାବକ, ପରିବାର ଲୋକ ରଜ!-->…
Read More...
Read More...