ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

TOP STORIES

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୪ ଜୀବନ୍ତ ଦଗ୍ଧ

କୋଲକାତା: ହୋଟେଲରେ ଅଗ୍ନିକାଣ୍ଡ ଘଟି ୧୪ ଜଣ ଲୋକ ଜୀବନ୍ତ ଦଗ୍ଧ। କୋଲକାତା ବଡ଼ ବଜାରରେ ଏକ ହୋଟେଲ୍‌ରେ ଗତରାତିରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା ରହିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି। ହୋଟେଲ ଉପର
Read More...

୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ ହେବ ଓଡିଶା : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ବର; ୨୦୨୬ ସୁଦ୍ଧା ମିଳିମିଳା ଏବଂ ରୁବେଲାକୁ ସମ୍ପୂର୍ଣ୍ଣ ରୂପେ ପରାହତ କରିବା ପାଇଁ ଓଡ଼ିଶା ସଂକଳ୍ପବଦ୍ଧ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ରାଜ୍ୟରେ ମିଳିମିଳା ଏବଂ ରୁବେଲା (ଏମଆର) ନିରାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ଉଦ୍ଦେଶ୍ୟରେ ଏକ
Read More...

ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର

ଭୁବନେଶ୍ବର: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ
Read More...

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଖିମୁଠି ଅନୁକୂଳ। ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ଓୟୁଏଟି ପରିସର ଫାର୍ମରେ ଅଖୀମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ। ହଳ କରି ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ। ଆଜି ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ।
Read More...

ତିନି ସେନାକୁ ମୋଦିଙ୍କ ଗ୍ରୀନ୍ ସିଗନାଲ୍

ନୂଆଦିଲ୍ଲୀ: ପହଲଗାମ୍‌ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ସେନାକୁ ମିଳିଲା ଗ୍ରୀନ ସିଗ୍‌ନାଲ। ଯେକୌଣସି ମୁହୂର୍ତ୍ତରେ, ଯେକୌଣସି ସ୍ଥାନରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇପାରେ ଭାରତୀୟ ସେନା। ପାକିସ୍ତାନକୁ ମିଳିବ ମୁହଁତୋଡ଼ ଜବାବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଲଗାମ ଆତଙ୍କୀ ଆକ୍ରମଣ
Read More...

ଜଷ୍ଟିସ ବିଆର. ଗଭାଇ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ

ନୂଆଦିଲ୍ଲୀ: ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ ବି.ଆର. ଗଭାଇ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ଦେଇଛନ୍ତି। ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଁ
Read More...

କଟକରେ ଏନଆଇଏର ୩ ଜଣିଆ ଟିମ୍‌

କଟକ: କଟକରେ ଏନଆଇଏ ଟିମ୍‌। ପହଲଗାମ ଆତଙ୍କୀ ଆକ୍ରମଣରେ ପ୍ରତ୍ୟେକ୍ଷଦର୍ଶୀ ଥିବା କଟକ ଦେଉଳ ସାହିର ରଞ୍ଜିତ ଭୋଳକୁ ପଚରାଉଚରା କରିଛି ଏନଆଇଏ ଟିମ। ପ୍ରାୟ ଦେଢ ଘଣ୍ଟା କାଳ ରଞ୍ଜିତଙ୍କ ପରିବାରକୁ ପଚରାଉଚରା କରିଥିଲା ଟିମ୍‌। ପହଲ୍‌ଗାମ୍‌ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ ଭୋଳ ପରିବାର।
Read More...

ମେ ୨ରୁ ଓଜେଇଇ ପରୀକ୍ଷା ଆରମ୍ଭ

ଭୁବନେଶ୍ଵର: ଆସନ୍ତା ମେ' ୨ ତାରିଖରୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୩ଟି ପର୍ଯ୍ୟାୟରେ ପରୀକ୍ଷା ହେବ। କମ୍ୟୁଟର ବେସଡ ଟେଷ୍ଟ ବା ସିବିଟି ମାଧ୍ୟମରେ
Read More...

ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ତାଳଚେର: ପୋଲିସ ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକଓଆଇଏସଏଫ ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଖବର ସାମ୍ନାକୁ ଆସିଛି ଅନୁଗୁଳ ଜିଲ୍ଲା ତାଳଚେର ବଲଣ୍ଡା ଅଞ୍ଚଳରେ। ମୃତକ ହେଲେ
Read More...

ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ବର: ଶିଶୁ ବାଟିକା, ପ୍ରଥମ ଓ ୨ୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’। ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍‌କୁ ୪୫ ହଜାର ସ୍କୁଲରେ ବଣ୍ଟନ ହେବ। ଏନେଇ ରାଜ୍ୟ ସରକାର ୯୦ କୋଟି ଖର୍ଚ୍ଚ କରିବେ। ଲୋକସେବା ଭବନରେ ‘ଯାଦୁପେଡି’ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
Read More...