Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category
TOP STORIES
ଖୁବ୍ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ଭୁବନେଶ୍ବର: ବହୁଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ଖୁବ୍ଶୀଘ୍ର ଖୁଲାସା ହେବ ବୋଲି ରାଜ୍ୟର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ଦେଇ ମନ୍ତ୍ରୀ କହିଛନ୍ତି ଯେ ସେ ତାଙ୍କ!-->…
Read More...
Read More...
ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ
ଯାଜପୁର: ଇତିହାସରେ ପ୍ରଥମ ଥର ପାଇଁ ମା’ ବିରଜା କ୍ଷେତ୍ରକୁ ରାଷ୍ଟ୍ରପତିଙ୍କ ଆଗମନ ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଫେବୃଆରୀ ୩ ତାରିଖରେ ପ୍ରଥମ ଥର ପାଇଁ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଦର୍ଶନ କରିବେ। ରାଷ୍ଟ୍ରପତି ଫେବୃଆରୀ ୨ ତାରିଖରେ ଓଡ଼ିଶା ଗସ୍ତରେ!-->…
Read More...
Read More...
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ୩ ଦିନ ଶିମିଳିପାଳ ବନ୍ଦ
ମୟୂରଭଞ୍ଜ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଫେବୃଆରୀ ୪ ତାରିଖରୁ ତିନି ଦିନ ପାଇଁ ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଲାଗୁ ହୋଇଥିବା କଟକଣାର ଅଂଶ ସ୍ୱରୂପ ଶିମିଳିପାଳ କ୍ଷେତ୍ର!-->…
Read More...
Read More...
ପଞ୍ଚଭୂତରେ ବିଲୀନ ହେଲେ ଅଜିତ୍ ପାୱାର
ମହାରାଷ୍ଟ୍ର: ପଞ୍ଚଭୂତରେ ଲୀନ ହେଲେ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେଲା ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଅନ୍ତିମ ସଂସ୍କାର। ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପୱାରଙ୍କ ଶେଷକୃତ୍ୟ ବାରାମତିରେ!-->…
Read More...
Read More...
ଭୁବନେଶ୍ବର ସୁନ୍ଦରପଦା ବିସ୍ଫୋରଣ, ତଦନ୍ତ କରିବ ଏନଆଇଏ
ଭୁବନେଶ୍ବର: ଭୁବନେଶ୍ବର ସୁନ୍ଦରପଦା ନିୟୁ ଆଜାଦ ନଗର ବୋମା ବିସ୍ଫୋରଣ ଘଟଣାରେ ଆରମ୍ଭ ହୋଇଛି ଏନଆଇଏ ତଦନ୍ତ। ଏନଆଇଏର ଟିମ୍ ଆଜି ସ୍ପଟ୍ ଭିଜିଟ୍ କରିବା ସହ ଯାଞ୍ଚ ଆରମ୍ଭ କରିଛି। ଘର ମାଲିକଙ୍କଠାରୁ ଆରମ୍ଭ କରି ଏକାଧିକ ଲୋକଙ୍କୁ ଜେରା କରିଛି ନ୍ୟାସନାଲ୍ ଇନଭେଷ୍ଟିଗେସନ୍ ଏଜେନ୍ସି। ଏହି!-->…
Read More...
Read More...
ଗୁରୁଗ୍ରାମର ଏକାଧିକ ସ୍କୁଲକୁ ବୋମା ଧମକ
ନୂଆଦିଲ୍ଲୀ: ଦିଲ୍ଲୀର ଗୁରୁଗ୍ରାମର ଅନେକ ପ୍ରମୁଖ ସ୍କୁଲକୁ ବୋମା ଧମକ ମିଳିଛି। ପୋଲିସ ଅନୁଯାୟୀ ବିଭିନ୍ନ ସ୍କୁଲର ସରକାରୀ ଇମେଲ୍ ଠିକଣାରେ ଧମକପୂର୍ଣ୍ଣ ବାର୍ତ୍ତା ମିଳିଥିଲା, ଯେଉଁଥିରେ ଦାବି କରାଯାଇଥିଲା ଯେ ସେମାନଙ୍କ କ୍ୟାମ୍ପସରେ ବୋମା ରଖାଯାଇଥିଲା। ପୋଲିସ କହିଛି ଯେ ସୂଚନା ପାଇବା!-->…
Read More...
Read More...
ବିମାନ ଦୁର୍ଘଟଣାରେ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ
ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟି ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ଆଜି ମହାରାଷ୍ଟ୍ରର ବାରାମତୀରେ ଘଟିଥିବା ଭୟଙ୍କର ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ମୃତ୍ୟୁ ହୋଇଛି। ଶ୍ରୀ ପାୱାରଙ୍କ ସହ ବିମାନରେ ଥିବା ବାକି ୪ ଜଣ ମଧ୍ୟ ପ୍ରାଣ!-->…
Read More...
Read More...
ପଶ୍ଚିମବଙ୍ଗରେ ନିପା ଭାଇରସ୍ ଆତଙ୍କ: ୫ ଜଣ ଚିହ୍ନଟ
ପଶ୍ଚିମବଙ୍ଗ: କୋଲକାତାର ୫ଜଣ ନିପା ଭାଇରସ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟରେ ଅଛି ସ୍ୱାସ୍ଥ୍ୟ ବିଭାଗ। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ଓ କିଛି ନର୍ସ ଅଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ ଜଣ ନର୍ସଙ୍କ ଅବସ୍ଥା ସଂକଟାପନ୍ନ ରହିଛି। କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାର ମିଶି ସଂକ୍ରମଣ!-->…
Read More...
Read More...
ଓଡ଼ିଶାର ନାଁକୁ ନେଇ ଗଠନ ହେବ ମୋକିମଙ୍କ ଆଞ୍ଚଳିକ ଦଳ
ଭୁବନେଶ୍ବର: କଂଗ୍ରେସରୁ ବହିଷ୍କୃତ ହୋଇଥିବା ବାରବାଟୀ-କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ ତାଙ୍କ ନୂଆ ରାଜନୈତିକ ଦଳର ନାଁ ନେଇ ମଙ୍ଗଳବାର ଦିନ ସୂଚନା ଦେଇଛନ୍ତି। ମହମ୍ମଦ ମୋକିମ ନୂଆ ଆଞ୍ଚଳିକ ଦଳ ଗଠନ କରିବା ପୂର୍ବରୁ ତା’ର ନାଁକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା।
ମୋକିମ!-->!-->!-->…
Read More...
Read More...
ଆସନ୍ତା ୩ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ; ଆସନ୍ତା ୩ ତାରିଖ ଦିନ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି। ଏହାସହ ମହାମହିମ ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି। ପରେ!-->…
Read More...
Read More...