Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ
Browsing Category
TOP STORIES
ବିଜେପି ଛାଡ଼ିଲେ କେ. ଆନ୍ନାମଲାଇ
ଗଠନ କରିପାରନ୍ତି ନୂଆ ଆଞ୍ଚଳିକ ଦଳ
ତାମିଲନାଡୁ: ତାମିଲନାଡୁ ବିଜେପିର ପୂର୍ବତନ ରାଜ୍ୟ ସଭାପତି କେ. ଆନ୍ନାମଲାଇ ମଙ୍ଗଳବାର ବିଜେପିର ଜାତୀୟ ସଭାପତି ନିତିନ ନବୀନଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ତେବେ ଦଳ ପକ୍ଷରୁ ତାଙ୍କ ଇସ୍ତଫା ଆନୁଷ୍ଠାନିକ ଭାବେ ଗ୍ରହଣ କରାଯାଇଛି କି!-->!-->!-->…
Read More...
Read More...
କାନାଡାରେ ପୁଣି ଅଦିନିଆ ରଥଯାତ୍ରା
ଇସ୍କନକୁ ନେଇ ବଢ଼ିଲା ବିବାଦନ୍ୟୁଜ୍ ବ୍ୟୁରୋ: ଅଦିନିଆ ରଥଯାତ୍ରାକୁ ନେଇ ପୁଣିଥରେ ବିବାଦରେ ଆସିଛି ଇସ୍କନ। ବାରମ୍ବାର ଚେତାବନୀ ଓ ଆପତ୍ତି ସତ୍ତ୍ୱେ କାନାଡାର ଦୁଇଟି ସ୍ଥାନରେ ଗତ ମେ ୩୦ ଓ ୩୧ ତାରିଖରେ ରଥଯାତ୍ରା ଆୟୋଜନ କରାଯାଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁସାରେ, ମେ ୩୦!-->!-->!-->…
Read More...
Read More...
ମମତାଙ୍କ ବୈଠକକୁ ଆସିଲେନି ଟିଏମସିର ୬୦ ବିଧାୟକ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଭିତରେ ଅସନ୍ତୋଷ ଓ ଗୋଷ୍ଠୀକନ୍ଦଳ ବଢ଼ୁଥିବା ଚର୍ଚ୍ଚା ଜୋର ଧରିଛି। ଦଳର ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଦଳର ଆଭ୍ୟନ୍ତରୀଣ ଫାଟ ଆହୁରି ସ୍ପଷ୍ଟ!-->…
Read More...
Read More...
୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ, ଖୁବ୍ଶୀଘ୍ର ବିଜ୍ଞପ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବା ପାଇଁ ଆଗାମୀ ୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ କରାଯିବ। ଏନେଇ ଖୁବ୍ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ, ନର୍ସିଂ ପଦବୀ!-->!-->!-->…
Read More...
Read More...
ପୁଣି ବଢ଼ିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ଦର
ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ ପଡ଼ିଛି। ତେଲ କମ୍ପାନୀମାନେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ଦର ବୃଦ୍ଧି କରିଛନ୍ତି। ନୂଆ ଦର ଅନୁଯାୟୀ, ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟ ୪୨ ଟଙ୍କା ବୃଦ୍ଧି ପାଇ ୩,୧୧୩.୫୦ ଟଙ୍କାରେ ପହଞ୍ଚିଛି। କଲକାତାରେ ଏହା ୫୩!-->…
Read More...
Read More...
ପଶ୍ଚିମବଙ୍ଗରେ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ
୩୫ ମନ୍ତ୍ରୀଙ୍କ ଶପଥ, ମନ୍ତ୍ରିମଣ୍ଡଳର ସଂଖ୍ୟା ୪୧କୁ ବୃଦ୍ଧି
ପଶ୍ଚିମବଙ୍ଗ: ସୋମବାର ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାରର ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ଅନୁଷ୍ଠିତ ହୋଇଛି। ଏହି ସମ୍ପ୍ରସାରଣରେ ୩୫ ଜଣ ନୂତନ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ!-->!-->!-->…
Read More...
Read More...
୯୦ କୋଟି ପାର କଲା ଆୟୁଷ୍ମାନ ଭାରତ ହେଲ୍ଥ ଆକାଉଣ୍ଟ
ନୂଆଦିଲ୍ଲୀ: ଭାରତର ଡିଜିଟାଲ ସ୍ୱାସ୍ଥ୍ୟ ବ୍ୟବସ୍ଥା ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (NHA) ଅଧୀନରେ କାର୍ଯ୍ୟକାରୀ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ (ABDM) ଅନ୍ତର୍ଗତ ଦେଶରେ ଆୟୁଷ୍ମାନ ଭାରତ ହେଲ୍ଥ ଆକାଉଣ୍ଟ (ABHA) ସଂଖ୍ୟା ୯୦ କୋଟି ଅତିକ୍ରମ!-->…
Read More...
Read More...
ଦିଲ୍ଲୀ-ଏନସିଆରରେ ଇମର୍ଜେନ୍ସି ଆଲର୍ଟ ଟେଷ୍ଟ
ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆର ଅଞ୍ଚଳର ଲକ୍ଷାଧିକ ମୋବାଇଲ ବ୍ୟବହାରକାରୀ ଶନିବାର ଏକ ଜରୁରୀକାଳୀନ ସତର୍କ ସନ୍ଦେଶ ପାଇଥିଲେ। ମୋବାଇଲରେ ହଠାତ୍ ଏକ ଉଚ୍ଚ ଶବ୍ଦ ସହ ଫ୍ଲାସ୍ ମେସେଜ୍ ପ୍ରଦର୍ଶିତ ହେବାରୁ ଅନେକ ଲୋକ ଚମକି ଯାଇଥିଲେ। ତେବେ ଏହା କୌଣସି ପ୍ରକୃତ ବିପର୍ଯ୍ୟୟ ସତର୍କତା ନଥିଲା।!-->…
Read More...
Read More...
ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବାର କେନ୍ଦ୍ର ପାଲଟିଛି ସମ୍
ସମ୍ରେ ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ନେଇ ଦୁଇ ଦିନିଆ ସମ୍ମିଳନୀ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବା ଓ ଗବେଷଣା କ୍ଷେତ୍ରରେ ପ୍ରମୁଖ କେନ୍ଦ୍ର!-->!-->!-->…
Read More...
Read More...
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ଓଡ଼ିଶାରେ ଖଣିଜ ସମ୍ପଦର ବ୍ୟବହାର ଓ ଶିଳ୍ପ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ୧୧ଟି ବୃହତ୍ ଖଣିଜ ବ୍ଲକକୁ ନିଲାମ କରିବାକୁ ପଦକ୍ଷେପ ନେଇଛନ୍ତି। ବକ୍ସାଇଟ୍, ଲୁହାପଥର, ମାଙ୍ଗାନିଜ୍, ଆଲୁମିନିୟମଯୁକ୍ତ ଲାଟେରାଇଟ୍ ଏବଂ ଚୂନପଥର ଭଳି ମୂଲ୍ୟବାନ ଖଣିଜ!-->…
Read More...
Read More...