Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍ କଟ୍
Browsing Category
TOP STORIES
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ପ୍ରଶାନ୍ତଙ୍କ ପରିବାରକୁ ମିଳିବ ୨୦ଲକ୍ଷ ଟଙ୍କାର ସହାୟତା
ଭୁବନେଶ୍ବର; ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ଶେଷକୃତ୍ୟ। ପ୍ରଶାନ୍ତ ଶତପଥୀଙ୍କୁ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଇସାଣୀ ଗାଁରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇବା ସହ!-->…
Read More...
Read More...
ହସ୍ପିଟାଲ୍ ଲିଫ୍ଟରେ ଚାପି ହୋଇ ବୃଦ୍ଧାଙ୍କ ମୃତ୍ୟୁ
ଭଦ୍ରକ: ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ। ମୃତ ମହିଳା ହେଲେ ରାନ୍ଦିଆ ପଞ୍ଚାୟତ ନରସିଂହପୁର ଗ୍ରାମର ମିନତୀ ପରିଡା। ସେ ଶ୍ୱାସ ଓ ଥାଇରଏଡ଼ ରୋଗରେ ଆକ୍ରାନ୍ତ ହୋଇ ଭଦ୍ରକ ହସ୍ପିଟାଲକୁ ଆସିଥିଲେ ଏବଂ ଡାକ୍ତର ତାଙ୍କୁ!-->…
Read More...
Read More...
ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ
ବାଲେଶ୍ୱର: ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ। ଗାଁ ଶ୍ମଶାନରେ ଜଳିଲା ଆତଙ୍କୀ ଗୁଳିର ଶିକାର ପ୍ରଶାନ୍ତ ଶତପଥୀଙ୍କ ଚିତା। ଲୁହ ଛଳଛଳ ଆଖିରେ ପ୍ରଶାନ୍ତଙ୍କୁ ଅଶ୍ରୁଳ ବିଦାୟ ଜଣାଇଲା ଜନ୍ମମାଟି। କୁନି ପୁଅ ମୁଖାଗ୍ନି ଦେବା ପରେ ପଞ୍ଚଭୂତରେ ବିଲୀନ ହୋଇଛନ୍ତି ପ୍ରଶାନ୍ତ ଶତପଥୀ।!-->…
Read More...
Read More...
ପହଲଗାମ ଘଟଣାର ବଦ୍ଲା ନେବ ଭାରତ
ନୂଆଦିଲ୍ଲୀ: ଯେଉଁମାନେ ଆତଙ୍କୀ ଆକ୍ରମଣ ଷଡଯନ୍ତ୍ରରେ ସାମିଲ ଥିଲେ ସେମାନଙ୍କୁ କଳ୍ପନାରୁ ବାହାରେ ମିଳିବ କଠୋର ଦଣ୍ଡ। ଯେଉଁମାନେ ଭାରତର ଆତ୍ମା ଉପରେ ଆକ୍ରମଣ କରିବାର ଦୁଃସାହସ ଦେଖାଇଛନ୍ତି ସେମାନଙ୍କୁ ଛଡା ଯିବନି। ମିଳିବ କଠୋର ଦଣ୍ଡ। ସେମାନଙ୍କୁ ମାଟିରେ ମିଶାଇ ଦିଆଯିବାର ସମୟ ଆସିଛି।!-->…
Read More...
Read More...
ଜରୁରୀକାଳୀନ ଆମ୍ବୁଲାନ୍ସ ସେବାକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରୀ
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ୟାବିନେଟ ବୈଠକ ବସିଥିଲା। ମୁଖ୍ୟ ସଚିବ ମନୋଜ ଆହୁଜା କହିଛନ୍ତି ଯେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ପ୍ରୟାସରେ ବୁଧବାର ଦିନ ୨୦୨୩-୨୪ ରୁ ୨୦୨୭-୨୮ ପର୍ଯ୍ୟନ୍ତ!-->…
Read More...
Read More...
ଭାରତ ସରକାରଙ୍କ ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ
ଆତଙ୍କବାଦୀ ହମଲା ପରେ ଭାରତର ବଡ଼ ନିଷ୍ପତ୍ତି:: ଅଟାରୀ-ୱାଘା ସୀମା ବନ୍ଦ, ସିନ୍ଧୁ ନଦୀ ଚୁକ୍ତି ବାତିଲଜମ୍ମୁ: ଜମ୍ମୁ ଓ କଶ୍ମୀରର ପହଲଗାମ୍ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଘଟଣାର ପ୍ରତିବାଦ ସ୍ୱରୂପ!-->…
Read More...
Read More...
ପହଲଗାମ୍ ହମ୍ଲା : ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା ସହାୟତା
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀର ପହଲଗାମ୍ ଆତଙ୍କୀ ହମଲା ଘଟଣା। ଜମ୍ମୁ କାଶ୍ମୀର ସରକାରଙ୍କ ପକ୍ଷରୁ ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷର କ୍ଷତିପୂରଣ ସହାୟତା ଘୋଷଣା କରାଯାଇଛି।ଗୁରୁତର ଆହତଙ୍କୁ ମିଳିବ ୨ ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ନେଇ ଘୋଷଣା କରିଛନ୍ତି!-->…
Read More...
Read More...
ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ନାବାଳକଙ୍କ ସମେତ ୩ ଅଟକ
ତଳସରା: ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତାଙ୍କ ପରିବାର ଲୋକେ ତଳସରା ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏହି ଘଟଣାରେ ଜଣେ ନାବାଳକଙ୍କ ସମେତ ୩ଜଣଙ୍କୁ ଅଟକ ରଖିଛି।
ପୋଲିସ ସୂଚନା!-->!-->!-->…
Read More...
Read More...
ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍ ଜଜ୍ କୋର୍ଟ
ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ!-->…
Read More...
Read More...
ସାମ୍ନାକୁ ଆସିଲା ୪ ଆତଙ୍କବାଦୀଙ୍କ ଫଟୋ
ଜମ୍ମୁ: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଗତକାଲି ହୋଇଥିବା ଜଘନ୍ୟ ଆକ୍ରମଣରେ ସାମିଲ ଥିବା ଚାରି ଜଣ ଆତଙ୍କବାଦୀଙ୍କ ଫଟୋଗ୍ରାଫ ସୁରକ୍ଷା ଏଜେନ୍ସିଗୁଡ଼ିକ ଜାରି କରିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଆତଙ୍କବାଦୀଙ୍କ ପରିଚୟ ମିଳିଛି ସେମାନେ ହେଲେ ଆସିଫ ଫୌଜି, ସୁଲେମାନ ଶାହ ଓ ଅବୁ ତାଲହା। ସେମାନେ!-->…
Read More...
Read More...