ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ
Browsing Category

TOP STORIES

ଭୁବନେଶ୍ୱର ବିମାନବନ୍ଦରରୁ ୩୦ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ)ରେ କମିଶନରେଟ ପୋଲିସ ବ୍ୟାଙ୍କକରୁ ଆସୁଥିବା ତିନି ଯାତ୍ରୀଙ୍କୁ ଅଟକ କରି ୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ହାଇଡ୍ରୋପୋନିକ ଗଞ୍ଜେଇ ଜବତ କରିଛି। ନିୟମିତ ଲଗେଜ ଯାଞ୍ଚ ସମୟରେ ଏହି ମାଦକ ଦ୍ରବ୍ୟ ଜବତ ହୋଇଥିଲା।…
Read More...

୨୨ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ବଡ ନିଷ୍ପତ୍ତି ନେଇଛନ୍ତି ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଅପରେସନ ସିନ୍ଦୂର ସମୟରେ ପାକିସ୍ତାନ ଗୁଳିବର୍ଷା ବେଳେ ବାପାମା’ ଛେଉଣ୍ଡ ହୋଇଥିବା ୨୨ ପିଲାଙ୍କୁ ପୋଷ୍ୟସନ୍ତାନ ଭାବେ ଗ୍ରହଣ କରିବେ ରାହୁଲ ଗାନ୍ଧୀ। ପାକିସ୍ତାନୀ ଗୁଳିମାଡ଼ ଯୋଗୁଁ…
Read More...

ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା: ୧୮ କାଉଡିଆ ମୃତ, ଅନେକ ଆହତ

ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା। କାଉଡ଼ିଆଙ୍କୁ ନେଇଯାଉଥିବା ବସ୍‌ କୁ ଧକ୍କା ଦେଲା ଟ୍ରକ୍ ଫଳରେ ୧୮ ଜଣ କାଉଡ଼ିଆଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏଥିରେ ୧୨ରୁ ଅଧିକ କାଉଡିଆ ଆହତ ହୋଇଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ…
Read More...

ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଯୁବକ ଅଟକ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ। ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଧରାପଡିଛନ୍ତି ଯୁବକ। ଚଷମାରେ ହିଡେନ୍‌ କ୍ୟାମେରା ଲେନ୍ସ ଲଗାଇ ଯାଇଥିଲେ ଯୁବକ। ବେହରଣ ଦ୍ବାର ନିକଟରେ ସନ୍ଦେହ ହେବାରୁ ଯୁବକଙ୍କୁ ଧରିଛି ପୋଲିସ। ଯୁବକ ଜଣକ ପୁରୀ ଗଜପତି ନଗରର…
Read More...

ଏମ୍ସରେ ଅସଦାଚରଣ ଘଟଣା; ନର୍ସିଂ ଅଫିସର୍ ଗିରଫ

ଭୁବନେଶ୍ବର: ଭୁବନେଶ୍ବର ଏମ୍ସରେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ ଘଟଣା। ଅଭିଯୁକ୍ତ ନର୍ସିଂ ଅଫିସର୍‌ ନାନୁ ରାମ ଚୌଧୁରୀ ଗିରଫ। ଅଭିଯୁକ୍ତକୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ। ସୋମବାର ଅସଦାଚରଣ ଅଭିଯୋଗ ଆଣିଥିଲେ ଆଟେଣ୍ଡାଣ୍ଟ। ଏନେଇ ସେ ଖଣ୍ଡଗିରି ଥାନାରେ ଏତଲା ଦେଇ…
Read More...

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର: ସଡକ ଓ ଗୃହ ନିର୍ମାଣ (R&B) ଡିଭିଜନ୍‌ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି। ଭୁବନେଶ୍ୱରର ଗାଲେରିଆ ଓ ସିମ୍ଫୋନୀ ମଲ୍‌ ସମେତ ନୟାଗଡ଼ର ବିଭିନ୍ନ…
Read More...

ସୋଆର ମହିଳା ୱର୍କଫୋର୍ସକୁ ଦୁଇଟି ସମ୍ମାନ ପ୍ରଦାନ

ସୋଆର ମହିଳା ୱର୍କଫୋର୍ସକୁ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ସମ୍ମାନ ପ୍ରଦାନଭୁବନେଶ୍ୱର, ଜୁଲାଇ ୨୮: ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉତ୍କର୍ଷତା ଓ ଏହାର ଅଗ୍ରଣୀ ଭୂମିକା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମହିଳା ୱର୍କଫୋର୍ସକୁ ଫେମିନା ୱିମେନ୍ ଆଚିଭର୍ସ ୨୦୨୫ ସମ୍ମାନରେ…
Read More...

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର: ପୁଣି ବଢିଲା ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ। ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ। ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ। ସିବିଆଇ ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ।ତେବେ ଗତ ୧୫ ତାରିଖରେ କେସ ଡାଏରୀ ଦାଖଲ…
Read More...

ଭୁବନେଶ୍ୱର ଏମ୍ସରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଏମ୍ସରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏମ୍ସର ଜଣେ ମହିଳା କର୍ମଚାରୀ ଜଣେ ପୁରୁଷ ନର୍ସିଂ ଅଧିକାରୀଙ୍କ ବିରୁଦ୍ଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ରବିବାର ବିଳମ୍ବିତ ରାତିରେ ନର୍ସିଂ ଅଫିସର ନାନୁ ରାମ ଚୌଧୁରୀ ତାଙ୍କୁ…
Read More...

ଯୋଗାଣ ମନ୍ତ୍ରୀଙ୍କଠୁ ଠକିନେଲେ ୨୫ ଲକ୍ଷ

ଢେଙ୍କାନାଳ: ଜମି ଜାଲିଆତି ମାମଲାରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଠାରୁ ୨୫ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ସେ ଢେଙ୍କାନାଳ ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ଏହି ଘଟଣା ୨୦୨୧ ମସିହାରେ ଘଟିଥିଲା। ସେ…
Read More...