Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ
Browsing Category
TOP STORIES
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା
ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କୋରୋନା ସଂକ୍ରମଣ। କଟକ ଭୁବନେଶ୍ବରରେ ଅଧିକ ମାତ୍ରାରେ ସଂକ୍ରମଣ ବଢିବାରେ ଲାଗିଛି। ଏପଟେ ଆଉ କିଛି ଦିନ ପରେ ରଥଯାତ୍ରା। ଯାହାକୁ ନେଇ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢିଛି। ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ!-->…
Read More...
Read More...
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ନୂଆଦିଲ୍ଲୀ: ଋଣ ନେଉଥିବା କିମ୍ବା ଋଣ ଉପରେ ଇଏମଆଇଦେଉଥିବା ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଖବର। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ ) ତୃତୀୟ ଥର ପାଇଁ ରେପୋ ରେଟ ହ୍ରାସ କରିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଶୁକ୍ରବାର ବଜାର ଆଶାଠାରୁ ଅଧିକ ରେପୋ ରେଟ୍ ହ୍ରାସ କରିଛି। ଜୁନ ୪ ତାରିଖରେ!-->…
Read More...
Read More...
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍
ବରଗଡ଼: ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍ଙ୍କ ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ଶୁକ୍ରବାର ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ସେ କିଛିଦିନ!-->…
Read More...
Read More...
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍
ବାରଙ୍ଗ: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ବାରଙ୍ଗ ଥାନା ଷଣ୍ଢପୁର ଛକ ନିକଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତାରେ ଏକ ଟ୍ରକ୍ ସହ ମନ୍ତ୍ରୀଙ୍କ କାର୍ ଟି ଧକ୍କା ହେବା ପରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯୋଗାଣ!-->…
Read More...
Read More...
ବିଶ୍ୱର ସର୍ବୋଚ୍ଚ ଚେନାବ ରେଲୱେ ସେତୁ ଉଦ୍ଘାଟିତ
ଜମ୍ମୁ-କଶ୍ମୀର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ-କଶ୍ମୀରର ରେଆସି ଜିଲା ଅନ୍ତର୍ଗତ ଚେନାବ ନଦୀ ଉପରେ ନିର୍ମିତ ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍କୁ ଉଦ୍ଘାଟନ କରିଛନ୍ତି। ବ୍ରିଜ୍ ଉଦଘାଟନ ପରେ ପ୍ରଧାନମନ୍ତ୍ରୀ ମୋଦୀ ତ୍ରିରଙ୍ଗା ଉଡ଼ାଉଥିବାର ଦେଖାଯାଇଥିଲା। ୧୫ ଶହ କୋଟି!-->…
Read More...
Read More...
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ୩ରେ ହେବ ନିଟ୍ ପିଜି ପରୀକ୍ଷା। ସୁପ୍ରିମକୋର୍ଟ ଗୁରୁବାର ନ୍ୟାସନାଲ ବୋର୍ଡ ଅଫ ଏକ୍ସାମିନେସନ୍ସ (ଏନବିଇ)କୁ ନିଟ୍-ପିଜି ୨୦୨୫ ପରୀକ୍ଷା ଅଗଷ୍ଟ ୩ ତାରିଖରେ ଆୟୋଜନ କରିବାକୁ ଅନୁମତି ଦେଇଛନ୍ତି। ଯାହା ପ୍ରଥମେ ଜୁନ୍ ୧୫ ପାଇଁ ସ୍ଥିର କରାଯାଇଥିଲା। ହେଲେ ଏହା!-->…
Read More...
Read More...
ମୃତକଙ୍କ ପରିବାରକୁ ୧୦ ଲକ୍ଷର ସହାୟତା ଘୋଷଣା କଲା ଆରସିବି
ବେଙ୍ଗାଲୁରୁ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ବେଙ୍ଗାଲୁରୁରେ ହୋଇଥିବା ଭିଡ଼ ଦୁର୍ଘଟଣାରେ ମୃତ ୧୧ ଜଣଙ୍କ ପରିବାର ପାଇଁ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛି। ଏହା ସହିତ, ଆରସିବି ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ!-->…
Read More...
Read More...
ଗ୍ରୀଷ୍ମ ଛୁଟି ପରେ ସ୍କୁଲରେ ଲାଗୁ ହେବ କୋଭିଡ୍ ପ୍ରୋଟୋକଲ୍
ଭୁବନେଶ୍ବର: ଧୀରେ ଧୀରେ କୋଭିଡ୍ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନଜରରେ ରଖି ଛାତ୍ର ଏବଂ କର୍ମଚାରୀମାନଙ୍କୁ ସୁରକ୍ଷା ଦେବା ପାଇଁ ଗ୍ରୀଷ୍ମ ଛୁଟି ପରେ ସ୍କୁଲଗୁଡ଼ିକରେ ଓଡ଼ିଶା ସରକାର ସୁରକ୍ଷା ପ୍ରୋଟୋକଲ୍ ଲାଗୁ କରିବେ।
ସ୍କୁଲଗୁଡ଼ିକ ପୁଣି ଆରମ୍ଭ ହେବା ପରେ ସମସ୍ତ!-->!-->!-->…
Read More...
Read More...
ଚଳିତ ଜୁନ୍ରେ ସରିବ ରାସନ୍ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ
ଭୁବନେଶ୍ବର: ଚଳିତ ଜୁନ୍ରେ ସରିବ ରାସନ୍ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ। ଏନେଇ ଗୁରୁବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ ସୁଦ୍ଧା ୨୦ ଲକ୍ଷ ଇ-କେୱାଇସି କରିନାହାଁନ୍ତି। ପ୍ରାୟ ୯୫ ପ୍ରତିଶତ ଲୋକ ଇ-କେୱାଇସି କରି ସାରିଛନ୍ତି।!-->…
Read More...
Read More...
ପରିବେଶବିତ୍ ମେଧା ପାଟେକରଙ୍କୁ ରେଳ ଷ୍ଟେସନରୁ ଉଠାଇ ନେଲା ପୋଲିସ
ରାୟଗଡା:ବିଶିଷ୍ଟ ପରିବେଶବିତ୍ ମେଧା ପାଟେକରଙ୍କୁ ଅଟକ ରଖିଛି ରାୟଗଡା ପୋଲିସ। ରାୟଗଡା ରେଳ ଷ୍ଟେସନରୁ ପୋଲିସ ତାଙ୍କୁ ଉଠାଇ ନେଇଥିବା ସୂଚନା ମିଳିଛି। ବିଶ୍ଵ ପରିବେଶ ଦିବସରେ ପ୍ରାକୃତିକ ସମ୍ପଦ ସମାବେଶରେ ଯୋଗଦେବାକୁ କାଶୀପୁର ବ୍ଲକର ସୁଙ୍ଗେର ହାଟପଦାଯାଉଥିବା ବେଳେ ପୋଲିସ ଉଠାଇ!-->…
Read More...
Read More...