ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ
Browsing Category

TOP STORIES

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ

ଛତିଶଗଡ଼: ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡ଼ରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ଜଣ ହାର୍ଡକୋର ମାଓବାଦୀ ନିପାତ ହୋଇଥିବା ବସ୍ତର ଆଇଜି ସୂଚନା ଦେଇଛନ୍ତି। ଅଧିକ ମାଓବାଦୀ ମୃତାହତ ଆଶଙ୍କାରେ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। …
Read More...

କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

କଟକ: କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି। ବୈଠକରେ କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ,ଏକ ବୃହତ୍‌ କନ୍‌ଭେନସନ ସେଣ୍ଟର…
Read More...

ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ସିଏସଆର ଟାଇମ୍ସ ସ୍ୱର୍ଣ୍ଣ ପୁରସ୍କାର

ଭୁବନେଶ୍ବର: ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ପାଇଁ ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନକୁ ସିଏସଆର ଟାଇମ୍ସ ସ୍ୱର୍ଣ୍ଣ ପୁରସ୍କାର ପ୍ରଦାନ କରାଯାଇଛି। ଭାରତରେ ରୱାଣ୍ଡା ଗଣରାଜ୍ୟର ମାନ୍ୟବର ହାଇକମିଶନର ଶ୍ରୀମତୀ ଜ୍ୟାକଲିନ୍ ମୁକାଙ୍ଗିରା ନୂଆଦିଲ୍ଲୀରେ ଅନୁଷ୍ଠିତ ଦ୍ୱାଦଶ…
Read More...

ପୃଥ୍ବୀ-୨, ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ପରୀକ୍ଷଣ ସଫଳ

ବାଲେଶ୍ବର; ଭାରତକୁ ମିଳିଛି ଦୁଇ ଦୁଇଟି ବଡ଼ ସଫଳତା। ପୃଥ୍ବୀ-୨ ଏବଂ ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ଗୁରୁବାର ସଫଳ ପରୀକ୍ଷଣ କରି ଭାରତ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ଗୁରୁବାର ପୃଥ୍ବୀ-୨ ମିଜାଇଲର ସଫଳ ପରୀକ୍ଷଣ କରାଯାଇଛି। ପୃଥ୍ବୀ-୨ ମିଜାଇଲ…
Read More...

ସ୍ୱଚ୍ଛ ସର୍ବେକ୍ଷଣରେ ଚମକିଲା ଭୁବନେଶ୍ୱର, ଆସ୍କା ଚିକିଟିକୁ ମିଳିଲା ରାଷ୍ଟ୍ରପତି ପୁରସ୍କାର

ନୂଆଦିଲ୍ଲୀ: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ସର୍ବେକ୍ଷଣରେ ଭାରତର ଶୀର୍ଷ ୧୦ ସଫା ସହର ମଧ୍ୟରେ ସ୍ଥାନ ପାଇଛି। ୩ ଲକ୍ଷରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ସହର ଶ୍ରେଣୀରେ ଭୁବନେଶ୍ୱର ୯ମ ସ୍ଥାନ ଅଧିକାର କରିଛି। ପୂର୍ବବର୍ତ୍ତୀ ସ୍ୱଚ୍ଛ ସର୍ବେକ୍ଷଣରେ ଏହା ୩୪ତମ…
Read More...

ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ସହାୟତା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ…
Read More...

ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର

ବେଙ୍ଗାଲୁରୁ: ଆରସିବିର ବିଜୟ ପରେ ୪ ଜୁନ୍‌ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଏହି ରିପୋର୍ଟରେ ସରକାର ଦଳାଚକଟା ପାଇଁ ଆରସିବିକୁ ସମ୍ପୂର୍ଣ୍ଣ ଦାୟୀ…
Read More...

ଆସନ୍ତାକାଲି ଓଡ଼ିଶା ବନ୍ଦ

ଭୁବନେଶ୍ବର: ବାଲେଶ୍ଵର ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ। ଆସନ୍ତାକାଲି ଅଖ ଚକ ବନ୍ଦ କରିବ କଂଗ୍ରେସ। ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ। ଓଡ଼ିଶା ପ୍ରଦେଶ…
Read More...

ଆସନ୍ତାକାଲି ରାଜ୍ୟର ସବୁ ପେଟ୍ରୋଲ ପମ୍ପ ବନ୍ଦ

ଭୁବନେଶ୍ବର: ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ। ଏଫ୍‌ଏମ୍‌ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍‌ ଆସୋସିଏଶନ ପକ୍ଷରୁ…
Read More...

ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ ଓ ସହଯୋଗୀ

ଖୋର୍ଦ୍ଧା: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ଥିବା ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟର ଜଣେ କନିଷ୍ଠ କ୍ଲର୍କ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛନ୍ତି। ସୁକାନ୍ତ କୁମାର ସିଂହ ନାମକ କନିଷ୍ଠ କ୍ଲର୍କ ପଞ୍ଜିକୃତ ଟ୍ରଷ୍ଟ ଡିଡ୍ ହସ୍ତାନ୍ତର…
Read More...