ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍
Browsing Category

TOP STORIES

ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ

ହାଇଦ୍ରାବାଦ: ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ। ଆଇପିଏଲ ୨୦୨୫ ଜାରି ରହିଥିବା ବେଳେ ଏହା ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସନ ରାଇଜର୍ସ ହାଇଦ୍ରାବାଦର ଖେଳାଳିମାନେ ଯେଉଁ ହୋଟେଲରେ ରହୁଥିଲେ ସେଠାରେ ନିଆଁ ଲାଗିଛି। ହୋଟେଲର ତୃତୀୟ ମହଲାରେ ଥିବା ସ୍ପା’ରେ ନିଆଁ
Read More...

ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ

ମୁମ୍ବାଇ: ପୁଣି ସଲମାନଙ୍କୁ ମିଳିଲା ହତ୍ୟା ଧମକ। ଏଥର ସିଧା ଘରେ ପଶି ତାଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଆସିଛି। ଏଥିସହିତ ସଲମାନ ଖାନଙ୍କ କାର ଉପରେ ମଧ୍ୟ ବୋମା ମାଡ଼ କରିବାର ନୂଆ ଧମକ ଦେଇଛି ଦୃର୍ବୁତ୍ତ। ସେପଟେ ଏନେଇ ୱର୍ଲି ପୋଲିସ ଷ୍ଟେସନରେ ମାମଲା ରୁଜୁ ହୋଇଛି। କିଏ ଏଭଳି ଧମକ
Read More...

ସମ୍ ନର୍ସିଂ କଲେଜରେ ଦୁଇ ଦିନିଆ ଏସ୍‌ପିଏନ୍‌କନ୍ -୨୦୨୫ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜ ଓ ଭାରତର ସୋସାଇଟି ଅଫ୍‌ ପେରିଅପରେଟିଭ୍ ନର୍ସିଂ (ଏସ୍‌ପିଏନ୍‌)ର ମିଳିତ ଆନୁକୂଲ୍ୟରେ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ଶୁକ୍ରବାର ଦିନ ଏସ୍‌ପିଏନ୍‌ର ୫ମ ଜାତୀୟ ସମ୍ମିଳନୀ ‘ଏସ୍‌ପିଏନ୍‌କନ୍ -୨୦୨୫’ ଉଦ୍‌ଘାଟିତ
Read More...

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ଦ୍ୱାରା ପ୍ରଥମ ଗ୍ୟାଷ୍ଟ୍ରୋ ସମିଟ୍ ଆୟୋଜିତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍‌ ହସ୍ପିଟାଲ ଦ୍ୱାରା ‘ ପ୍ରଥମ ଗ୍ୟାଷ୍ଟ୍ରୋ ସମିଟ୍‌’ ଏଠାରେ ରବିବାର ଦିନ ଆନୁଷ୍ଠିତ ହୋଇଯାଇଛି। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି
Read More...

ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି
Read More...

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ,
Read More...

୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼,ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା , କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।
Read More...

ଚିଲ ନେଇଗଲା ଶ୍ରୀମନ୍ଦିର ପତିତପାବନ ବାନା

ପୁରୀ: ମହାପ୍ରଭୁଙ୍କ ପତିତପାବନ ବାନା ଧରି ଉଡିଗଲା ଚିଲ। ପୁରୀ ଶ୍ରୀ ମନ୍ଦିରରେ ଏପରି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଦୃଶ୍ୟର ଭିଡିଓ ଏବେ ସୋସିଆଲମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ପତିତପାବନ ବନା ଧରି ଏକ ଚିଲ ଉଡ଼ୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ମନ୍ଦିର
Read More...

ହନୁମାନ ଜୟନ୍ତୀରେ ମୁତୟନ ହେବେ ୨୦୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ବର: ରାତିପାହିଲେ ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହେବ ଶୋଭାଯାତ୍ରା। ପୂଜାର୍ଚ୍ଚନା ଓ ପଣା ବଣ୍ଟନ ଭଳି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ। ଶାନ୍ତି ଶୃଙ୍ଖଳାର ସହ କିପରି ହନୁମାନ ଜୟନ୍ତୀ ପାଳନ କରାଯିବ ସେନେଇ ପ୍ରଶାସନ ପକ୍ଷରୁ
Read More...

ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚନ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂତନ କ୍ୟାଲେଣ୍ଡର୍ ଉନ୍ମୋଚିତ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହା ପୂର୍ବରୁ ଓଡ଼ିଆ
Read More...