ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Browsing Category

TOP STORIES

ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ ଓ ୫ଗୁରୁତର

ସମ୍ବଲପୁର: ଶନିବାର ଦିନ ସମ୍ବଲପୁର ଜିଲ୍ଲାର ରେଢାଖୋଲ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ବାଲି ବୋଝେଇ ଟ୍ରକୁ ଧକ୍କା ଦେଲା ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ କର୍ମଚାରୀ ଆଟେଡାଣ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ
Read More...

ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା
Read More...

ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ଟାସ୍କ

ଭୁବନେଶ୍ବର: ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ଜିଲ୍ଲାପାଳ-ଏସପି ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ଜିଲ୍ଲାପାଳଙ୍କୁ କିଛି ଟାକ୍ସ
Read More...

ନିଖୋଜର ୧୨ ଦିନ ପରେ ଏସସିବିରୁ ଯୁବକ ଉଦ୍ଧାର

ନ୍ୟୁଜ୍ ବ୍ୟୁରୋ: ନଭେମ୍ବର ୧୨ତାରିଖରୁ ନିଖୋଜ ଥିବା ଜଣେ ଯୁବକଙ୍କୁ ଶେଷରେ କଟକ ଏସସିବି ମେଡିକାଲରୁ ଠାବ କରାଯାଇଛି। ଯୁବକ ଜଣକ ହେଲେ ଯୁକ୍ତ ୩ ଛାତ୍ର ସତ୍ୟଜିତ ଦାସ । ସେ ଖୋର୍ଦ୍ଧାର ଗାନ୍ଧୀ ପଡ଼ିଆର ବାସିନ୍ଦା।ଭରତପୁର ଥାନା ଅଞ୍ଚଳରୁ ସତ୍ୟଜିତ୍ ୧୨ ଦିନ ପୂର୍ବରୁ ତାଙ୍କ ବନ୍ଧୁମାନଙ୍କ
Read More...

ଦିଲ୍ଲୀ ବିସ୍ଫୋରଣ ପଛରେ ବାଂଲାଦେଶ ଲିଙ୍କ୍‌

ନୂଆ ଦିଲ୍ଲୀ: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ଗତ ୧୦ ତାରିଖରେ ଘଟିଥିବା କାର ବିସ୍ଫୋରଣ ଘଟଣାରେ ବାଂଲାଦେଶ ଲିଙ୍କ୍‌ ସାମ୍ନାକୁ ଆସିଛି। ଏହି ଆତ୍ମଘାତୀ ଆକ୍ରମଣ ପଛରେ ବାଂଲାଦେଶର ହାତ ଥିବା ତଦନ୍ତକାରୀ ସଂସ୍ଥା ଏନଆଇଏକୁ ସୂଚନା ମିଳିଛି। ତଦନ୍ତକାରୀଙ୍କ ସୂଚନା ଅନୁସାରେ, ଅକ୍ଟୋବର ଶେଷ
Read More...

ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ମିଳିଛି ମୃତ୍ୟୁଦଣ୍ଡ। ମାନବତା ବିରୋଧୀ ଅପରାଧ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ସ୍ୱତନ୍ତ୍ର ଟ୍ରିବ୍ୟୁନାଲର ରାୟ ଆସିଛି। ନରସଂହାର ମାମଲାରେ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି
Read More...

ପୋଲିସ ଷ୍ଟେଶନ ଭିତରେ ବଡ଼ ବିସ୍ଫୋରଣ: ୯ ମୃତ୍ୟୁ, ୩୦ ଆହତ

ଜମ୍ମୁ କାଶ୍ମୀର: ଶୁକ୍ରବାର ବିଳମ୍ବିତ ରାତିରେ ଜମ୍ମୁ ଏବଂ କାଶ୍ମୀରର ଦକ୍ଷିଣ ଶ୍ରୀନଗରର ନୌଗାମ ପୋଲିସ ଷ୍ଟେସନରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୯ ଜଣ ଆହତ ହୋଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଏହାର ଶବ୍ଦ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି
Read More...

ସୋଆ ଜାଗୋ କ୍ଳବ୍ ପକ୍ଷରୁ ଶିଶୁଦିବସ ପାଳନ

ଭୁବନେଶ୍ୱର: ଶିଶୁମାନେ ହେଉଛନ୍ତି ରାଷ୍ଟ୍ରର ଭବିଷ୍ୟତ ନାଗରିକ। ତେଣୁ ପ୍ରତ୍ୟେକ ଶିଶୁକୁ ସ୍ନେହ ପ୍ରଦାନ କରିବା ସହ ଏକ ସୁରକ୍ଷିତ ପରିବେଶ ଓ ଉପଯୁକ୍ତ ଶିକ୍ଷା ଗ୍ରହଣ ନିମନ୍ତେ ସମସ୍ତ ସୁଯୋଗ ଦେବା ଆମ ସମସ୍ତଙ୍କର କର୍ତବ୍ୟ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ଉପସଭାପତି
Read More...

ସାରା ଦେଶରେ ପ୍ରତିଷ୍ଠା ହେବ ଆଉ ୧୦୦ଟି ସୈନିକ ସ୍କୁଲ୍ : ଅମିତ ଶାହ

ନୂଆଦିଲ୍ଲୀ: ସାରା ଦେଶରେ ପ୍ରତିଷ୍ଠା ହେବ ୧୦୦ଟି ସୈନିକ ସ୍କୁଲ୍। ଏନେଇ ଘୋଷଣା କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ଆଜିର ପିଲା କାଲିର ଭବିଷ୍ୟତ। ଆଉ ପିଲାଙ୍କ ଭବିଷ୍ୟତକୁ ଭଲ କରିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଆହୁରି ୧୦୦ଟି ସୈନିକ ସ୍କୁଲ୍ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି
Read More...

ପରଲୋକରେ ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କାମିନୀ କୌଶଲ

ମୁମ୍ବାଇ: ପରଲୋକରେ ବଲିଉଡର ଦିଗଜ ଅଭିନେତ୍ରୀ କାମିନୀ କୌଶଲ। ୯୮ ବର୍ଷ ବୟସରେ ତାଙ୍କର ନିଧନ ହୋଇଛି। ସେ ଦୀର୍ଘଦିନ ଦିନ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ । କାମିନୀ କୌଶଲ ଭାରତୀୟ ସିନେମାରେ ସାତ ଦଶନ୍ଧିରୁ ଅଧିକ ସମୟ ଧରି କ୍ୟାରିଅର କରିଛନ୍ତି । ସେ ଶେଷ ଥର ପାଇଁ ଆମିର ଖାନଙ୍କ
Read More...