Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
TOP STORIES
ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ଗସ୍ତ ସମୟରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ରାଜ୍ୟରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ପ୍ରାଥମିକ ଲକ୍ଷ୍ୟ। ସେ କହିଛନ୍ତି ଯେ କୌଣସି ଯୋଗ୍ୟ!-->…
Read More...
Read More...
ବଢିଲା ଖାଇବା ତେଲ ଦର
ଭୁବନେଶ୍ବର: ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବରେ ବଜାରରେ ଖାଇବା ତେଲ ଦର ବୃଦ୍ଧି ହୋଇଛି। ତେଲ ଆମଦାନୀ ନେଇ ବଢିଲା ଚିନ୍ତା। କିଛିଦିନ ତଳେ ରିଫାଇନ୍ ତେଲ ଲିଟର ୧୬୦ଟଙ୍କାରେ ବିକ୍ରି ହେଉଥିବାବେଳେ ଦୁଇଦିନ ହେଲା ଲିଟର ପିଛା ୧୭୦ଟଙ୍କାରେ ବିକ୍ରି ହେଉଛି। ଚାହିଦାଠାରୁ କମ୍ ପରିମାଣର ତେଲ!-->…
Read More...
Read More...
ଏପ୍ରିଲ୍ ୨ରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ
ଭୁବନେଶ୍ବର; ଏପ୍ରିଲ୍ ୨ରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେବ। ଏଥର ମଧ୍ୟ ଦୁଇଟି ପର୍ଯ୍ୟାୟରେ ଖାତା ମୂଲ୍ୟାୟନ କରାଯିବ। ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ୍ ୨ରୁ ୧୩ ଓ ଦ୍ବିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୫ରୁ ୨୬ ତାରିଖ ଯାଏଁ ଖାତାଦେଖା ଚାଲିବ। ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କିଛି ବିଷୟର!-->…
Read More...
Read More...
ରାଜ୍ୟରେ ଦୁଇ ବର୍ଷରେ ସାଇବର ଠକ ଲୁଟିଛନ୍ତି ୭୧୧ କୋଟି
ଭୁବନେଶ୍ବର: ରାଜ୍ୟରେ ବିଗତ ଦୁଇ ବର୍ଷରେ ୭୧୧ କୋଟି ଟଙ୍କା ଲୁଟି ନେଲେଣି ସାଇବର ଠକ। କିନ୍ତୁ ସାଇବର ଠକଙ୍କ ଠାରୁ ଫେରିଛି ମାତ୍ର ୭ କୋଟି ଟଙ୍କା। ବିଧାନସଭାରେ ଏନେଇ ଲିଖିତ ଭାବେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ବିଧାନସଭାର ତଥ୍ୟ କହୁଛି ୨୦୨୪ରେ ୨୭ ହଜାର ୩୬୮!-->!-->!-->…
Read More...
Read More...
ପରଲୋକରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ର
ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ହୃଦଘାତ କାରଣରୁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ଫଟୋ ଏକ୍ସ!-->!-->!-->…
Read More...
Read More...
ଦୁବାଇରେ ଏମରଜେନ୍ସି ଆଲର୍ଟ: ଅତି ଜରୁରୀ ନହେଲେ ବାହାରକୁ ନଯିବାକୁ ପରାମର୍ଶ
ୟୁଏଇରେ ଡ୍ରୋନ ଆକ୍ରମଣ ଆଶଙ୍କାକୁ ନେଇ ଦୁବାଇରେ ଏମରଜେନ୍ସି ଆଲର୍ଟ ଜାରି କରାଯାଇଛି। ଡ୍ରୋନ ଷ୍ଟ୍ରାଇକ ସମ୍ଭାବନା ଥିବାରୁ ଦୁବାଇ ବାସିନ୍ଦାଙ୍କ ମୋବାଇଲକୁ ଜରୁରୀକାଳୀନ ସତର୍କତା ବାର୍ତ୍ତା ପଠାଯାଇଛି। ସମସ୍ତଙ୍କୁ ସୁରକ୍ଷା ଦୃଷ୍ଟିରୁ ଘର ଭିତରେ ରହିବାକୁ ପରାମର୍ଶ ଦିଆଯାଇଛି ଏବଂ ଅତି!-->…
Read More...
Read More...
ପ୍ରକାଶ ପାଇଲା ୟୁପିଏସି ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ
ନୂଆଦିଲ୍ଲୀ; ପ୍ରକାଶ ପାଇଛି ୟୁପିଏସି ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷାର ଫଳାଫଳ। ଏହି ପରୀକ୍ଷାରେ ମୋଟ ୯୫୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏଥିରେ ଅନୁଜ ଅଗ୍ନିହୋତ୍ରୀ ପ୍ରଥମ ସ୍ଥାନ ଅଧିକାର କରି ଟପ୍ପର ହୋଇଛନ୍ତି। ଫଳାଫଳ ଅନୁଯାୟୀ ରାଜେଶ୍ୱରୀ ସୁଭେ ଏମ୍ ଦ୍ୱିତୀୟ!-->…
Read More...
Read More...
‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ କଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ ହୋଇଯାଇଛି। ଏହାକୁ ଶୁଭାରମ୍ଭ କରି ଓଡ଼ିଶାରେ ସମୁଦାୟ-ନେତୃତ୍ୱାଧୀନ ପର୍ଯ୍ୟଟନକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।!-->…
Read More...
Read More...
ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ
ପଶ୍ଜିମବଙ୍ଗ: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସିଭି ଆନନ୍ଦ ବୋଷ ୧୭ ନଭେମ୍ବର ୨୦୨୨ରେ ବଙ୍ଗଳାର ରାଜ୍ୟପାଳ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ବର୍ତ୍ତମାନ, ସେ ଦିଲ୍ଲୀରେ ଉପସ୍ଥିତ ଅଛନ୍ତି। ଇସ୍ତଫା ଦେବାର!-->…
Read More...
Read More...
ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର
ବିହାର: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ନୀତିନ ନବୀନ ଏବଂ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ।
ଗତବର୍ଷ ବିଧାନସଭା ନିର୍ବାଚନର ଫଳାଫଳ ପରେ,!-->!-->!-->…
Read More...
Read More...